29 C
Bhubaneswar
Friday, September 18, 2020

ଟ୍ରକ ଚାପାରେ ଛାତ୍ରର ମୃତୁ୍: ରାସ୍ତାରୋକ

Must read

ବିଭିନ୍ନ ସ୍ଥାନରେ ବିଧାୟକଙ୍କଆଶୁ ଆରୋଗ୍ୟ କାମନା

ପିପିଲି, ୧୭/୯ (ନିପ୍ର): କରୋନା ମହାମାରୀ ଦିନ କୁ ଦିନ ସମଗ୍ର ଦେଶରେଉଗ୍ରରୁପ ଧାରଣ କରୁଛି । କମିବାର ନା ଧରୁନି । କରୋନା...

ଲୁଟେରାଙ୍କୁ ଧରିବାରେ ପୁଲିସ ବିଫଳ

ପିପିଲି, ୧୭/୯ (ନିପ୍ର): ଭୁବନେଶ୍ୱର ପୁରୀ ୩୧୬ନମ୍ବର ଜାତୀୟ ରାଜପଥ ଏବେ ଦିନ କୁ ଦିନ ଅସୁରକ୍ଷିତହୋଇ ପଡିଛି । କରୋନା ମହାମାରୀ ଆକ୍ରାନ୍ତରେ ପିପିଲିଏସଡିପିଓ ଓ ଥାନା ଅଧିକାରୀ...

ସ୍ପର୍ଶବିହୀନ ପେମେଂଟ୍ ହାତ ଘଂଟାର ଶୁଭାରମ୍ଭ

ଭୁବନେଶ୍ୱର, ୧୭/୯ (ନିପ୍ର): ନୂତନସ୍ୱାଭାବିକ ସ୍ଥିତି ରିଟେଲ୍ କ୍ଷେତ୍ରରେ ଅଭିନବ ଓସୁରକ୍ଷିତ କିଣିବା ସମାଧାନର ଜରୁରୀକାଳୀନଆବଶ୍ୟକତା ଭାବେ ଉଭା ହୋଇଛି । ବିଶ୍ୱରପଂଚମ ବୃହତମ...

ମହାମାରୀର ଅନ୍ତ ଲାଗି ବୈଶ୍ିକ ହସ୍ତକ୍ଷେପ ପାଇଁ ଆହ୍ୱାନ

ଭୁବନେଶ୍ୱର, ୧୭/୯ (ନିପ୍ର): ବିଲ୍ ଓମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ ପକ୍ଷରୁଅ ।ଜି ଏହାର ଚତୁର୍ଥ ବାର୍ଷିକ ଗୋଲକିପର୍ସରିପୋର୍ଟ ପ୍ରକାଶ ପାଇଛି । ଏଥିରେ ସ୍ଥାନିତନୂତନ ତଥ୍ୟରେ ଦର୍ଶାଯାଇଛି ଯେ କିଭଳିଭାବେ...

ପାରାଦ୍ୱୀପ,୨୯ା୨(ନି.ପ୍ର): ପାରାଦ୍ୱୀପ ଚଣ୍ଡିଖୋଲ ଜାତୀୟ ରାଜପଥ ୫(କ) ପାରାଦ୍ୱୀପ ଗଡ ଲକ ଥାନା ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ଛାତ୍ରର ମୃତୁ୍ୟ ଘଟିଛି । ଖବରରୁ ପ୍ରକାଶ ଏରସମା ଅଂଚଳସ୍ଥ ଏରସା ର ଛାତ୍ର ଜଗନ୍ନାଥ ମଲ୍ଲିକ (୧୮), ପିତା କୁନା ମଲ୍ଲିକ ଗ୍ରାମ କୋଠିନିର୍ମଳ ପାରାଦ୍ୱୀପ ଗଡକୁ ତାଙ୍କର ଜଣେ ସର୍ମ୍ପକୀୟଙ୍କ ଘରକୁ ଏକ ଶୁଦ୍ଧି କାର୍ଯ୍ୟରେ ଆସିଥିଲେ । ଶନିବାର ଦିନ ମାର୍କେଟରୁ କୋଲ୍ଡ୍ରିଙ୍କସ ନେଇ ଘରକୁ ଫେରୁଥିବା ବେଳେ ଚଣ୍ଡିଖୋଲରୁ ପାରାଦ୍ୱୀପ ଯାଉଥିବା ଏକ ଓଭରଲୋଡ୍ ୧୦ ଚକିଆ ଟ୍ରକ ତାଙ୍କ ଉପରେ ଚଢିଯାଇଥିଲା ।

