19 C
Bhubaneswar
Sunday, January 17, 2021

ଆଦର୍ଶ ବିଦ୍ୟାଳୟରେ ସ୍ମାର୍ଟକ୍ଲାସ୍ ଆରମ୍ଭ ହେବ ।

Must read

ଓଡ଼ିଶାରେ ବିବାହ ଶୋଭାଯାତ୍ରାରେ ପ୍ରତିବନ୍ଧକ ହଟାଯାଇଥିଲା

ଭୁବନେଶ୍ୱର,ତା୧୫//୧ କୋବିଡ-୧୯ ମହାମାରୀ ହେତୁ ପୂର୍ବରୁ ବିବାହ ପ୍ରକ୍ରିୟା ଉପରେ ଲାଗୁ ହୋଇଥିବା ଓଡିଶା ସରକାର ଆଜି ପ୍ରତିବନ୍ଧକ ପ୍ରତ୍ୟାହାର କରି ନେଇଛନ୍ତି। “ବର୍ତ୍ତମାନର...

ବେଆଇନ ମଦ କାରବାର ପାଇଁ ଲେଡି ସିଭିଲ ଇଞ୍ଜିନିୟର, ଶାଶୁ ଗିରଫ

ଭଦ୍ରକ,ତା,୧୫/୧, ବେଆଇନ ମଦ ବ୍ୟବସାୟ ବିରୋଧରେ ଡ୍ରାଇଭ୍ ଜାରି ରଖି ଭଦ୍ରାକ୍ ଗ୍ରାମୀଣ ପୋଲିସ ସୀମା ଅନ୍ତର୍ଗତ ଘସୁରିପୋଖରୀ ଗ୍ରାମରେ ଭ୍ରାନ୍ତ ମଦ ବିକ୍ରି ଅଭିଯୋଗରେ ଗୁରୁବାର ଦିନ ଭଦ୍ରକ...

୧୯ ସ୍କୁଲ ଛାତ୍ର କୋଭିଡ -୧୯ ପାଇଁ ସକରାତ୍ମକ ପରୀକ୍ଷା କରନ୍ତି |

ସମ୍ବଲପୁର,ତା, ସମ୍ବଲପୁର ଜିଲ୍ଲାର ଲାଇକେରା ବ୍ଲକର ପ୍ରାୟ ୧୯ ଜଣ ଛାତ୍ର ଉପନ୍ୟାସ-କରୋନାଭାଇରସ୍ ପାଇଁ ପଜିଟିଭ୍ ପରୀକ୍ଷା କରିଛନ୍ତି। ନଅ ମାସର ବ୍ୟବଧାନ ପରେ...

ବନ୍ଧୁଙ୍କ ସମ୍ପର୍କୀୟଙ୍କ ଦ୍ୱାରା ମହିଳା ଏକାଧିକ ଥର ବଳାତ୍କାର ହୋଇଥିଲେ, ଅଭିଯୁକ୍ତ ଗିରଫ

ବ୍ରମପୁର,ତା,୧୫/୧,୨୫ ବର୍ଷ ବୟସ୍କା ମହିଳାଙ୍କୁ ମାସ ମାସ ଧରି ବଳାତ୍କାର କରିଥିବା ଅଭିଯୋଗରେ ପୋଲିସ ଗୁରୁବାର ଦିନ ଜଣେ ଅଶ୍ଳୀଳ ଫଟୋ ଏବଂ ଭିଡିଓ...

ବ୍ରହ୍ମପୁର,ତା,୫/୧୨ ; ଗଞ୍ଜାମ ଜିଲ୍ଲାରେ ରହିଥିବା ଆଦର୍ଶ ବିଦ୍ୟାଳୟ ଗୁଡିକର ଶିକ୍ଷାର ମାନ ବୃଦ୍ଧି ଏବଂ ବିଦ୍ୟାଳୟର ସୌନ୍ଦର୍ଯ୍ୟ କରଣ ଏବଂ ସ୍ୱଚ୍ଛତା ଦିଗରେ ଅଧିକ ଧ୍ୟାନ ଦିଆଯିବ । ଏଥିସକାଶେ ଜିଲ୍ଲାପାଳଙ୍କ ସଦ୍ଭାବନା ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାରେ ରହିଥିବା ସମସ୍ତ୨୨ଗୋଟି ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷ ମାନଙ୍କୁନେଇ ଏକ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାର ୧୪ଗୋଟି ଅପ୍ଗ୍ରେଡେସନ୍ ହୋଇଥିବା ବିଦ୍ୟାଳୟର ଏକାଦଶଓ ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀ ମାନଙ୍କ ନିମନ୍ତେକିଣା ଯିବାକୁ ଥିବା ଆସବାବ ପତ୍ର ନେଇ କ୍ରୟ କରିବାକୁଥିବା କମିଟିଦ୍ୱାରା ଆଲୋଚନା ହୋଇଥିଲା । ପୋଲସରା ବ୍ଲକର ହାତୀଓଟ ଆଦର୍ଶ ବିଦ୍ୟାଳୟରେ ଦଶମ ଶ୍ରେଣୀର ଫଳାଫଳ ଅତୀ ଉଚ୍ଚକୋଟୀର ହୋଇଥିବା ହେତୁ ଜିଲ୍ଲାପାଳ ପ୍ରଶଂସା କରିଥିଲେ ଏବଂ ସମସ୍ତ ଆଦର୍ଶ ବିଦ୍ୟାଗୁଡିକରେ ସେହିଭଳି ଫଳାଫଳ ଯେମିତିହେବ ତାହାକୁ ଦୃଷ୍ଟିରେ ରଖି ଶିକ୍ଷା ପ୍ରଦାନକରିବାକୁ ଅଧ୍ୟକ୍ଷ ମାନଙ୍କୁ ଜଣାଇଥିଲେ ।

