28 C
Bhubaneswar
Sunday, February 28, 2021

ଚଳିତ ମାସରୁ ଖୋଲିବ ସ୍କୁଲ

Must read

ବିଜେପି ଦ୍ଵାରା ଯୋଜନା କରାଯାଇଥିବା ରେଡ ଦୁର୍ଗ ଘଟଣା

ପୁଡୁଚେରୀ : କଂଗ୍ରେସ ସରକାର କେନ୍ଦ୍ର ସରକାରଙ୍କ ଯୋଜନା କାର୍ଯ୍ୟକାରୀ କରିବା ପାଇଁ "କ୍ଷୁଦ୍ର ରାଜନୀତି" କରିଛନ୍ତି ବୋଲି ରବିବାର ଦିନ ପୋଲଡୁଚେରୀର କରାଇକ୍କାଲରେ...

ଜିତେନ୍ଦ୍ର ମିଶ୍ର କାନାଡାର ଅଗ୍ରଣୀ ଚଳଚ୍ଚିତ୍ର ମହୋତ୍ସବ ପାଇଁ ଜୁରି ଚୟନ କରିଥିଲେ

ନୁଆଦିଲ୍ଲୀ: ଜିତେନ୍ଦ୍ର ମିଶ୍ର କାନାଡାର ଅଗ୍ରଣୀ ଚଳଚ୍ଚିତ୍ର ମହୋତ୍ସବ ପାଇଁ ଜୁରି ଚୟନ କରିଛନ୍ତି: ୨୪ ତମ ମଣ୍ଟ୍ରିଆଲ୍ ଆନ୍ତର୍ଜାତୀୟ ଶିଶୁ ଚଳଚ୍ଚିତ୍ର ଫେଷ୍ଟିଭ୍...

ସମ୍ବଲପୁର ଜେଲ ଭିତରେ ମଦ୍ୟପ ୱାର୍ଡର ସହକର୍ମୀ ଆକ୍ରମଣ।

ସମ୍ବଲପୁର: ଶନିବାର ବିଳମ୍ବିତ ରାତିରେ ଜଣେ ୱାର୍ଡର ତାଙ୍କ ଦୁଇ ସହକର୍ମୀଙ୍କ ଉପରେ ଆକ୍ରମଣ କରିଥିବା ଅଭିଯୋଗ ହେବା ପରେ ସମ୍ବଲପୁର ସର୍କଲ ଜେଲ ମଧ୍ୟରେ ଉତ୍ତେଜନା ଦେଖାଦେଇଥିଲା।

ଅନେକ ଅଂଶରେ ସାଧାରଣ ଠାରୁ ୫ ଡିଗ୍ରୀ ବଞ୍ଚିବା ପାଇଁ ତାପମାତ୍ରା |

ଭୁବନେଶ୍ଵର: ଭାରତ ପାଣିପାଗ ବିଭାଗ (ଆଇଏମଡି) ଶନିବାର ଦିନ ପୂର୍ବାନୁମାନ ଅନୁଯାୟୀ ଓଡିଶାର ଅନେକ ଅଂଶ ପାଇଁ ସର୍ବାଧିକ ତାପମାତ୍ରା ବୃଦ୍ଧି ପାଇବ...

ଭୁବନେଶ୍ୱର,୫/୧୧:ଚଳିତ ମାସରେ ରାଜ୍ୟରେ ସ୍କୁଲ ଖୋଲିବ । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନଦାଶ ସୂଚନା ଦେଇଛନ୍ତି । ନବମରୁ ଦ୍ୱାଦଶଶ୍ରେଣୀ ପାଇଁ ହେବ ସମ୍ପୂର୍ଣ୍ଣ ପାଠପଢା । ପିଲାସ୍କୁଲକୁ ନଆସିଲେ ଅନଲାଇନରେ ପାଠପଢା ବ୍ୟବସ୍ଥା କରାଯିବ । ୩୦% ପାଠ୍ୟକ୍ରମହ୍ରାସ ହୋଇଛି । ଆଉ ଅଧିକ ହ୍ରାସ ହେବନା । ବାକି ୭୦% ପାଠ୍ୟକ୍ରମ ପାଇଁ ନୂଆକ୍ୟାଲେଣ୍ଡର ପ୍ରସ୍ତୁତ ହେବ । ସ୍କୁଲ ପାଠପଢାନେଇ ପ୍ରସ୍ତୁତ ହେବ ସ୍ୱତନ୍ତ୍ର ଏସଓପି ।ଜିଲ୍ଲାପାଳ ଓ ଡିଇଓମାନଙ୍କ ସହଆଲୋଚନା କରାଯିବ ।