ଘଟଣା ସ୍ଥଳରେ ଛାତ୍ରର ମୃତୁ୍ୟ ଘଟିଥିବା ବେଳେ ଏହାକୁ ନେଇ ସାଧାରଣରେ ଉତେଜନା ଖାଯାଇଥିଲା । ଘଟଣା ସ୍ଥଳରେ ତୁରନ୍ତ ଲକ୍ ପୋଲିସ ପହଁଞ୍ଚି ଗାଡିର ଡ୍ରାଇଭରକୁ ଗିରଫ କରି ଟ୍ରକ୍କୁ ଜବତ କରିବା ସହ ମୃତୁ ଛାତ୍ରକୁ ଅଠ ରବାଙ୍କୀ ମେଡିକାଲକୁ ପଠାଇଥିଲା । ତେବେ ଗ୍ରାମବାସୀ ଦୀର୍ଘ ସମୟ ରାସ୍ତା ଅବରୋଧ କରି ମୃତ ପରିବାକୁ କ୍ଷତିପୂରଣ ଓ ଟ୍ରାଫିକ୍ ନିୟନ୍ତ୍ରଣ ଦାବିରେ ରାସ୍ତାରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ତେବେ ପୋଲି ପ୍ରଶାସନ ବୁଝାସୁଝା କରିବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା । ତେବେ ବେନିୟନ୍ତ୍ରିତ ଗାଡିଚାଳନା, ରାସ୍ତା ଉପରେ ଏବଂ ଦୁଇ ପାଶ୍ୱର୍ରେ ବେଆଇନ୍ ଭାବେ ଟ୍ରକ ପାର୍କିଂ ଓ ଟ୍ରାଫିକ ବ୍ୟବସ୍ଥା ବିପର୍ଯ୍ୟସ୍ତ ଯୋଗୁଁ ବାର ମ୍ବାର ଏଭଳି ଦୁର୍ଘଟଣା ଘଟି ବହୁ ଧନ ଜୀବନ ହାନି ହେଲାଣି ବୋଲି ସ୍ଥାନୀୟ ଜନସାଧାରଣ ଅଭିଯୋଗ କରିଛନ୍ତି ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ବିଭିନ୍ନ ସ୍ଥାନରେ ବିଧାୟକଙ୍କଆଶୁ ଆରୋଗ୍ୟ କାମନା

ପିପିଲି, ୧୭/୯ (ନିପ୍ର): କରୋନା ମହାମାରୀ ଦିନ କୁ ଦିନ ସମଗ୍ର ଦେଶରେଉଗ୍ରରୁପ ଧାରଣ କରୁଛି । କମିବାର ନା ଧରୁନି । କରୋନା...

ଲୁଟେରାଙ୍କୁ ଧରିବାରେ ପୁଲିସ ବିଫଳ

ପିପିଲି, ୧୭/୯ (ନିପ୍ର): ଭୁବନେଶ୍ୱର ପୁରୀ ୩୧୬ନମ୍ବର ଜାତୀୟ ରାଜପଥ ଏବେ ଦିନ କୁ ଦିନ ଅସୁରକ୍ଷିତହୋଇ ପଡିଛି । କରୋନା ମହାମାରୀ ଆକ୍ରାନ୍ତରେ ପିପିଲିଏସଡିପିଓ ଓ ଥାନା ଅଧିକାରୀ...

ସ୍ପର୍ଶବିହୀନ ପେମେଂଟ୍ ହାତ ଘଂଟାର ଶୁଭାରମ୍ଭ

ଭୁବନେଶ୍ୱର, ୧୭/୯ (ନିପ୍ର): ନୂତନସ୍ୱାଭାବିକ ସ୍ଥିତି ରିଟେଲ୍ କ୍ଷେତ୍ରରେ ଅଭିନବ ଓସୁରକ୍ଷିତ କିଣିବା ସମାଧାନର ଜରୁରୀକାଳୀନଆବଶ୍ୟକତା ଭାବେ ଉଭା ହୋଇଛି । ବିଶ୍ୱରପଂଚମ ବୃହତମ...

ମହାମାରୀର ଅନ୍ତ ଲାଗି ବୈଶ୍ିକ ହସ୍ତକ୍ଷେପ ପାଇଁ ଆହ୍ୱାନ

ଭୁବନେଶ୍ୱର, ୧୭/୯ (ନିପ୍ର): ବିଲ୍ ଓମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ ପକ୍ଷରୁଅ ।ଜି ଏହାର ଚତୁର୍ଥ ବାର୍ଷିକ ଗୋଲକିପର୍ସରିପୋର୍ଟ ପ୍ରକାଶ ପାଇଛି । ଏଥିରେ ସ୍ଥାନିତନୂତନ ତଥ୍ୟରେ ଦର୍ଶାଯାଇଛି ଯେ କିଭଳିଭାବେ...

ଭାରତର କ୍ଷୁଦ୍ର ଚାଷୀମାନଙ୍କ ପାଇଁ ଦୁଇଟି ନୂତନ ଅନୁଦାନର ଘୋଷଣା

ଭୁବନେଶ୍ୱର, ୧୭/୯ (ନିପ୍ର) : ଭାରତକୁମହାମାରୀରୁ ପୁର୍ନରୁଦ୍ଧାର ପାଇଁ କ୍ଷୁଦ୍ରଚାଷୀମାନଙ୍କର ଗୁରୁତ୍ୱ ଉପରେ ଧ୍ୟାନଦେଇୱାଲ୍ମାର୍ଟ ଫାଉଣ୍ଡେସନ ପକ୍ଷରୁ ଦୁଇଟିନୂତନ ଅନୁଦାନର ଘୋଷଣା କରାଯାଇଛି ।ଏହା କମ୍ପାନୀ ପକ୍ଷରୁ ସେପ୍ଟେମ୍ବର୨୦୧୮ରେ ଭାରତରେ...