28 C
Bhubaneswar
Saturday, September 26, 2020

ନୟାଗଡ଼ରେ ହେବ ଇଂଟିଗ୍ରେଟେଡ୍ ଷ୍ଟିଲ ପ୍ଲାଂଟ

Must read

ଜିଓ ପକ୍ଷରୁ ‘ଜିଓପୋଷ୍ଟପେଡ୍ ପ୍ଲସ୍’ ଘୋଷଣା

ମୁମ୍ବାଇ / ଭୁବନେଶ୍ୱର ପୋଷ୍ଟପେଡ୍ ସେବାକ୍ଷେତ୍ରରେ ପୁନର୍ବିନ୍ୟାସ ସନ୍ଧାନରେ ଜିଓ ପକ୍ଷରୁଭାରତରେ ପୋଷ୍ଟପେଡ୍ ଗ୍ରାହକଙ୍କ ପାଇଁ ପୂର୍ବରୁକେବେ ଶୁଣାଯାଇନଥିବା ସୁବିଧା ସମ୍ଭାର ସହିତଜିଓ ପୋଷ୍ଟପେଡ୍...

ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଇଁ ପ୍ରସ୍ତୁତି ବୈଠକ ।

ବାଲେଶ୍ୱର,୨୩ା୯ ; ବାଲେଶ୍ୱର ସହର ସମେତ ସମଗ୍ରଜିଲ୍ଲାରେ କରୋନା ମହାମାରୀ ଦିନକୁ ଦିନଏହାର କାୟା ବିସ୍ତାର କରିବା ସହିତଆକ୍ରାନ୍ତଙ୍କ ସଂଖ୍ୟା ଏବେ ସାଢ଼େ ସାତହଜାରରେ ପହଞ୍ଚôଥିବାରୁ ଜିଲ୍ଲା ବରିଷ୍ଠନାଗରିକ ମଞ୍ଚ...

ତହସିଲଦାରଙ୍କ ଚଢଉରେ ଅମାନିଆ ସାବାଡ଼: ଜୋରିମାନା ଆଦାୟ।

.ନିରାକାରପୁର,୨୩/୯: ଗଞ୍ଜାମପରେ ଦିନକୁ ଦିନ ଖୋର୍ଦ୍ଧା ଜିଲ୍ଲାରେକରୋନା ପଜେଟିଭ ସଂକ୍ରମଣ ହୁହୁହୋଇ ବଢିଚାଲିଥିବାରୁ ଜିଲ୍ଲା ପ୍ରଶାସନସରକାରଙ୍କ ନିଦେ୍ର୍ଦଶରେ କିପରି ଏହାରପ୍ରତିରୋଧ କରାଯାଇ ପାରିବସେଥିପାଇଁ ଆପ୍ରାଣ...

ଉପ-ନିର୍ବାଚନ ପ୍ରାର୍ଥୀ ଚୟନ ଚକ୍ରବ୍ୟହୁରେ ବିଜେଡି ।

ବାଲେଶ୍ୱର,୨୩ା୯: ବାଲେଶ୍ୱର ସଦରବିଧାନସଭା ଆସନ ପାଇଁ ଉପ-ନିର୍ବାଚନ ପାଖେଇ ଆସୁଥିବା ବେଳେ ପ୍ରାର୍ଥୀ ଚୟନକୁ ନେଇ ଅନ୍ୟ ରାଜନୈତିକ ଦଳ ତୁଳନାରେ ବିଜେଡିର ଗୋଷ୍ଠୀକନ୍ଦଳ ଏବେ ତୀବ୍ର ହେବାରେ ଲାଗିଛି...

ଭୁବନେଶ୍ୱର,୨୯ା୨(ନି.ପ୍ର) : ରାଜ୍ୟରେ ଶିଳ୍ପାୟନ ଓ ନିଯୁକ୍ତି ସୁଯୋଗର ଅଭିବୃଦ୍ଧି କ୍ଷେତ୍ରରେ ଅନ୍ୟ ଏକ ପଦକ୍ଷେପ ସ୍ୱରୂପ ଆଜି ରାଜ୍ୟ ସରକାର ୬୯୨୩.୨୬ କୋଟି ଟଙ୍କାର ୩ଟି ନୂଆ ପୁଞ୍ଜି ନିବେଶ ପ୍ରକଳ୍ପ ପ୍ରସ୍ତାବକୁ ୨୨ତମ ହାଇଲେଭଲ୍ କ୍ଲିୟରାନ୍ସ ଅଥରିଟି(ଏଚ୍ଏଲସିଏ) ବୈଠକରେ ନିତୀଗତ ଅନୁମୋଦନ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ଅଧ୍ୟକ୍ଷତାରେ ଖାରବେଳ ଭବନରେ ଅନୁଷ୍ଠିତ ଏକ ବୈଠକରେ, ଇସ୍ପାତ, ଆଲୁମିନିୟମ ଏବଂ ଥର୍ମାଲ୍ ପାୱାର ଇତ୍ୟାଦି ୩ଟି ପ୍ରକଳ୍ପ ପ୍ରସ୍ତାବକୁ ଅନୁମୋଦନ ଦିଆଯାଇଛି । ଏହି ୩ଟି ପ୍ରକଳ୍ପରେ ୪୬୩୮ ଲୋକଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟିହୋଇଛି ।


ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ । ଏହଛଡା ରାଜ୍ୟର ଇସ୍ପାତ କ୍ଷେତ୍ରରେ ନୟାଗଡଠାରେ ଓଡ଼ିଶା ମେଟାଲିକ୍ସକୁ ୧.୨ ଏମଟିପିଏ କ୍ଷମତା ବିଶିଷ୍ଟ ଇଣ୍ଟିଗ୍ରେଟେଡ ଷ୍ଟିଲ ପ୍ଲାଂଟସହିତ ୨୨୫ଏମଟିପିଏ ବିଶିଷ୍ଟ ସିପିପି ବସାଇବା ନିମନ୍ତେ ୨୧୦୦ କୋଟି ଟଙ୍କାର ଏକ ନିବେଶ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଏହାଦ୍ୱାରା ୨୮୦୦ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ଜିଓ ପକ୍ଷରୁ ‘ଜିଓପୋଷ୍ଟପେଡ୍ ପ୍ଲସ୍’ ଘୋଷଣା

ମୁମ୍ବାଇ / ଭୁବନେଶ୍ୱର ପୋଷ୍ଟପେଡ୍ ସେବାକ୍ଷେତ୍ରରେ ପୁନର୍ବିନ୍ୟାସ ସନ୍ଧାନରେ ଜିଓ ପକ୍ଷରୁଭାରତରେ ପୋଷ୍ଟପେଡ୍ ଗ୍ରାହକଙ୍କ ପାଇଁ ପୂର୍ବରୁକେବେ ଶୁଣାଯାଇନଥିବା ସୁବିଧା ସମ୍ଭାର ସହିତଜିଓ ପୋଷ୍ଟପେଡ୍...

ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଇଁ ପ୍ରସ୍ତୁତି ବୈଠକ ।

ବାଲେଶ୍ୱର,୨୩ା୯ ; ବାଲେଶ୍ୱର ସହର ସମେତ ସମଗ୍ରଜିଲ୍ଲାରେ କରୋନା ମହାମାରୀ ଦିନକୁ ଦିନଏହାର କାୟା ବିସ୍ତାର କରିବା ସହିତଆକ୍ରାନ୍ତଙ୍କ ସଂଖ୍ୟା ଏବେ ସାଢ଼େ ସାତହଜାରରେ ପହଞ୍ଚôଥିବାରୁ ଜିଲ୍ଲା ବରିଷ୍ଠନାଗରିକ ମଞ୍ଚ...

ତହସିଲଦାରଙ୍କ ଚଢଉରେ ଅମାନିଆ ସାବାଡ଼: ଜୋରିମାନା ଆଦାୟ।

.ନିରାକାରପୁର,୨୩/୯: ଗଞ୍ଜାମପରେ ଦିନକୁ ଦିନ ଖୋର୍ଦ୍ଧା ଜିଲ୍ଲାରେକରୋନା ପଜେଟିଭ ସଂକ୍ରମଣ ହୁହୁହୋଇ ବଢିଚାଲିଥିବାରୁ ଜିଲ୍ଲା ପ୍ରଶାସନସରକାରଙ୍କ ନିଦେ୍ର୍ଦଶରେ କିପରି ଏହାରପ୍ରତିରୋଧ କରାଯାଇ ପାରିବସେଥିପାଇଁ ଆପ୍ରାଣ...

ଉପ-ନିର୍ବାଚନ ପ୍ରାର୍ଥୀ ଚୟନ ଚକ୍ରବ୍ୟହୁରେ ବିଜେଡି ।

ବାଲେଶ୍ୱର,୨୩ା୯: ବାଲେଶ୍ୱର ସଦରବିଧାନସଭା ଆସନ ପାଇଁ ଉପ-ନିର୍ବାଚନ ପାଖେଇ ଆସୁଥିବା ବେଳେ ପ୍ରାର୍ଥୀ ଚୟନକୁ ନେଇ ଅନ୍ୟ ରାଜନୈତିକ ଦଳ ତୁଳନାରେ ବିଜେଡିର ଗୋଷ୍ଠୀକନ୍ଦଳ ଏବେ ତୀବ୍ର ହେବାରେ ଲାଗିଛି...

୬ ଲୁଟେରା ଗିରଫ ; ୨ବାଇକ୍ ସହିତ ୮ ମୋବାଇଲ ଜବତ

ପିପିଲି,୨୩ା୯ : ପିପିଲି ପୁଲିସ ୬ଜଣ ଲୁଟେରାକୁ ଗିରଫ କରିକୋର୍ଟ ଚାଳଣ କରିଛି । ସେମାନଙ୍କ ଠାରୁ୨ଟି ବାଇକି ସହିତ ୮ଟି ମୋବାଇଲି ଜବତ କରିଛିା ମିଳିଥିବା ସୁଚନା...