ସ୍କୁଲ ପରି·ଳନାବେଳେ କରୋନା ଗାଇଡଲାଇନ୍ କଡାକଡିପାଳନ ହେବ ବୋଲି ମନ୍ତ୍ରୀ କହିଛନ୍ତି ।ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି,ନଭେମ୍ବର ୧୬ରୁ ନବମରୁ ଦ୍ୱାଦଶ ଶ୍ରେଣୀଯାଏଁ ଖୋଲିବାକୁ ରାଜ୍ୟ ସରକାରଗାଇଡଲାଇନ୍ ଜାରି କରିଥିଲେ । ଏଥିପାଇଁବିଭାଗ ପ୍ରସ୍ତୁତ ରହିଛି । ତେବେ ସ୍କୁଲଖୋଲିବା ନେଇ ଏସଓପି ପ୍ରସ୍ତୁତି ଲାଗିସମସ୍ତ ପକ୍ଷଙ୍କ ସହ ଆଲୋଚନା କରିବାକୁସେ ବିଭାଗୀୟ ସଚିବଙ୍କୁ ନିଦେ୍ର୍ଦଶଦେଇଥିଲେ । ସେପେଟେ ନଭେମ୍ବର ୧୫ପରେ ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତଛାତ୍ରଛାତ୍ରୀଙ୍କ ପାଇଁ ନିଜ ତତ୍ତ୍ୱାବଧାନ ବାନିରୀକ୍ଷଣରେ ସ୍କୁଲ ଖୋଲିବାକୁ ବିଭାଗତାରିଖ ଧାର୍ଯ୍ୟ କରିପାରିବ ବୋଲି ସାନିଗାଇଡ୍ଲାଇନ୍ରେ ଉଲ୍ଲେଖ କରିଥିଲେଏସଆରସି ।

ସ୍କୁଲ ଖୋଲିବା ନିଷ୍ପତ୍ତି ପରେଛାତ୍ରଛାତ୍ରୀ, ଅଭିଭାବକ ଏବଂ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ମଧ୍ୟରେ ଦେଖାଦେଇଛିଉତ୍ସାହ ।ବିଶେଷ କରି ମାଟ୍ରିକ ଏବଂ ଦ୍ୱାଦଶଛାତ୍ରଛାତ୍ରୀଙ୍କ ବୋର୍ଡ ପରୀକ୍ଷା ଆଉ ମାତ୍ର୩ ମାସ ବାକି ଥିବାରୁ ପ୍ରସ୍ତୁତିରେ ଏହାବେଶ ସହାୟକ ହେବ ବୋଲି ଛାତ୍ରଛାତ୍ରୀକହିଛନ୍ତି । ସ୍କୁଲଗୁଡ଼ିକ ମଧ୍ୟ ପ୍ରସ୍ତୁତିଆରମ୍ଭକରିଦେଇଛନ୍ତି । ସ୍କୁଲ ପରିସର ସହକ୍ଲାସରୁମ୍ ସଫା ଓ ସାନିଟାଇଜେସନ୍ ପ୍ରକ୍ରିୟାଆରମ୍ଭ ହୋଇଥିଲା

