29 C
Bhubaneswar
Saturday, January 16, 2021

ବେଧଡ଼କ ଚାଲିଛି ବେଆଇନ ଇଟାଭାଟି ।

Must read

ଓଡ଼ିଶାରେ ବିବାହ ଶୋଭାଯାତ୍ରାରେ ପ୍ରତିବନ୍ଧକ ହଟାଯାଇଥିଲା

ଭୁବନେଶ୍ୱର,ତା୧୫//୧ କୋବିଡ-୧୯ ମହାମାରୀ ହେତୁ ପୂର୍ବରୁ ବିବାହ ପ୍ରକ୍ରିୟା ଉପରେ ଲାଗୁ ହୋଇଥିବା ଓଡିଶା ସରକାର ଆଜି ପ୍ରତିବନ୍ଧକ ପ୍ରତ୍ୟାହାର କରି ନେଇଛନ୍ତି। “ବର୍ତ୍ତମାନର...

ବେଆଇନ ମଦ କାରବାର ପାଇଁ ଲେଡି ସିଭିଲ ଇଞ୍ଜିନିୟର, ଶାଶୁ ଗିରଫ

ଭଦ୍ରକ,ତା,୧୫/୧, ବେଆଇନ ମଦ ବ୍ୟବସାୟ ବିରୋଧରେ ଡ୍ରାଇଭ୍ ଜାରି ରଖି ଭଦ୍ରାକ୍ ଗ୍ରାମୀଣ ପୋଲିସ ସୀମା ଅନ୍ତର୍ଗତ ଘସୁରିପୋଖରୀ ଗ୍ରାମରେ ଭ୍ରାନ୍ତ ମଦ ବିକ୍ରି ଅଭିଯୋଗରେ ଗୁରୁବାର ଦିନ ଭଦ୍ରକ...

୧୯ ସ୍କୁଲ ଛାତ୍ର କୋଭିଡ -୧୯ ପାଇଁ ସକରାତ୍ମକ ପରୀକ୍ଷା କରନ୍ତି |

ସମ୍ବଲପୁର,ତା, ସମ୍ବଲପୁର ଜିଲ୍ଲାର ଲାଇକେରା ବ୍ଲକର ପ୍ରାୟ ୧୯ ଜଣ ଛାତ୍ର ଉପନ୍ୟାସ-କରୋନାଭାଇରସ୍ ପାଇଁ ପଜିଟିଭ୍ ପରୀକ୍ଷା କରିଛନ୍ତି। ନଅ ମାସର ବ୍ୟବଧାନ ପରେ...

ବନ୍ଧୁଙ୍କ ସମ୍ପର୍କୀୟଙ୍କ ଦ୍ୱାରା ମହିଳା ଏକାଧିକ ଥର ବଳାତ୍କାର ହୋଇଥିଲେ, ଅଭିଯୁକ୍ତ ଗିରଫ

ବ୍ରମପୁର,ତା,୧୫/୧,୨୫ ବର୍ଷ ବୟସ୍କା ମହିଳାଙ୍କୁ ମାସ ମାସ ଧରି ବଳାତ୍କାର କରିଥିବା ଅଭିଯୋଗରେ ପୋଲିସ ଗୁରୁବାର ଦିନ ଜଣେ ଅଶ୍ଳୀଳ ଫଟୋ ଏବଂ ଭିଡିଓ...

କାକଟପୁର,୨୫/୧୧; ପୁରୀଜିଲ୍ଲା ଅନ୍ତର୍ଗତ କାକଟପୁର ତହସିଲ ଅଧିନସ୍ଥ ବିଭିନ୍ନ ରାଜସ୍ୱ ଗ୍ରାମରେ ବେଧଡକ ବେଆଇନ ଭାବରେ ଇଟାମାଫିଆଙ୍କ ଚାଲିଛି ଇଟା ଭାଟି । ସାର ବିଶ୍ୱରେ କରୋନ ମହାମାରୀ କାୟା ବସ୍ଥାର କରିଥିବା ବେଳେ ରାଜ୍ୟ ସରକାର ଓ ପ୍ରଦୂଶଣ ବୋର୍ଡ ପକ୍ଷରୁ ଇଟା ନ ପୋଡିବା ପାଇଁ କଟକଣା ଜାରିକରିଥିବା ବେଳେ,କାକଟପୁର ଅଂଚଳର ପଥର ପକା ଗ୍ରାମଦେବୀ ନଦୀ ପଠାରେ ବେଆଇନ ଭାବରେ ୧୦ ରୁ ଉର୍ଦ୍ଧ ଇଟା ଭାଟି ଗଢ଼ିଉଠିଛି ।

