31 C
Bhubaneswar
Friday, September 18, 2020

ରେଳ ଷ୍ଟେସନରୁ ୫ ଦାଦନ ଶ୍ରମିକ ଉଦ୍ଧାର

Must read

ଲୁଟ୍ ପରେ ଲୁଟ୍ ଉଦ୍ୟମ ଜାରି ରହିଛି

ପିପିଲି,୧୭ ।୯(ନି.ପ୍ର): ପୁରୀଭୁବନେଶ୍ୱର ୩୧୬ ନମ୍ବର ଜାତୀୟରାଜପଥ ଏବେ ଦିନ କୁ ଦିନ ଅସୁରକ୍ଷିତହୋଇ ପଡିଛି । ପ୍ରତ୍ୟକ ଦିନ ଲୁଟେରାମାନେ ଦିନ ହେଉ କି ରାତି ଲୁଟ କରିଚାଲିଛନ୍ତି...

ମାକୁ ହତ୍ୟା କଲେ ଦୁଇ ନାବାଳକ ପୁଅ

ମାକୁ ହତ୍ୟାୁବନେଶ୍ୱର,୧୭ା୯(ନି.ପ୍ର.): ରାଜଧାନୀଭୁବନେଶ୍ୱରର ଏୟାରଫିଲ୍ଡ ଥାନା ଅନ୍ତର୍ଗତସୁନ୍ଦରପଦା ଅଞ୍ଚଳରେ ମା'କୁ ଦୁଇ ନାବାଳକ ପୁଅପିଟିପିଟି ହତ୍ୟା କରିଥିବା ଭଳି ଏକ ଅଭାବନୀୟଘଟଣା ଗୁରୁବାର ଜଣାପଡ଼ିଛି...

ହାତୀ ମୃତୁ୍ୟ ନେଇ କେନ୍ଦ୍ର ଚିନ୍ତିତ

ଭୁବନେଶ୍ୱର,୧୭ା୯(ନି.ପ୍ର.): ରାଜ୍ୟରେଅଧିକରୁ ଅଧିକ ସଂଖ୍ୟକ ହାତୀ ଅପମୃତୁ୍ୟର ଶିକାରହେଉଥିବା ଯୋଗୁଁ କେନ୍ଦ୍ରୀୟ କର୍ତ୍ତୃପକ୍ଷ ଅତ୍ୟନ୍ତ ଚିନ୍ତିତା କେନ୍ଦ୍ର ସରକାର ହାତୀମାନଙ୍କ ସୁରକ୍ଷା ପାଇଁଅଧିକରୁ ଅଧିକ ପାଣ୍ଠି ରାଜ୍ୟ ସରକାରଙ୍କୁଯୋଗାଉଥିବାବେଳେ ଦନ୍ତା...

ଡରାଉଛି ସେପ୍ଟେମ୍ବର

ଭୁବନେଶ୍ୱର,୧୭ା୯(ନି.ପ୍ର.):ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୩ଜଣ କରୋନା ଅ ।କ୍ରାନ୍ତ ମୃତ୍ୟୁବରଣକରିଛନ୍ତି । ସେମାନଙ୍କ ମଧ୍ୟରେ ୩ ଜଣମହିଳା ଥିବାବେଳେ ୧୦ ଜଣ ପୁରୁଷଅଛନ୍ତି...

ରାୟଗଡା,୨୪ା୨(ନି.ପ୍ର): ରାୟଗଡା ରେଳ ଷ୍ଟେସନରୁ ୫ ଜଣ ଦାଦନ ଶ୍ରମିକ ଉଦ୍ଧାର ହୋଇଛନ୍ତି । ଉଦ୍ଧାର ହୋଇଥିବା ସମସ୍ତ ଦାଦନ ଶ୍ରମିକ ନାବାଳିକା । ସୂଚନା ପ୍ରକାରେ ରାୟଗଡା ଜିଲ୍ଲା କୋଲନରା ବ୍ଲକ ଅନ୍ତର୍ଗତ ଆରଭି ଗ୍ରାମର ୫ ଜଣ ନାବାଳିକା ଚଂଚଳା କୁ ମ୍ଭିରିକା (୧୭), ଗୀତା କୁ ମ୍ଭିରିକା (୧୬), ଅଂଜଳି କଣ୍ଡାଗରି (୧୭), ସଂଯୁକ୍ତା ସାରକା(୧୭), ବୃନ୍ଦାବତି କଣ୍ଡାଗରି(୧୭) ଆନ୍ଧ୍ରପ୍ରଦେଶ ସ୍ଥିତ ହୋଇଥିବା ସମସ୍ତ ଦାଦନ ଶ୍ରମିକ ମାନେ ନେଲୁରୁ ଠାରେ ଚାଷ କାର୍ଯ୍ୟରେ ନିୟୋଜିତ ହେବା ପାଇଁ ଯାଉଥିବା ପ୍ରକାଶ କରିଥିଲେ ।

