19 C
Bhubaneswar
Sunday, January 17, 2021

ଲୋକଙ୍କ ଜୀବନରେ ଉନ୍ନତି ଆଣିବାରେ ବିଜ୍ଞାନର ଭୂମିକା ମହତ୍ୱପୂର୍ଣ୍ଣ ।

Must read

ଓଡ଼ିଶାରେ ବିବାହ ଶୋଭାଯାତ୍ରାରେ ପ୍ରତିବନ୍ଧକ ହଟାଯାଇଥିଲା

ଭୁବନେଶ୍ୱର,ତା୧୫//୧ କୋବିଡ-୧୯ ମହାମାରୀ ହେତୁ ପୂର୍ବରୁ ବିବାହ ପ୍ରକ୍ରିୟା ଉପରେ ଲାଗୁ ହୋଇଥିବା ଓଡିଶା ସରକାର ଆଜି ପ୍ରତିବନ୍ଧକ ପ୍ରତ୍ୟାହାର କରି ନେଇଛନ୍ତି। “ବର୍ତ୍ତମାନର...

ବେଆଇନ ମଦ କାରବାର ପାଇଁ ଲେଡି ସିଭିଲ ଇଞ୍ଜିନିୟର, ଶାଶୁ ଗିରଫ

ଭଦ୍ରକ,ତା,୧୫/୧, ବେଆଇନ ମଦ ବ୍ୟବସାୟ ବିରୋଧରେ ଡ୍ରାଇଭ୍ ଜାରି ରଖି ଭଦ୍ରାକ୍ ଗ୍ରାମୀଣ ପୋଲିସ ସୀମା ଅନ୍ତର୍ଗତ ଘସୁରିପୋଖରୀ ଗ୍ରାମରେ ଭ୍ରାନ୍ତ ମଦ ବିକ୍ରି ଅଭିଯୋଗରେ ଗୁରୁବାର ଦିନ ଭଦ୍ରକ...

୧୯ ସ୍କୁଲ ଛାତ୍ର କୋଭିଡ -୧୯ ପାଇଁ ସକରାତ୍ମକ ପରୀକ୍ଷା କରନ୍ତି |

ସମ୍ବଲପୁର,ତା, ସମ୍ବଲପୁର ଜିଲ୍ଲାର ଲାଇକେରା ବ୍ଲକର ପ୍ରାୟ ୧୯ ଜଣ ଛାତ୍ର ଉପନ୍ୟାସ-କରୋନାଭାଇରସ୍ ପାଇଁ ପଜିଟିଭ୍ ପରୀକ୍ଷା କରିଛନ୍ତି। ନଅ ମାସର ବ୍ୟବଧାନ ପରେ...

ବନ୍ଧୁଙ୍କ ସମ୍ପର୍କୀୟଙ୍କ ଦ୍ୱାରା ମହିଳା ଏକାଧିକ ଥର ବଳାତ୍କାର ହୋଇଥିଲେ, ଅଭିଯୁକ୍ତ ଗିରଫ

ବ୍ରମପୁର,ତା,୧୫/୧,୨୫ ବର୍ଷ ବୟସ୍କା ମହିଳାଙ୍କୁ ମାସ ମାସ ଧରି ବଳାତ୍କାର କରିଥିବା ଅଭିଯୋଗରେ ପୋଲିସ ଗୁରୁବାର ଦିନ ଜଣେ ଅଶ୍ଳୀଳ ଫଟୋ ଏବଂ ଭିଡିଓ...

ନୂଆଦିଲ୍ଲୀ,ତା,୭/୧୨ ; ଦେଶର ବିକାଶଏବଂ ଲୋକଙ୍କ ଜୀବନରେ ଉନ୍ନତି ଆଣିବାରେ ବିଜ୍ଞାନ, ଜ୍ଞାନକୌଶଳ,ନବଉନ୍ମେଷର ଭୂମିକା ମହତ୍ୱପୂର୍ଣ୍ଣ ବୋଲି ଶନିବାର ବିଜ୍ଞାନ ଏବଂ ଶିଳ୍ପ ଗବେଷଣା ପରିଷଦ – ଖଣିଜ ଏବଂ ପଦାର୍ଥ ପ୍ରାଧୋଗିକ ସଂସ୍ଥା,ଭୁବନେଶ୍ୱର (ସିଏସଆଇଆର-ଆଇଏମଏମଟି) ପକ୍ଷରୁ ଆୟୋଜିତ ଫରମାସି ଏସ୍ଆଇଆର-ଆଇଏମ୍ଏମ୍ଟିର ‘ଷଷ୍ଠ ଭାରତ ଆନ୍ତର୍ଜାତିକ ବିଜ୍ଞାନ ଉତ୍ସବ’ରେ କେନ୍ଦ୍ରମନ୍ତ୍ରୀଙ୍କ ଉଦ୍ବୋଧନଷଷ୍ଠ ଭାରତ ଆନ୍ତର୍ଜାତିକ ବିଜ୍ଞାନ ଉତ୍ସବ ୨୦୨୦ରେ ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଗଦେଇ କହିଛନ୍ତି କେନ୍ଦ୍ର ମନ୍ତ୍ରୀଧର୍ମେନ୍ଦ୍ର ପ୍ରଧାନ ।