ତହସିଲ ଓ ପ୍ରଦୂଶଣ ବିଭାଗର ବିନା ଅନୁମତିରେ ଇଟା ମାଫିଆ ମାନେ ଦେବୀ ନଦୀ ପଠାରେ ସରକାରୀ ଜମୀରେ ଲକ୍ଷ ଲକ୍ଷ ଇଟା ତିଆରି କରି ପୋଡୁଥିବା ଦେଖିବାକୁ ମିଳିଛି । ଏ ନେଇ ଆମେ କାକଟପୁର ତହସିଲଦାର ବରଂଚି ବେହେରା ଙ୍କୁ ପଚାରେ ବାରେ ସେ କହିଛନ୍ତି ଏହି ଘଟଣା ମୋ ନଜରକୁ ଆସିିଛି ତଦନ୍ତ ପରେ ଏଥିରେ ସମ୍ପୃକ୍ତ ଥିବା ବ୍ୟକ୍ତି ବିଶେଷଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ତେବେ ଦେଖିବାର କଥା ସ୍ଥାନୀୟ ତହସିଲ ପ୍ରଶାସନ ଓ ପ୍ରଦୂଶଣ ବୋର୍ଡ ଉକ୍ତ ଇଟାଭାଟି ମାଫିଆଙ୍କ ଉପରେ କଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି ।

- Advertisement -ବେଧଡ଼କ ଚାଲିଛି ବେଆଇନ ଇଟାଭାଟି ।

More articles

LEAVE A REPLY

Please enter your comment!
Please enter your name here

- Advertisement -ବେଧଡ଼କ ଚାଲିଛି ବେଆଇନ ଇଟାଭାଟି ।

Latest article

ଓଡ଼ିଶାରେ ବିବାହ ଶୋଭାଯାତ୍ରାରେ ପ୍ରତିବନ୍ଧକ ହଟାଯାଇଥିଲା

ଭୁବନେଶ୍ୱର,ତା୧୫//୧ କୋବିଡ-୧୯ ମହାମାରୀ ହେତୁ ପୂର୍ବରୁ ବିବାହ ପ୍ରକ୍ରିୟା ଉପରେ ଲାଗୁ ହୋଇଥିବା ଓଡିଶା ସରକାର ଆଜି ପ୍ରତିବନ୍ଧକ ପ୍ରତ୍ୟାହାର କରି ନେଇଛନ୍ତି। “ବର୍ତ୍ତମାନର...

ବେଆଇନ ମଦ କାରବାର ପାଇଁ ଲେଡି ସିଭିଲ ଇଞ୍ଜିନିୟର, ଶାଶୁ ଗିରଫ

ଭଦ୍ରକ,ତା,୧୫/୧, ବେଆଇନ ମଦ ବ୍ୟବସାୟ ବିରୋଧରେ ଡ୍ରାଇଭ୍ ଜାରି ରଖି ଭଦ୍ରାକ୍ ଗ୍ରାମୀଣ ପୋଲିସ ସୀମା ଅନ୍ତର୍ଗତ ଘସୁରିପୋଖରୀ ଗ୍ରାମରେ ଭ୍ରାନ୍ତ ମଦ ବିକ୍ରି ଅଭିଯୋଗରେ ଗୁରୁବାର ଦିନ ଭଦ୍ରକ...

୧୯ ସ୍କୁଲ ଛାତ୍ର କୋଭିଡ -୧୯ ପାଇଁ ସକରାତ୍ମକ ପରୀକ୍ଷା କରନ୍ତି |

ସମ୍ବଲପୁର,ତା, ସମ୍ବଲପୁର ଜିଲ୍ଲାର ଲାଇକେରା ବ୍ଲକର ପ୍ରାୟ ୧୯ ଜଣ ଛାତ୍ର ଉପନ୍ୟାସ-କରୋନାଭାଇରସ୍ ପାଇଁ ପଜିଟିଭ୍ ପରୀକ୍ଷା କରିଛନ୍ତି। ନଅ ମାସର ବ୍ୟବଧାନ ପରେ...

ବନ୍ଧୁଙ୍କ ସମ୍ପର୍କୀୟଙ୍କ ଦ୍ୱାରା ମହିଳା ଏକାଧିକ ଥର ବଳାତ୍କାର ହୋଇଥିଲେ, ଅଭିଯୁକ୍ତ ଗିରଫ

ବ୍ରମପୁର,ତା,୧୫/୧,୨୫ ବର୍ଷ ବୟସ୍କା ମହିଳାଙ୍କୁ ମାସ ମାସ ଧରି ବଳାତ୍କାର କରିଥିବା ଅଭିଯୋଗରେ ପୋଲିସ ଗୁରୁବାର ଦିନ ଜଣେ ଅଶ୍ଳୀଳ ଫଟୋ ଏବଂ ଭିଡିଓ...

ଟ୍ରାଏଲ୍ ରୁମରେ ଝିଅର ସୁଟିଂ ପାଇଁ ଯୁବକ ବନ୍ଦୀ ।

କେନ୍ଦୁଝର,ତା,୧୫/୧, ଗୁରୁବାର ଦିନ ସହରର ଏକ ସପିଂ ମଲ୍ର ଟ୍ରାଏଲ ରୁମରେ ପୋଷାକ ବଦଳୁଥିବା ବେଳେ ଜଣେ ଝିଅର ଫଟୋ ଏବଂ ଭିଡିଓକୁ ଗୁପ୍ତରେ...