32 C
Bhubaneswar
Wednesday, January 20, 2021

ପରିବେଶ ସନ୍ତୁଳନ ନିହାତି ଅପରିହାର୍ଯ୍ୟ .

Must read

ଚାଇନାର ଉଲ୍ଲଂଘନ ରିପୋର୍ଟ ମଧ୍ୟରେ ଭାରତ

ଚୀନ: ମନ୍ତ୍ରଣାଳୟ ଏକ ବିବୃତ୍ତିରେ କହିଛି ଯେ ଚୀନ୍ ନିକଟରେ ସୀମାନ୍ତବର୍ତ୍ତୀ ଅଞ୍ଚଳରେ ନିର୍ମାଣ କାର୍ଯ୍ୟ କରୁଛି ବୋଲି ଭାରତ ନିକଟରେ ରିପୋର୍ଟ ଦେଖିଛି।...

ଭାରତ ୧୦,୦୬୪ ନୂତନ ମାମଲା ରେକର୍ଡ କରିଛି ।

ନୁଆଦିଲ୍ଲୀ:ଭାରତରେ କରୋନାଭାଇରସ୍ ରୋଗ (କୋଭିଡ୍ -୧୯) ର ୧୦,୦୬୪ ତାଜା ମାମଲା ରେକର୍ଡ ହୋଇଛି, ଯାହା ଜୁନ୍ ୧୧, ୨୦୨୦ ପରଠାରୁ ସର୍ବନିମ୍ନ ଦୈନିକ...

୧୦୦୦ ଟେଷ୍ଟ ରନ୍‌ରେ ଦ୍ରୁତତମ ଭାରତୀୟ ୱିକେଟ୍ କିପର ହୋଇଛନ୍ତି ।

ନୁଆଦିଲ୍ଲୀ : ୱିକେଟ୍ କିପିଂ ମହାନ ମହେନ୍ଦ୍ର ସିଂ ଧୋନିଙ୍କୁ ଅତିକ୍ରମ କରି ଦ୍ରୁତତମ ଭାରତୀୟ ଗ୍ଲୋଭମ୍ୟାନ୍ ହୋଇ ମାତ୍ର ୨୭ ଇନିଂସରେ ଟେଷ୍ଟ...

ଭାରତ, ଜାପାନ ଚୁକ୍ତିନାମା ସ୍ୱାକ୍ଷର କରିଛନ୍ତି ।

ନୁଆଦିଲ୍ଲୀ:ଭାରତ ଏବଂ ଜାପାନ ସୋମବାର ନର୍ସିଂ, ଶିଳ୍ପ ଯନ୍ତ୍ରପାତି, ଜାହାଜ ନିର୍ମାଣ, ବିମାନ ଚଳାଚଳ, କୃଷି ଏବଂ ଖାଦ୍ୟ ସେବା ଶିଳ୍ପ ସମେତ ୧୪...

ଭୁବନେଶ୍ୱର,୨/୧୨; ସାମାଜିକ ଅନୁଷ୍ଠାନ ସବୁଜ ଭାରତରଅଷ୍ଟମ ସ୍ୱନକ୍ଷତ୍ର ଉତ୍ସବ ୟୁନିଟ୍-୩ସ୍ଥିତ ବିଭାଗୀୟ ମୁଖ୍ୟ ଦପ୍ତର ସ୍ୱଳ୍ପବେତନ ଭୋଗୀ କର୍ମଚାରୀ ସଂଘ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେପୂର୍ବତନ ମନ୍ତ୍ରୀ ତଥା ବିଜେଡ଼ି ଉପସଭାପତି ଦେବୀ ପ୍ରସାଦ ମିଶ୍ର, ସମ୍ମାନିତ ଅତିଥିଭାବେ ବିଜୁ ଜନତା ଦଳର ସାଂସ୍କୃତିକ ସାମ୍ମୁଖ୍ୟ ରାଜ୍ୟ ସଂଯୋଜକ ପ୍ରବୀର ମହାନ୍ତି, ସଭାପତି ଭାବେ ଦୂରଦର୍ଶୀର ସମ୍ପାଦକ ତଥା ବିଜୁ ଜନତା ଦଳର ମୁଖପାତ୍ର ଦୁର୍ଗା ସାମନ୍ତରାୟ ଯୋଗଦେଇ ପରିବେଶ ସନ୍ତୁଳନ ପ୍ରତି ଧ୍ୟାନ ଦେବା ଆବଶ୍ୟକ ବୋଲି ମତ ରଖିଥିଲେ ।ପ୍

ରତ୍ୟେକ ନାଗରିକ ନିଷ୍ଠାପର ଭାବରେ ପରିବେଶ ସଚେତନତା, ପରିବେଶ ସୁରକ୍ଷା ତଥା ସନ୍ତୁଳନ ପ୍ରତି ଧ୍ୟାନ ଦେଲେ ବାସ୍ତବ କ୍ଷେତ୍ରରେ ଏକ ସବୁଜ ଭାରତର ପରିକଳ୍ପନା ଆମେ କରିପାରିବା ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ ।ସରକାରଙ୍କ ସହିତ ମିଶି ସାମାଜିକ ସଂଗଠନ ଏବଂ ସ୍ୱେଚ୍ଛାସେବୀ ମାନେନିଷ୍ଠାର ସହିତ କାର୍ଯ୍ୟ କଲେ ସବୁଜିମାର ସ୍ୱପ୍ନ ସାକାର ହୋଇପାରିବ ବୋଲି ମତପ୍ରକାଶ ପାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ସବୁଜ ଭାରତର ସଭାପତି ସତ୍ୟବ୍ରତଜେନା ଉପସ୍ଥିତ ରହି ସବୁଜ ଭାରତର ଆଗାମୀ ଲକ୍ଷ୍ୟ ସମ୍ବନ୍ଧରେ ଆଲୋକ ପାତକରିଥିଲେ ।

