28 C
Bhubaneswar
Sunday, September 20, 2020

ବନଜ୍ୟୋସ୍ନା ସାହିତ୍ୟ ସଂସଦର ପୁସ୍ତକ ମେଳା

Must read

ଏଭନ୍ ପକ୍ଷରୁ ନୂଆ ବ୍ରାଣ୍ଡ ଅଭିଯାନ ‘ୱାଚ୍ ମି ନାଓ’ର ଶୁଭାରମ୍ଭ

ଭୁବନେଶ୍ୱର,୧୮/୯ (ନିପ୍ର):ବିୟୁଟି କମ୍ପାନୀ ଏଭନ୍ ପକ୍ଷରୁ ଏକନୂତନ ବ୍ରାଣ୍ଡ କ୍ୟାମ୍ପେନ୍ 'ୱାଚ୍ ମି ନାଓ'ଶୁଭାରମ୍ଭ କରାଯାଇଛି, ଯାହାକିଲୋକମାନଙ୍କୁ ଏହି ଆଇକୋନିକ୍କମ୍ପାନୀ ଉପରେ ସେମାନଙ୍କରମତାମତକୁ ପୁନର୍ବିଚାର...

କର୍ଡ ମାଏଷ୍ଟ୍ରୋ ରେଫ୍ରିଜରେଟର୍ର ଶୁଭାରମ୍ଭ

ଭୁବନେଶ୍ୱର,୧୮/୯ (ନିପ୍ର):ଭାରତର ସର୍ବାଧିକ ବିଶ୍ୱାସନୀୟ ଉପଭୋକ୍ତାଇଲେକ୍ଟ୍ରୋନିକ୍ସ ବ୍ରାଣ୍ଡସାମ୍ସଙ୍ଗ ପକ୍ଷରୁ ଅଧିକକ୍ଷମତା ସହିତ ଏହାର କର୍ଡମାଏଷ୍ଟ୍ରୋରେଫ୍ରିଜରେଟର୍ର ୪ଟିନୂତନ ମଡେଲ୍ର ଶୁଭାରମ୍ଭକରାଯାଇଛି । ଦହି ବା କର୍ଡତିଆରି କରିପାରୁଥିବା ବିଶ୍ୱରପ୍ରଥମ ରେଫ୍ରିଜରେଟର,କର୍ଡ ମାଏଷ୍ଟ୍ରୋ...

ଫ୍ରିଚାର୍ଜର ଡିଜିଟାଲ୍ କାରବାରରେ ୧୦ ଗୁଣା ବୃଦ୍ଧି

ଭୁବନେଶ୍ୱର,୧୮/୯ (ନିପ୍ର): ମହାମାରୀ ଓ ଲକ୍ଡାଉନ୍ ସ୍ଥିତି ସାରାବିଶ୍ୱର ପ୍ରତିଟି ଲୋକଙ୍କ ପାଇଁ ଏକ ଆହ୍ୱାନପୂର୍ଣ୍ଣ ପରିସ୍ଥିତି । ତେବେ ଏହାମଧ୍ୟ ଅସ୍ୱୀକାର କରିହେବ ନାହିଁ ଯେ ଯେତେବେଳେ ସ୍ପର୍ଶବିହୀନ...

ନୂଆ ରୋଲସ-ରଏସ ଘୋଷ୍ଟ ଗ୍ରାହକଙ୍କ ଆବଶ୍ୟକତା ପୂରଣ କରିପାରିଛ

ଗୁଡଉଡ,ୱେଷ୍ଟଶାସିକ୍ସ୍,୧୮/୯(ନିପ୍ର): ନୂଆ ରୋଲସ-ରଏସ ଘୋଷ୍ଟଗ୍ରାହକଙ୍କ ଆବଶ୍ୟକତା ପୂରଣକରିପାରିଛି । ରୋଲସ-ରଏସ ୧୧୬-ବର୍ଷର ଇତିହାସ ମଧ୍ୟରେ ସର୍ବାଧିକସଫଳତା ଘୋଷ୍ଟ ଯୋଗୁ ଉପଲବ୍ଧିକରିପାରିଛି । ୨୦୦୯ରେ ଘୋଷ୍ଟ ଏହାରଯାତ୍ରା ଆରମ୍ଭ କରିଥିଲା ।...