ଉକ୍ତହାତୀଓଟ ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କ ନିମନ୍ତେ ଛାତ୍ରାବାସରେ ରହିବା ବ୍ୟବସ୍ଥା କରାଯାଇ ଶତକଡା ୯୦ ପ୍ରତିଶତ କୋଚିଂ ବ୍ୟବସ୍ଥା କରାଯିବ । ସମସ୍ତ ଆଦର୍ଶବିଦ୍ୟାଳୟ ଗୁଡିକରେ କମ୍ପ୍ୟୁଟର ପ୍ରୋଜେକ୍ଟର ସ୍ଥାପନ କରି ସ୍ମାର୍ଟ କ୍ଲାସ୍ପ୍ରସ୍ତୁତ ହେବ । ବିଦ୍ୟାଳୟ ଗୁଡିକର ପାଠ୍ୟକ୍ରମ ଖସଡା ପ୍ରସ୍ତୁତ ହୋଇ ଉନ୍ନତମାନ ଶିକ୍ଷାବ୍ୟବସ୍ଥା ନେଇ ଆଲୋଚନା ହୋଇଥିଲା ।ବିଦ୍ୟାଳୟର ସୌନ୍ଦର୍ଯ୍ୟ କରଣ ଓ ସ୍ୱଚ୍ଛତାଦିଗରେ ଜିଲ୍ଲାପାଳ ଗୁରୁତ୍ୱ ଦେଇଥିଲେ ।ଅଧ୍ୟକ୍ଷଗଣ ବିଦ୍ୟାଳୟର ମୁଖ୍ୟ । ଏମାନେ ବିଦ୍ୟଳୟର ଉନ୍ନତି ଦିଗରେ ଚେଷ୍ଟା କରିବା ସହିତ ଉତ୍ତମ ଚରିତ୍ରବାନ ଛାତ୍ର ଗଠନଦିଗରେ ପ୍ରୟାସ କରିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ । ଶିକ୍ଷକଗଣ ପାଠପଢା ସମୟ ବ୍ୟତୀତ ଅନ୍ୟ ସମୟରେ ଛାତ୍ରଛାତ୍ରୀ ମାନଙ୍କୁ ସାମିଲ କରି ବୃକ୍ଷରୋପଣ, ସଫେଇ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ । ଅଧ୍ୟକ୍ଷ ପ୍ରଥମେ ଶୌଚାଳୟର ସଫେଇ କାର୍ଯ୍ୟରେ ନିଜକୁ ନିୟୋଜିତ କରନ୍ତୁ ।

ତେବେଯାଇ ଅନ୍ୟ ଶିକ୍ଷକ ଓ ଛାତ୍ରଛାତ୍ରୀଗଣ ଅନୁପ୍ରାଣୀତ ହୋଇ ଉକ୍ତକାର୍ଯ୍ୟକୁ ଘୃଣ୍ୟ ମନେ ନକରି ନିଜେ ମଧ୍ୟ ସଫେଇ କାର୍ଯ୍ୟପ୍ରତି ଆଗ୍ରହୀ ହେବେ ।ଉପସ୍ଥିତ ଅଧ୍ୟକ୍ଷଗଣ ନିଜନିଜ ବିଦ୍ୟାଳୟରେ ରହିଥିବା ସମସ୍ୟାମାନ ଜିଲ୍ଲାପାଳଙ୍କ ଦୃଷ୍ଟିଆକର୍ଷଣ କରିଥିଲେ । ବୈଠକରେ ଜିଲ୍ଲା ଶିକ୍ଷା ଅଧିକାରୀ ଅମୂଲ୍ୟ କୁମାର ପ୍ରଧାନ, କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ(ରାସ୍ତା ଓ କୋଠାବାଡି) ଏସ୍. ଏସ୍. ମିଶ୍ର,କାର୍ଯ୍ୟ ର୍ନିବାହୀ ଯନ୍ତ୍ରୀ (ରାସ୍ତା ଓ କୋଠାବାଡି)ତପନ କୁମାର ପାଣିଗ୍ରାହୀ, କାର୍ଯ୍ୟ ର୍ନିବାହୀଯନ୍ତ୍ରୀ (ରାସ୍ତା ଓ କୋଠାବାଡି) ଗଞ୍ଜାମ-୧ଅରୁଣ ଶତପଥୀ, ଗ୍ରାମ୍ୟ ଜଳ ଓ ପରିମଳ ବିଭାଗୀୟ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ସରୋଜ କୁମାର କର, କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ଗ୍ରାମ୍ୟଜଳ ଓ ପରିମଳ ବ୍ରହ୍ମପୁର ପ୍ରତାପ ଚନ୍ଦ୍ରମହାପାତ୍ର, ସହକାରୀ ଯନ୍ତ୍ରୀ ଜନସ୍ୱାସ୍ଥ୍ୟ ବିଭାଗ ଲଡୁ କିଶୋର ମିଶ୍ର ଏବଂ ସମସ୍ତ ଆଦର୍ଶବିଦ୍ୟାଳୟର ଅଧ୍ୟକ୍ଷଗଣ ଉପସ୍ଥିତ ଥିଲେ ।