“ଆତ୍ମନିର୍ଭର ଭାରତ ଏବଂ ବିଶ୍ୱ କଲ୍ୟାଣ ପାଇଁବିଜ୍ଞାନ” ଶୀର୍ଷକ ଏହି ଭର୍ଚୁଆଲ ସମାରୋହରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ଯେକୋଭିଡ୍-୧୯ର ପରିସ୍ଥିତି ଆଜି ନୂତନତ୍ୱକୁ ପ୍ରଧାନ୍ୟ ଦେବାର ନୂଆମାର୍ଗ ଦେଖାଇଛି ଏବଂ ପୂର୍ବାପେକ୍ଷା ବିଜ୍ଞାନର କ୍ଷମତାକୁ ଅଧିକ ସୁଦୃଢ଼ କରିବା ଗୁରୁତ୍ୱପୂର୍ଣ୍ଣ ବୋଲି ଶିକ୍ଷାଦେଇଛି । ଏହି ଅବସରରେ ସେଦେଶର ବୈଜ୍ଞାନିକ ସମୁଦାୟଙ୍କୁ ବାସ୍ତବ ଜୀବନର ଶିଳ୍ପ ଏବଂସାମାଜିକ ସମସ୍ୟାର ସମାଧାନ କରିବା ଏବଂ ‘ଇନୋଭେଟ୍ ଫର୍ଇଣ୍ଡିଆ’ ଦିଗରେ ଅଧିକ କାମ କରିବାକୁ ଆହ୍ୱାନ କରିଛନ୍ତି । ଦେଶର ବୈଜ୍ଞାନିକ ସମୂହମାନେ ପ୍ରମାଣିତ କରିଛନ୍ତି ଯେ ଯେତେବେଳେ ଦେଶ ଆହ୍ୱାନର ସମ୍ମୁଖୀନ ହୁଏ ସେତେବେଳେ ସେମାନଙ୍କ ଦ୍ୱାରା ଇନୋଭେସନ ହିଁ ଆମକୁ ସେହି ଆହ୍ୱାନରୁ ଉଦ୍ଧାର କରିଥାଏ ।

ମହାକାଶ ଠାରୁ କୃଷି, ଔଷଧ ଠାରୁତୈଳ, ଗ୍ୟାସ ଏବଂ ଇସ୍ପାତ୍ ଯାଏଁଦେଶର ବୈଜ୍ଞାନିକ ମାନେ ଆତ୍ମନିର୍ଭର ହେବା ସହ ବିଶ୍ୱର ସାମଗ୍ରିକ କଲ୍ୟାଣ କରିବାରେ ବହୁତ ବଡ଼ ସଫଳତା ହାସଲ କରିଛନ୍ତି ଆଇଆଇଏସଏଫ-୨୦୨୦ସଫଳତା ପାଇବା ସହ ଏହା ବିଜ୍ଞାନଏବଂ ସମାଜ ସହିତ ଯୋଡ଼ି ହୋଇଭାରତକୁ ଅଧିକ ନିର୍ଭର କରିବାପାଇଁ ନୂଆ ନୂଆ ଉଦ୍ୟୋଗୀ ଇନୋଭେସନ ଆଣିବା ନେଇ ଶ୍ରୀପ୍ରଧାନ ଆଶାବ୍ୟକ୍ତ କରିଛନ୍ତି । ଉଲ୍ଲେଖନୀୟ ଯେ, ଏହି କାର୍ଯ୍ୟକ୍ରମରେ ଭାରତ ସରକାରଙ୍କ ବିଜ୍ଞାନ ଏବଂ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀହର୍ଷବର୍ଦ୍ଧନ, ଡିଏସଆଇଆରର ଡିସି,ସିଏସ ଆଇଆର ଏବଂ ସଚିବ ଡା. ଶେଖରସିଂ ମାଣ୍ଡେ, ସିଏସଆଇଆର-ଆଇଏମଏମଟିର ନିର୍ଦେଶତ ସୁଧାସତ୍ୱା ବାସୁ ପ୍ରମୁଖ ଯୋଗଦେଇଥିଲେ ।