ଫୁଲବାଣୀ,୨୪/୨(ନି.ପ୍ର): କନ୍ଧମାଳର ପୁରାତନ ସାହିତ୍ୟ ଅନୁଷ୍ଠାନ ବନଜ୍ୟୋସ୍ନା ସାହିତ୍ୟ ସଂସଦର ଏକାଦଶ ପୁସ୍ତକ ମେଳା ଓ ସାଂସ୍କୃତିକ ଉସôବ ଧାର୍ଯ୍ୟ କରାଯାଇଥିବା ଗୋଟିଏ ଦିନ ପୁର୍ବରୁ ଉଦଯାପିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିତô ଭାବରେ ସାହିତ୍ୟିକ ତଥା ପୁର୍ବତନ ସାଂସଦ ପ୍ରଶନ୍ନ ପାଟଶାଣୀ ମୁଖ୍ୟ ଅତିଥି ଭାବରେ କାର୍ଯ୍ୟକ୍ରମର ଶୁଭାର ମ୍ବ କରି ପୁସ୍ତକ ମନୁଷ୍ୟର ସବୁଠାରୁ ଭଲ ବନ୍ଧୁ ବୋଲି କହିବାସହିତ ପୁସ୍ତ ହିଁ ମନୁଷ୍ୟକୁ ଜ୍ଞାନର ମାର୍ଗ ଦେଖାଇଥାଏ ବୋଲି କହିଥିଲେ ଅନ୍ୟତମ ଅତିଥି ଭାବରେ ଖବର କାଗଜ ସମ୍ପାଦକ ଶରତଚନ୍ଦ୍ର ଚୁଡାମଣି,ସୂବର୍ଣ୍ଣପୁର ମହିଳା ମହାବିଦ୍ୟାଳୟର ଅଧ୍ୟାପକ ମଦନସୁନ୍ଦର କ୍ଷେତି,ପ୍ରାଧ୍ୟାପକ ତୀର୍ଥ ଯାନୀ ଏବଂ ଡା.ପୁଷ୍ପାଳି ମିଶ୍ର ପ୍ରମୁଖ ଯୋଗ ଦେଇ ପୁସ୍ତକ ମେଳା ସମ୍ପର୍କରେ ସେମାନଙ୍କର ଅମୁଲ୍ୟ ବକ୍ତବ୍ୟ ରଖିଥିଲେ ।

କାର୍ଯ୍ୟକ୍ରମରେ ପୁର୍ବ ଦିନମାନଙ୍କରେ ହୋଇଥିବା ବିଭିନ୍ନ ପ୍ରତିଯୋଗୀତାର କୃତୀ ପ୍ରତିଯୋଗୀ ମାନଙ୍କୁ ମୁଖ୍ୟ ଅତିଥି ତଥା ଅନ୍ୟତମ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା । କାର୍ଯ୍ୟକ୍ରମକୁ ଅନୁଷ୍ଠାନରସମ୍ପାଦକ ଡ.କାହ୍ନୁଚରଣ ଶତପଥି ପରିଚାଳନା କରିଥିବାବେଳେ ସଦସ୍ୟ ଓମପ୍ରକାଶ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ । ତେବେ ଏହି ଉସôବ ଚଳିତ ମାସ ୨୩ ତାରିଖ ରବିବାରଦିନ ଉଦଯାପିତ ହେବାପାଇଁ ଦିନ ଧାର୍ଯ୍ୟ କରାଯାଇ ଗତ ୧୨ ତାରିଖ ଠାରୁ ଆର ମ୍ଭ କରାଯାଇଥିଲା । ଏଥିପାଇଁ ଜିଲା ପ୍ରଶାସନର ସମସ୍ତ ପ୍ରକାରର ଅନୁମତି ପରେ ଆର ମ୍ଭ କରାଯାଇତôବା ଏହି ମେଳାକୁ ୨୪ ତାରିଖରେ ହେବାକୁ ଥିବା ସ୍ୱତନ୍ତ୍ର ଉନ୍ନୟନ ପରିଷ ଦ୍ୱାରା ଆୟୋଜିତ ହେବାକୁ ଥିବା ରାଜ୍ୟ ସ୍ତରୀୟ ଜନଜାତି ଫୁଟବଲ ପ୍ରତିଯୋଗୀତା ନିମନ୍ତେ ଏହି ପଦକ୍ଷେପ ନିଆଯାଇଥିବା ଜିଲା ପ୍ରଶାସନ ତରଫରୁ ମୌଖିକ ଭାବରେ କୁହାଯାଇଥିଲା । ତେବେ ଏଥିରେ ଭାଗ ନେବାକୁ ଆସିଥି ବା ରାଜ୍ୟର ଏବଂ ରାଜ୍ୟ ବାହାରର ବିଭିନ୍ନ ପୁସ୍ତକ ବିକ୍ରେତା ଏବଂ ବିପ୍ପଣୀ ଷ୍ଟଲ ବିକ୍ରେତାମାନେ ନାନା ପ୍ରକାରର
ହଇରାଣ ହରକତ ହୋଇତରବା ଦେଖିବାକୁ ମିଳିଥିଲା ଏବଂ ଜନସାଧାରଣ ମଧ୍ୟ ଏଥିପାଇଁ ଅସନ୍ତୋଷ ବ୍ୟକ୍ତ କରିଥିବା ଦେଖିବାକଲୁ ମିଳିଥିଲା

