24 C
Bhubaneswar
Saturday, January 16, 2021

କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ବିଶ୍ୱ ଏଡସ୍ ଦିବସ ।

Must read

ଓଡ଼ିଶାରେ ବିବାହ ଶୋଭାଯାତ୍ରାରେ ପ୍ରତିବନ୍ଧକ ହଟାଯାଇଥିଲା

ଭୁବନେଶ୍ୱର,ତା୧୫//୧ କୋବିଡ-୧୯ ମହାମାରୀ ହେତୁ ପୂର୍ବରୁ ବିବାହ ପ୍ରକ୍ରିୟା ଉପରେ ଲାଗୁ ହୋଇଥିବା ଓଡିଶା ସରକାର ଆଜି ପ୍ରତିବନ୍ଧକ ପ୍ରତ୍ୟାହାର କରି ନେଇଛନ୍ତି। “ବର୍ତ୍ତମାନର...

ବେଆଇନ ମଦ କାରବାର ପାଇଁ ଲେଡି ସିଭିଲ ଇଞ୍ଜିନିୟର, ଶାଶୁ ଗିରଫ

ଭଦ୍ରକ,ତା,୧୫/୧, ବେଆଇନ ମଦ ବ୍ୟବସାୟ ବିରୋଧରେ ଡ୍ରାଇଭ୍ ଜାରି ରଖି ଭଦ୍ରାକ୍ ଗ୍ରାମୀଣ ପୋଲିସ ସୀମା ଅନ୍ତର୍ଗତ ଘସୁରିପୋଖରୀ ଗ୍ରାମରେ ଭ୍ରାନ୍ତ ମଦ ବିକ୍ରି ଅଭିଯୋଗରେ ଗୁରୁବାର ଦିନ ଭଦ୍ରକ...

୧୯ ସ୍କୁଲ ଛାତ୍ର କୋଭିଡ -୧୯ ପାଇଁ ସକରାତ୍ମକ ପରୀକ୍ଷା କରନ୍ତି |

ସମ୍ବଲପୁର,ତା, ସମ୍ବଲପୁର ଜିଲ୍ଲାର ଲାଇକେରା ବ୍ଲକର ପ୍ରାୟ ୧୯ ଜଣ ଛାତ୍ର ଉପନ୍ୟାସ-କରୋନାଭାଇରସ୍ ପାଇଁ ପଜିଟିଭ୍ ପରୀକ୍ଷା କରିଛନ୍ତି। ନଅ ମାସର ବ୍ୟବଧାନ ପରେ...

ବନ୍ଧୁଙ୍କ ସମ୍ପର୍କୀୟଙ୍କ ଦ୍ୱାରା ମହିଳା ଏକାଧିକ ଥର ବଳାତ୍କାର ହୋଇଥିଲେ, ଅଭିଯୁକ୍ତ ଗିରଫ

ବ୍ରମପୁର,ତା,୧୫/୧,୨୫ ବର୍ଷ ବୟସ୍କା ମହିଳାଙ୍କୁ ମାସ ମାସ ଧରି ବଳାତ୍କାର କରିଥିବା ଅଭିଯୋଗରେ ପୋଲିସ ଗୁରୁବାର ଦିନ ଜଣେ ଅଶ୍ଳୀଳ ଫଟୋ ଏବଂ ଭିଡିଓ...

କେନ୍ଦୁଝର,୩/୧୨: କେନ୍ଦୁଝରଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ବିଶ୍ୱ ଏଡସ୍ଦିବସ-୨୦୨୦ ତା୦୧.୧୨.୨୦୨୦ରିଖ ଦିନ ଡି.ଟି.ୟୁ.ହଲଠାରେ ପାଳିତ ହୋଇଯାଇଛି । ଏହି ସମାରୋହରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାଃ ଅଶୋକ କୁମାରଦାଶ ମୁଖ୍ୟ ଅତିଥି ଭାବେ ଯୋଗଦେଇଏଚ୍.ଆଇ.ଭି. ଏଡ୍ସ୍ ଭଳି ମାରାତ୍ମକ ଭାଇରସ୍ର ନିରାକରଣ ବିଷୟରେ ସଚେତନତା ସୃଷ୍ଟି କରିବାକୁ ପରାମର୍ଶ ଦେଇଥିଲେ । ଉକ୍ତ ଏଡ୍ସ ଦିବସର ବାତ୍ତାନ୍ତବିଶ୍ୱ ଏକତା, ଦାୟିତ୍ୱର ସମଭାଗିତାନ୍ତ ଉପରେ ଆଲୋକପାତ କରିଥିବା ସହିତ ସଂକ୍ରମଣକୁ ରୋକିବା ଏବଂ ସଚେତନତା ସୃଷ୍ଟି କରିବା ପାଇଁ ସମସ୍ତଙ୍କର ସକି୍ରିୟ ସହଯୋଗ କାମନା କରିଥିଲେ ।