- Advertisement -ଲୋକଙ୍କ ଜୀବନରେ ଉନ୍ନତି ଆଣିବାରେ ବିଜ୍ଞାନର ଭୂମିକା ମହତ୍ୱପୂର୍ଣ୍ଣ ।

More articles

LEAVE A REPLY

Please enter your comment!
Please enter your name here

- Advertisement -ଲୋକଙ୍କ ଜୀବନରେ ଉନ୍ନତି ଆଣିବାରେ ବିଜ୍ଞାନର ଭୂମିକା ମହତ୍ୱପୂର୍ଣ୍ଣ ।

Latest article

ଓଡ଼ିଶାରେ ବିବାହ ଶୋଭାଯାତ୍ରାରେ ପ୍ରତିବନ୍ଧକ ହଟାଯାଇଥିଲା

ଭୁବନେଶ୍ୱର,ତା୧୫//୧ କୋବିଡ-୧୯ ମହାମାରୀ ହେତୁ ପୂର୍ବରୁ ବିବାହ ପ୍ରକ୍ରିୟା ଉପରେ ଲାଗୁ ହୋଇଥିବା ଓଡିଶା ସରକାର ଆଜି ପ୍ରତିବନ୍ଧକ ପ୍ରତ୍ୟାହାର କରି ନେଇଛନ୍ତି। “ବର୍ତ୍ତମାନର...

ବେଆଇନ ମଦ କାରବାର ପାଇଁ ଲେଡି ସିଭିଲ ଇଞ୍ଜିନିୟର, ଶାଶୁ ଗିରଫ

ଭଦ୍ରକ,ତା,୧୫/୧, ବେଆଇନ ମଦ ବ୍ୟବସାୟ ବିରୋଧରେ ଡ୍ରାଇଭ୍ ଜାରି ରଖି ଭଦ୍ରାକ୍ ଗ୍ରାମୀଣ ପୋଲିସ ସୀମା ଅନ୍ତର୍ଗତ ଘସୁରିପୋଖରୀ ଗ୍ରାମରେ ଭ୍ରାନ୍ତ ମଦ ବିକ୍ରି ଅଭିଯୋଗରେ ଗୁରୁବାର ଦିନ ଭଦ୍ରକ...

୧୯ ସ୍କୁଲ ଛାତ୍ର କୋଭିଡ -୧୯ ପାଇଁ ସକରାତ୍ମକ ପରୀକ୍ଷା କରନ୍ତି |

ସମ୍ବଲପୁର,ତା, ସମ୍ବଲପୁର ଜିଲ୍ଲାର ଲାଇକେରା ବ୍ଲକର ପ୍ରାୟ ୧୯ ଜଣ ଛାତ୍ର ଉପନ୍ୟାସ-କରୋନାଭାଇରସ୍ ପାଇଁ ପଜିଟିଭ୍ ପରୀକ୍ଷା କରିଛନ୍ତି। ନଅ ମାସର ବ୍ୟବଧାନ ପରେ...

ବନ୍ଧୁଙ୍କ ସମ୍ପର୍କୀୟଙ୍କ ଦ୍ୱାରା ମହିଳା ଏକାଧିକ ଥର ବଳାତ୍କାର ହୋଇଥିଲେ, ଅଭିଯୁକ୍ତ ଗିରଫ

ବ୍ରମପୁର,ତା,୧୫/୧,୨୫ ବର୍ଷ ବୟସ୍କା ମହିଳାଙ୍କୁ ମାସ ମାସ ଧରି ବଳାତ୍କାର କରିଥିବା ଅଭିଯୋଗରେ ପୋଲିସ ଗୁରୁବାର ଦିନ ଜଣେ ଅଶ୍ଳୀଳ ଫଟୋ ଏବଂ ଭିଡିଓ...

ଟ୍ରାଏଲ୍ ରୁମରେ ଝିଅର ସୁଟିଂ ପାଇଁ ଯୁବକ ବନ୍ଦୀ ।

କେନ୍ଦୁଝର,ତା,୧୫/୧, ଗୁରୁବାର ଦିନ ସହରର ଏକ ସପିଂ ମଲ୍ର ଟ୍ରାଏଲ ରୁମରେ ପୋଷାକ ବଦଳୁଥିବା ବେଳେ ଜଣେ ଝିଅର ଫଟୋ ଏବଂ ଭିଡିଓକୁ ଗୁପ୍ତରେ...