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ଏଭନ୍ ପକ୍ଷରୁ ନୂଆ ବ୍ରାଣ୍ଡ ଅଭିଯାନ ‘ୱାଚ୍ ମି ନାଓ’ର ଶୁଭାରମ୍ଭ

ଭୁବନେଶ୍ୱର,୧୮/୯ (ନିପ୍ର):ବିୟୁଟି କମ୍ପାନୀ ଏଭନ୍ ପକ୍ଷରୁ ଏକନୂତନ ବ୍ରାଣ୍ଡ କ୍ୟାମ୍ପେନ୍ 'ୱାଚ୍ ମି ନାଓ'ଶୁଭାରମ୍ଭ କରାଯାଇଛି, ଯାହାକିଲୋକମାନଙ୍କୁ ଏହି ଆଇକୋନିକ୍କମ୍ପାନୀ ଉପରେ ସେମାନଙ୍କରମତାମତକୁ ପୁନର୍ବିଚାର...

କର୍ଡ ମାଏଷ୍ଟ୍ରୋ ରେଫ୍ରିଜରେଟର୍ର ଶୁଭାରମ୍ଭ

ଭୁବନେଶ୍ୱର,୧୮/୯ (ନିପ୍ର):ଭାରତର ସର୍ବାଧିକ ବିଶ୍ୱାସନୀୟ ଉପଭୋକ୍ତାଇଲେକ୍ଟ୍ରୋନିକ୍ସ ବ୍ରାଣ୍ଡସାମ୍ସଙ୍ଗ ପକ୍ଷରୁ ଅଧିକକ୍ଷମତା ସହିତ ଏହାର କର୍ଡମାଏଷ୍ଟ୍ରୋରେଫ୍ରିଜରେଟର୍ର ୪ଟିନୂତନ ମଡେଲ୍ର ଶୁଭାରମ୍ଭକରାଯାଇଛି । ଦହି ବା କର୍ଡତିଆରି କରିପାରୁଥିବା ବିଶ୍ୱରପ୍ରଥମ ରେଫ୍ରିଜରେଟର,କର୍ଡ ମାଏଷ୍ଟ୍ରୋ...

ଫ୍ରିଚାର୍ଜର ଡିଜିଟାଲ୍ କାରବାରରେ ୧୦ ଗୁଣା ବୃଦ୍ଧି

ଭୁବନେଶ୍ୱର,୧୮/୯ (ନିପ୍ର): ମହାମାରୀ ଓ ଲକ୍ଡାଉନ୍ ସ୍ଥିତି ସାରାବିଶ୍ୱର ପ୍ରତିଟି ଲୋକଙ୍କ ପାଇଁ ଏକ ଆହ୍ୱାନପୂର୍ଣ୍ଣ ପରିସ୍ଥିତି । ତେବେ ଏହାମଧ୍ୟ ଅସ୍ୱୀକାର କରିହେବ ନାହିଁ ଯେ ଯେତେବେଳେ ସ୍ପର୍ଶବିହୀନ...

ନୂଆ ରୋଲସ-ରଏସ ଘୋଷ୍ଟ ଗ୍ରାହକଙ୍କ ଆବଶ୍ୟକତା ପୂରଣ କରିପାରିଛ

ଗୁଡଉଡ,ୱେଷ୍ଟଶାସିକ୍ସ୍,୧୮/୯(ନିପ୍ର): ନୂଆ ରୋଲସ-ରଏସ ଘୋଷ୍ଟଗ୍ରାହକଙ୍କ ଆବଶ୍ୟକତା ପୂରଣକରିପାରିଛି । ରୋଲସ-ରଏସ ୧୧୬-ବର୍ଷର ଇତିହାସ ମଧ୍ୟରେ ସର୍ବାଧିକସଫଳତା ଘୋଷ୍ଟ ଯୋଗୁ ଉପଲବ୍ଧିକରିପାରିଛି । ୨୦୦୯ରେ ଘୋଷ୍ଟ ଏହାରଯାତ୍ରା ଆରମ୍ଭ କରିଥିଲା ।...

ଉନ୍ନୟନ ବ୍ୟୟ ନୈରାଶ୍ୟ ଜନକ

ଭୁବନେଶ୍ୱର,୧୮ ।୯(ନି.ପ୍ର):ଉନ୍ନୟନ କାର୍ଯ୍ୟ ପାଇଁ ପାଣ୍ଠି ମହଜୁଦଥିବାବେଳେ ଅଧିକାଂଶ ବିଭାଗ କିନ୍ତୁ ଅର୍ଥଖର୍ଚ୍ଚ କରିପାରୁ ନାହାନ୍ତି । ଏଭଳିନୈରାଶ୍ୟଜନକ ବ୍ୟୟ ଏବେ ରାଜ୍ୟସରକାରଙ୍କୁ ଚିନ୍ତାରେ...