ଅତିଥି ପରିଚୟ ପ୍ରଦାନ କରିଥିଲେ ଯୁବ ସାମ୍ବାଦିକ ଅରବିନ୍ଦ ତ୍ରିପାଠୀ । ଏହି ଅବସରରେ ଉଲ୍ଲେଖନୀୟ କୃତିତ୍ୱ ପାଇଁ ସାମ୍ବାଦିକ, ସମାଜ ସେବୀତଥା ସାହିତି୍ୟକ ସର୍ବଶ୍ରୀ ବରିଷ୍ଠ ସାମ୍ବାଦିକ ପ୍ରମୋଦ କୁମାର ସାମନ୍ତରାୟ,ସମାଜସେବୀ ତଥା ମୁଗୁପୁରୁ ସମାଚାର କାର୍ଯ୍ୟକାରୀ ସମ୍ପାଦକ ସୁରେନ୍ଦ୍ର କୁମାରସାହୁ, ଡ. ଘନଶ୍ୟାମ ବିଶ୍ୱାସ, ଦାମୋଦର ବିଶ୍ୱାସ, ବିଜୟଲକ୍ଷ୍ମୀ ମହାପାତ୍ର ଏବଂ କାହ୍ନୁଚରଣ ଶତପଥୀଙ୍କୁ ମାନପତ୍ର ଏବଂଗୋଟିଏ ଗୋଟିଏ ଚାରା ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ଏକତା ସାହୁ, ଶୈଳବାଳାସ୍ୱାଇଁ, ମନସ୍ମିତା ମିଶ୍ର, ମନୋରଞ୍ଜନ ନାୟକ ପ୍ରମୁଖ କାର୍ଯ୍ୟକ୍ରମକୁ ପରିଚାଳନାରେ ସହଯୋଗ କରିଥିଲେ ।

- Advertisement -ପରିବେଶ ସନ୍ତୁଳନ ନିହାତି ଅପରିହାର୍ଯ୍ୟ .

More articles

LEAVE A REPLY

Please enter your comment!
Please enter your name here

- Advertisement -ପରିବେଶ ସନ୍ତୁଳନ ନିହାତି ଅପରିହାର୍ଯ୍ୟ .

Latest article

ଚାଇନାର ଉଲ୍ଲଂଘନ ରିପୋର୍ଟ ମଧ୍ୟରେ ଭାରତ

ଚୀନ: ମନ୍ତ୍ରଣାଳୟ ଏକ ବିବୃତ୍ତିରେ କହିଛି ଯେ ଚୀନ୍ ନିକଟରେ ସୀମାନ୍ତବର୍ତ୍ତୀ ଅଞ୍ଚଳରେ ନିର୍ମାଣ କାର୍ଯ୍ୟ କରୁଛି ବୋଲି ଭାରତ ନିକଟରେ ରିପୋର୍ଟ ଦେଖିଛି।...

ଭାରତ ୧୦,୦୬୪ ନୂତନ ମାମଲା ରେକର୍ଡ କରିଛି ।

ନୁଆଦିଲ୍ଲୀ:ଭାରତରେ କରୋନାଭାଇରସ୍ ରୋଗ (କୋଭିଡ୍ -୧୯) ର ୧୦,୦୬୪ ତାଜା ମାମଲା ରେକର୍ଡ ହୋଇଛି, ଯାହା ଜୁନ୍ ୧୧, ୨୦୨୦ ପରଠାରୁ ସର୍ବନିମ୍ନ ଦୈନିକ...

୧୦୦୦ ଟେଷ୍ଟ ରନ୍‌ରେ ଦ୍ରୁତତମ ଭାରତୀୟ ୱିକେଟ୍ କିପର ହୋଇଛନ୍ତି ।

ନୁଆଦିଲ୍ଲୀ : ୱିକେଟ୍ କିପିଂ ମହାନ ମହେନ୍ଦ୍ର ସିଂ ଧୋନିଙ୍କୁ ଅତିକ୍ରମ କରି ଦ୍ରୁତତମ ଭାରତୀୟ ଗ୍ଲୋଭମ୍ୟାନ୍ ହୋଇ ମାତ୍ର ୨୭ ଇନିଂସରେ ଟେଷ୍ଟ...

ଭାରତ, ଜାପାନ ଚୁକ୍ତିନାମା ସ୍ୱାକ୍ଷର କରିଛନ୍ତି ।

ନୁଆଦିଲ୍ଲୀ:ଭାରତ ଏବଂ ଜାପାନ ସୋମବାର ନର୍ସିଂ, ଶିଳ୍ପ ଯନ୍ତ୍ରପାତି, ଜାହାଜ ନିର୍ମାଣ, ବିମାନ ଚଳାଚଳ, କୃଷି ଏବଂ ଖାଦ୍ୟ ସେବା ଶିଳ୍ପ ସମେତ ୧୪...

ଅଟ୍ଟାରୀ-ୱାଗା କ୍ରସିଂ ମାଧ୍ୟମରେ ମୃତଦେହ ପାକିସ୍ତାନୀ କର୍ତ୍ତୃପକ୍ଷଙ୍କୁ ହସ୍ତାନ୍ତର ।

ପାକିସ୍ତାନ : ଗୁଜୁରାଟର କୁଚ୍‌ର ଭୁଜ୍‌ର ମିଳିତ ପଚରାଉଚରା କେନ୍ଦ୍ର (ଜେଆଇସି) ରେ ବନ୍ଦୀ ଥିବା ଚାରିଜଣ ପାକିସ୍ତାନୀ...