ଯଦିକୌଣସି ବ୍ୟକ୍ତି ଏଚ୍.ଆଇ.ଭି./ଏଡ୍ସ୍ସଂକ୍ରମଣର ସନେ୍ଦହ କରନ୍ତି ତେବେତୁରନ୍ତ ନିକଟସ୍ଥ ସରକାରୀ ଡାକ୍ତରଖାନାରେ ଥିବା ସମନ୍ୱିତ ପରାମର୍ଶ ଓ ପରୀକ୍ଷାକେନ୍ଦ୍ରରେ ରକ୍ତ ପରୀକ୍ଷା କରାଇବାକୁ ପରାମର୍ଶ ଦେଇଥିଲେ । ଏତଦ୍ବ୍ୟତୀତଏଚ୍.ଆଇ.ଭି. ଏବଂ ସିଫିଲିସ୍ ରୋଗରଚିହ୍ନଟ ପାଇଁ ଏକ କମ୍ବ କିଟ୍ରଶୁଭ ଉନ୍ମୋଚନ ଡାଃ ଦାଶଙ୍କ ଦ୍ୱାରାହୋଇଥିଲା । ସମାରୋହର ପ୍ରାରମ୍ଭରେ ଜିଲ୍ଲା ଆଇ.ସି.ଟି.ସି. ସୁପରଭାଇଜର ବ୍ରହ୍ମାନନ୍ଦ ସାହୁ ପ୍ରାରମ୍ଭିକ ସୂଚନା ପ୍ରଦାନକରିବା ସହିତ ସ୍ୱାଗତ ସମ୍ଭାଷଣ ପ୍ରଦାନକରିଥିଲେ । ସମ୍ମାନିତ ଅତିଥି ଭାବେ ଜିଲ୍ଲାଜନ ସ୍ୱାସ୍ଥ୍ୟ ଅଧିକାରୀ ଡାଃ ଲଲାଟେନ୍ଦୁନାୟକ, ଜିଲ୍ଲା ଚିକିତ୍ସା ଅଧିକାରୀ ତଥାଅଧିକ୍ଷକ ଡାଃ କିଶୋର କୁମାର ପୃଷ୍ଟି,ଅତିରିକ୍ତ ଜିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ(ପରିବାର କଲ୍ୟାଣ) ଡାଃ ପ୍ରଣତିନୀନାୟକ, ଅତିରିକ୍ତ ଜିଲ୍ଲା ଜନ ସ୍ୱାସ୍ଥ୍ୟଅଧିକାରୀ (ଟିବି) ଡାଃ ଶୃତକୀର୍ତ୍ତୀ ମହାନ୍ତି,ଡି.ପି.ଏମ୍. ଏନ୍.ଏଚ୍.ଏମ୍. ଦିଲ୍ଲିପ କୁମାରଦୁବେ, ଡିପିଏଚ୍ସିଓ ପିତବାସ ମିଶ୍ର ଏବଂଆର.ଏନ୍.ଟି.ସି.ପି.ର ଡିପିସି ତାପସ ରନଜେନା ପ୍ରମୁଖ ଯୋଗ ଦେଇ

ଏହିକାର୍ଯ୍ୟକ୍ରମକୁ ବ୍ୟାପକ ପ୍ରଚାର ପ୍ରସାର କରିଏଡ୍ସ୍ ଭଳି ଭୟାବହ ରୋଗ ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିବା ସହିତଏହି ରୋଗକୁ ଦୂରେଇ ଦେବା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲୋ ଏହି ଅବସରରେ ଜନସାଧାରଣଙ୍କ ସଚେତନତା ପାଇଁ ପୂର୍ବାହ୍ନ ୧୦ଘଟିକାରେ ଏକ ସଚେତନତା ଅଭିଯାନରଥ ଶୁଭାରମ୍ଭ କରାଯାଇଥିଲା ।ଏତଦ୍ବ୍ୟତୀତ ମୁଖ୍ୟ ଚିକିତ୍ସାଳୟର ବହିଃବିଭାଗ ପରିସରରେ ଏକ ସ୍ୱାକ୍ଷର ଅଭିଯାନ ଅନୁଷ୍ଠିତ ହୋଇଥିଲା । ଏହିସମାରୋହରେ ଜିଲ୍ଲା ଚିକିତ୍ସାଳୟର କର୍ମଚାରୀ, ସହରାଂଚଳ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରର ଏ.ଏନ୍.ଏମ୍. ଏବଂ ନେଚରର୍ସକ୍ଲବ ଓ ପ୍ଲାନ୍ ଇଣ୍ଡିଆର କର୍ମଚାରୀମାନେ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମକୁଅଶୋକ କୁମାର ପଣ୍ଡା, ଆଇ.ସି.ଟି.ସି.କାଉସିଲର ସୁଶ୍ରୀ ସଙ୍ଗିତା ମହାନ୍ତି,ରଚିତାବାଳା ଗୋସ୍ୱାମୀ, ଅନିଲ କୁମାରପାତ୍ର ଏବଂ ଏସ୍.ଏ. ନୃସିଂହ ନାରାୟଣନନ୍ଦ ପ୍ରମୁଖ କାର୍ଯ୍ୟକ୍ରମ ଆୟୋଜନ ଓପରିଚାଳନାରେ ସହଯୋଗ କରିଥିଲେ ।