ସମସ୍ତଙ୍କୁ ଉଦ୍ଧାର କରାଯାଇ ରାୟଗଡା ଜିଆରପି ଥାନାରେ ରଖା ଯାଇଛି । ଘଟଣା ସଂପର୍କରେ ପରିବାରବର୍ଗଙ୍କୁ ସୂଚନା ଦିଆଯାଇଥିଲା । ଉଦ୍ଧାର ଦାଦନ ଶ୍ରମିକ ମାନଙ୍କ ପରିବାରବର୍ଗ ଆସିବା ପରେ ସେମାନଙ୍କୁ ହସ୍ତାନ୍ତର କରାଯାଇଥିବା ଚାଇଲ୍ଡ ଲାଇନ ଅଧିକାରୀ ପ୍ରକାଶ କରିଛନ୍ତି ।

ନେଲୁରୁ ଜିଲ୍ଲାକୁ ଟ୍ରେନ ଯୋଗେ ଯିବା ପାଇଁ ଷ୍ଟେସନରେ ଅପେକ୍ଷା କରିଥିଲା । ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଚାଇଲ୍ଡ ଲାଇନର କର୍ମଚାରୀ ମାନେ ଷ୍ଟେସନ ପହଂଚି ୫ ଜଣ ନାବାଳିକା ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିଛନ୍ତି । ଉଦ୍ଧାର

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ଲୁଟ୍ ପରେ ଲୁଟ୍ ଉଦ୍ୟମ ଜାରି ରହିଛି

ପିପିଲି,୧୭ ।୯(ନି.ପ୍ର): ପୁରୀଭୁବନେଶ୍ୱର ୩୧୬ ନମ୍ବର ଜାତୀୟରାଜପଥ ଏବେ ଦିନ କୁ ଦିନ ଅସୁରକ୍ଷିତହୋଇ ପଡିଛି । ପ୍ରତ୍ୟକ ଦିନ ଲୁଟେରାମାନେ ଦିନ ହେଉ କି ରାତି ଲୁଟ କରିଚାଲିଛନ୍ତି...

ମାକୁ ହତ୍ୟା କଲେ ଦୁଇ ନାବାଳକ ପୁଅ

ମାକୁ ହତ୍ୟାୁବନେଶ୍ୱର,୧୭ା୯(ନି.ପ୍ର.): ରାଜଧାନୀଭୁବନେଶ୍ୱରର ଏୟାରଫିଲ୍ଡ ଥାନା ଅନ୍ତର୍ଗତସୁନ୍ଦରପଦା ଅଞ୍ଚଳରେ ମା'କୁ ଦୁଇ ନାବାଳକ ପୁଅପିଟିପିଟି ହତ୍ୟା କରିଥିବା ଭଳି ଏକ ଅଭାବନୀୟଘଟଣା ଗୁରୁବାର ଜଣାପଡ଼ିଛି...

ହାତୀ ମୃତୁ୍ୟ ନେଇ କେନ୍ଦ୍ର ଚିନ୍ତିତ

ଭୁବନେଶ୍ୱର,୧୭ା୯(ନି.ପ୍ର.): ରାଜ୍ୟରେଅଧିକରୁ ଅଧିକ ସଂଖ୍ୟକ ହାତୀ ଅପମୃତୁ୍ୟର ଶିକାରହେଉଥିବା ଯୋଗୁଁ କେନ୍ଦ୍ରୀୟ କର୍ତ୍ତୃପକ୍ଷ ଅତ୍ୟନ୍ତ ଚିନ୍ତିତା କେନ୍ଦ୍ର ସରକାର ହାତୀମାନଙ୍କ ସୁରକ୍ଷା ପାଇଁଅଧିକରୁ ଅଧିକ ପାଣ୍ଠି ରାଜ୍ୟ ସରକାରଙ୍କୁଯୋଗାଉଥିବାବେଳେ ଦନ୍ତା...

ଡରାଉଛି ସେପ୍ଟେମ୍ବର

ଭୁବନେଶ୍ୱର,୧୭ା୯(ନି.ପ୍ର.):ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୩ଜଣ କରୋନା ଅ ।କ୍ରାନ୍ତ ମୃତ୍ୟୁବରଣକରିଛନ୍ତି । ସେମାନଙ୍କ ମଧ୍ୟରେ ୩ ଜଣମହିଳା ଥିବାବେଳେ ୧୦ ଜଣ ପୁରୁଷଅଛନ୍ତି...

କରୋନା ଚିକିତ୍ସାରେ ମାଇଲଖୁଣ୍ଟ

ଭୁବନେଶ୍ୱର,୧୭ା୯(ନି.ପ୍ର.):ପ୍ଲାଜମା ଥେରାପିରେ ନୁତନ ମାଇଲଖୁଣ୍ଟସ୍ଥାପନ କଲା ଓଡ଼ିଶା । ରାଜ୍ୟରେ୧୦୦୦ରୁ ଅଧିକ ରୋଗୀଙ୍କୁ ପ୍ଲାଜମାଥେରାପି ଜରିଅ ।ରେ ଚିକିତ୍ସାକରାଯାଇଛି । ଟ୍ୱିଟ କରି ରାଜ୍ୟ...