- Advertisement -ଚଳିତ ମାସରୁ ଖୋଲିବ ସ୍କୁଲ

More articles

LEAVE A REPLY

Please enter your comment!
Please enter your name here

- Advertisement -ଚଳିତ ମାସରୁ ଖୋଲିବ ସ୍କୁଲ

Latest article

ବିଜେପି ଦ୍ଵାରା ଯୋଜନା କରାଯାଇଥିବା ରେଡ ଦୁର୍ଗ ଘଟଣା

ପୁଡୁଚେରୀ : କଂଗ୍ରେସ ସରକାର କେନ୍ଦ୍ର ସରକାରଙ୍କ ଯୋଜନା କାର୍ଯ୍ୟକାରୀ କରିବା ପାଇଁ "କ୍ଷୁଦ୍ର ରାଜନୀତି" କରିଛନ୍ତି ବୋଲି ରବିବାର ଦିନ ପୋଲଡୁଚେରୀର କରାଇକ୍କାଲରେ...

ଜିତେନ୍ଦ୍ର ମିଶ୍ର କାନାଡାର ଅଗ୍ରଣୀ ଚଳଚ୍ଚିତ୍ର ମହୋତ୍ସବ ପାଇଁ ଜୁରି ଚୟନ କରିଥିଲେ

ନୁଆଦିଲ୍ଲୀ: ଜିତେନ୍ଦ୍ର ମିଶ୍ର କାନାଡାର ଅଗ୍ରଣୀ ଚଳଚ୍ଚିତ୍ର ମହୋତ୍ସବ ପାଇଁ ଜୁରି ଚୟନ କରିଛନ୍ତି: ୨୪ ତମ ମଣ୍ଟ୍ରିଆଲ୍ ଆନ୍ତର୍ଜାତୀୟ ଶିଶୁ ଚଳଚ୍ଚିତ୍ର ଫେଷ୍ଟିଭ୍...

ସମ୍ବଲପୁର ଜେଲ ଭିତରେ ମଦ୍ୟପ ୱାର୍ଡର ସହକର୍ମୀ ଆକ୍ରମଣ।

ସମ୍ବଲପୁର: ଶନିବାର ବିଳମ୍ବିତ ରାତିରେ ଜଣେ ୱାର୍ଡର ତାଙ୍କ ଦୁଇ ସହକର୍ମୀଙ୍କ ଉପରେ ଆକ୍ରମଣ କରିଥିବା ଅଭିଯୋଗ ହେବା ପରେ ସମ୍ବଲପୁର ସର୍କଲ ଜେଲ ମଧ୍ୟରେ ଉତ୍ତେଜନା ଦେଖାଦେଇଥିଲା।

ଅନେକ ଅଂଶରେ ସାଧାରଣ ଠାରୁ ୫ ଡିଗ୍ରୀ ବଞ୍ଚିବା ପାଇଁ ତାପମାତ୍ରା |

ଭୁବନେଶ୍ଵର: ଭାରତ ପାଣିପାଗ ବିଭାଗ (ଆଇଏମଡି) ଶନିବାର ଦିନ ପୂର୍ବାନୁମାନ ଅନୁଯାୟୀ ଓଡିଶାର ଅନେକ ଅଂଶ ପାଇଁ ସର୍ବାଧିକ ତାପମାତ୍ରା ବୃଦ୍ଧି ପାଇବ...

ପ୍ରକଳ୍ପ ଉପରେ ଓଡିଶା ବିଧାନସଭା ସଂକଳ୍ପ ପାରିତ କରିଛି ।

ପୁରୀ: ଦାଦଶ ଶତାବ୍ଦୀର ଶ୍ରୀମନ୍ଦିରର ସୁରକ୍ଷା, ଭକ୍ତମାନଙ୍କ ପାଇଁ ଉତ୍ତମ ସୁବିଧା ଏବଂ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି କରିବା ଲକ୍ଷ୍ୟରେ ଓଡ଼ିଶା ବିଧାନସଭା ଏକ ସର୍ବସମ୍ମତ ସଂକଳ୍ପ ପାରିତ କରିଛି।...