- Advertisement -କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ବିଶ୍ୱ ଏଡସ୍ ଦିବସ   ।

More articles

LEAVE A REPLY

Please enter your comment!
Please enter your name here

- Advertisement -କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ବିଶ୍ୱ ଏଡସ୍ ଦିବସ   ।

Latest article

ଓଡ଼ିଶାରେ ବିବାହ ଶୋଭାଯାତ୍ରାରେ ପ୍ରତିବନ୍ଧକ ହଟାଯାଇଥିଲା

ଭୁବନେଶ୍ୱର,ତା୧୫//୧ କୋବିଡ-୧୯ ମହାମାରୀ ହେତୁ ପୂର୍ବରୁ ବିବାହ ପ୍ରକ୍ରିୟା ଉପରେ ଲାଗୁ ହୋଇଥିବା ଓଡିଶା ସରକାର ଆଜି ପ୍ରତିବନ୍ଧକ ପ୍ରତ୍ୟାହାର କରି ନେଇଛନ୍ତି। “ବର୍ତ୍ତମାନର...

ବେଆଇନ ମଦ କାରବାର ପାଇଁ ଲେଡି ସିଭିଲ ଇଞ୍ଜିନିୟର, ଶାଶୁ ଗିରଫ

ଭଦ୍ରକ,ତା,୧୫/୧, ବେଆଇନ ମଦ ବ୍ୟବସାୟ ବିରୋଧରେ ଡ୍ରାଇଭ୍ ଜାରି ରଖି ଭଦ୍ରାକ୍ ଗ୍ରାମୀଣ ପୋଲିସ ସୀମା ଅନ୍ତର୍ଗତ ଘସୁରିପୋଖରୀ ଗ୍ରାମରେ ଭ୍ରାନ୍ତ ମଦ ବିକ୍ରି ଅଭିଯୋଗରେ ଗୁରୁବାର ଦିନ ଭଦ୍ରକ...

୧୯ ସ୍କୁଲ ଛାତ୍ର କୋଭିଡ -୧୯ ପାଇଁ ସକରାତ୍ମକ ପରୀକ୍ଷା କରନ୍ତି |

ସମ୍ବଲପୁର,ତା, ସମ୍ବଲପୁର ଜିଲ୍ଲାର ଲାଇକେରା ବ୍ଲକର ପ୍ରାୟ ୧୯ ଜଣ ଛାତ୍ର ଉପନ୍ୟାସ-କରୋନାଭାଇରସ୍ ପାଇଁ ପଜିଟିଭ୍ ପରୀକ୍ଷା କରିଛନ୍ତି। ନଅ ମାସର ବ୍ୟବଧାନ ପରେ...

ବନ୍ଧୁଙ୍କ ସମ୍ପର୍କୀୟଙ୍କ ଦ୍ୱାରା ମହିଳା ଏକାଧିକ ଥର ବଳାତ୍କାର ହୋଇଥିଲେ, ଅଭିଯୁକ୍ତ ଗିରଫ

ବ୍ରମପୁର,ତା,୧୫/୧,୨୫ ବର୍ଷ ବୟସ୍କା ମହିଳାଙ୍କୁ ମାସ ମାସ ଧରି ବଳାତ୍କାର କରିଥିବା ଅଭିଯୋଗରେ ପୋଲିସ ଗୁରୁବାର ଦିନ ଜଣେ ଅଶ୍ଳୀଳ ଫଟୋ ଏବଂ ଭିଡିଓ...

ଟ୍ରାଏଲ୍ ରୁମରେ ଝିଅର ସୁଟିଂ ପାଇଁ ଯୁବକ ବନ୍ଦୀ ।

କେନ୍ଦୁଝର,ତା,୧୫/୧, ଗୁରୁବାର ଦିନ ସହରର ଏକ ସପିଂ ମଲ୍ର ଟ୍ରାଏଲ ରୁମରେ ପୋଷାକ ବଦଳୁଥିବା ବେଳେ ଜଣେ ଝିଅର ଫଟୋ ଏବଂ ଭିଡିଓକୁ ଗୁପ୍ତରେ...