- Advertisement -ଆଦର୍ଶ ବିଦ୍ୟାଳୟରେ ସ୍ମାର୍ଟକ୍ଲାସ୍ ଆରମ୍ଭ ହେବ  ।

More articles

LEAVE A REPLY

Please enter your comment!
Please enter your name here

- Advertisement -ଆଦର୍ଶ ବିଦ୍ୟାଳୟରେ ସ୍ମାର୍ଟକ୍ଲାସ୍ ଆରମ୍ଭ ହେବ  ।

Latest article

ଓଡ଼ିଶାରେ ବିବାହ ଶୋଭାଯାତ୍ରାରେ ପ୍ରତିବନ୍ଧକ ହଟାଯାଇଥିଲା

ଭୁବନେଶ୍ୱର,ତା୧୫//୧ କୋବିଡ-୧୯ ମହାମାରୀ ହେତୁ ପୂର୍ବରୁ ବିବାହ ପ୍ରକ୍ରିୟା ଉପରେ ଲାଗୁ ହୋଇଥିବା ଓଡିଶା ସରକାର ଆଜି ପ୍ରତିବନ୍ଧକ ପ୍ରତ୍ୟାହାର କରି ନେଇଛନ୍ତି। “ବର୍ତ୍ତମାନର...

ବେଆଇନ ମଦ କାରବାର ପାଇଁ ଲେଡି ସିଭିଲ ଇଞ୍ଜିନିୟର, ଶାଶୁ ଗିରଫ

ଭଦ୍ରକ,ତା,୧୫/୧, ବେଆଇନ ମଦ ବ୍ୟବସାୟ ବିରୋଧରେ ଡ୍ରାଇଭ୍ ଜାରି ରଖି ଭଦ୍ରାକ୍ ଗ୍ରାମୀଣ ପୋଲିସ ସୀମା ଅନ୍ତର୍ଗତ ଘସୁରିପୋଖରୀ ଗ୍ରାମରେ ଭ୍ରାନ୍ତ ମଦ ବିକ୍ରି ଅଭିଯୋଗରେ ଗୁରୁବାର ଦିନ ଭଦ୍ରକ...

୧୯ ସ୍କୁଲ ଛାତ୍ର କୋଭିଡ -୧୯ ପାଇଁ ସକରାତ୍ମକ ପରୀକ୍ଷା କରନ୍ତି |

ସମ୍ବଲପୁର,ତା, ସମ୍ବଲପୁର ଜିଲ୍ଲାର ଲାଇକେରା ବ୍ଲକର ପ୍ରାୟ ୧୯ ଜଣ ଛାତ୍ର ଉପନ୍ୟାସ-କରୋନାଭାଇରସ୍ ପାଇଁ ପଜିଟିଭ୍ ପରୀକ୍ଷା କରିଛନ୍ତି। ନଅ ମାସର ବ୍ୟବଧାନ ପରେ...

ବନ୍ଧୁଙ୍କ ସମ୍ପର୍କୀୟଙ୍କ ଦ୍ୱାରା ମହିଳା ଏକାଧିକ ଥର ବଳାତ୍କାର ହୋଇଥିଲେ, ଅଭିଯୁକ୍ତ ଗିରଫ

ବ୍ରମପୁର,ତା,୧୫/୧,୨୫ ବର୍ଷ ବୟସ୍କା ମହିଳାଙ୍କୁ ମାସ ମାସ ଧରି ବଳାତ୍କାର କରିଥିବା ଅଭିଯୋଗରେ ପୋଲିସ ଗୁରୁବାର ଦିନ ଜଣେ ଅଶ୍ଳୀଳ ଫଟୋ ଏବଂ ଭିଡିଓ...

ଟ୍ରାଏଲ୍ ରୁମରେ ଝିଅର ସୁଟିଂ ପାଇଁ ଯୁବକ ବନ୍ଦୀ ।

କେନ୍ଦୁଝର,ତା,୧୫/୧, ଗୁରୁବାର ଦିନ ସହରର ଏକ ସପିଂ ମଲ୍ର ଟ୍ରାଏଲ ରୁମରେ ପୋଷାକ ବଦଳୁଥିବା ବେଳେ ଜଣେ ଝିଅର ଫଟୋ ଏବଂ ଭିଡିଓକୁ ଗୁପ୍ତରେ...