36 C
Bhubaneswar
Sunday, April 11, 2021

କୋଲାବରେ ବୁଡ଼ିଗଲେ ୩ ଛାତ

Must read

ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା |

ଜମ୍ମୁ: ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା ​​ଏବଂ ବିଭିନ୍ନ ଘର୍ଷଣ ପଏଣ୍ଟରେ ପୂର୍ବ ଲଦାଖରେ ହୋଇଥିବା ଅସନ୍ତୋଷକୁ ନେଇ ଭାରତୀୟ ଏବଂ...

ସମାବେଶକୁ ବାତିଲ କରି ‘ଜରୁରୀ ସାକ୍ଷାତ’ ପାଇଁ ଦିଲ୍ଲୀକୁ ଦୌଡ଼ିଲା

ନୁଆଦିଲ୍ଲୀ: “ଜରୁରୀ ବୈଠକ” ପାଇଁ ନୂଆଦିଲ୍ଲୀକୁ ଫେରିବା ପରେ ମଙ୍ଗଳବାର ଦିନ ହୁଗଲି ଜିଲ୍ଲାର ଦଳର ସଭାପତି ଜେ ପି ନାଡଡାଙ୍କ ଉଭୟ ରାଲିକୁ...

କୋଭିଡ -୧୯ ର ଦ୍ୱିତୀୟ ତରଙ୍ଗ ଭାରତର ଅର୍ଥନୀତିକୁ ଖରାପ କରିବ କି?

ଭାରତର ଅର୍ଥନୀତି ଏକ ନୂତନ ଆର୍ଥିକ ବର୍ଷ ଆରମ୍ଭ କଲାବେଳେ ଏକ ଅନ୍ଧକାର ମେଘ ପାଖେଇ ଆସୁଛି: ଦ୍ୱିତୀୟ ତରଙ୍ଗ | ପ୍ରତ୍ୟେକ ଦିନ...

ଭାରତର ସାମରିକ ରାଜା ସର୍ବୋଚ୍ଚ ଜାତୀୟ ସୁରକ୍ଷା ଆୱାନ ଦେଇଥିଲେ ।

ଭାରତର ବରିଷ୍ଠ ସୈନିକ କମାଣ୍ଡର ସାଇବର ବିପଦରୁ ରକ୍ଷା କରିବା ପାଇଁ ନିର୍ମାଣ କ୍ଷମତା, ଭାରତର ଯୁଦ୍ଧ ଶକ୍ତିର ପୂର୍ଣ୍ଣ ସମ୍ଭାବନାକୁ ବାହାର କରିବା ପାଇଁ ତିନି ସେବା ମଧ୍ୟରେ...

କୋରାପୁଟ,୨୯ା୨(ନି.ପ୍ର): କୋରାପୁଟ ଜିଲ୍ଲାରେ ଆଜି ଏକ ଅଭାବନୀୟ ଘଟଣା ଘଟିିଛି । କୋଲାବ ଜଳଭଣ୍ଡାରେ ବୁଡ଼ି ୩ ଜଣ କଲେଜ ଛାତ୍ରଙ୍କ ମୃତ୍ୟୁ ହୋଇଛ । ମିଳିଥିବା ସୂଚନା ଅନୁଯାୟୀ, କୋରାପୁଟ ସରକାରୀ ମହାବିଦ୍ୟାଳୟର ୩ ଜଣ ଛାତ୍ର ଏବଂ ୪ଜଣ ଛାତ୍ରୀ ଜଣେ ବନ୍ଧୁଙ୍କ ଜନ୍ମଦିନ ଭୋଜି କରିବାକୁ ଯାଇଥିଲେ । ସେମାନେ କୋଲାବ ଡ୍ୟାମକୁ ବୁଲିବାକୁ ଯିବା ସହ ସେଠାରେ ୭ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୩ଜଣ ଛାତ୍ର କୋଲାବ ନଦୀରେ ସ୍ନାନ କରିବାକୁ ଯାଇଥିଲେ ।

ଗାଧୋଇବା ସମୟରେ ଉକ୍ତ ୩ ଛାତ୍ର ପାଣିରେ ବୁଡ଼ିଯାଇଥିଲେ । ସେମାନଙ୍କ ଗୋଡ଼ ଖସିଯିବାରୁ ଏଭଳି ଘଟିଥିବା କୁହାଯାଉଛ । ସେଠାରେ ଉପସ୍ଥିତ ଥିବା ଛାତ୍ରୀମାନେ ୩ ଛାତ୍ର ପାଣିରେ ବୁଡ଼ିଯାଉଥିବାର ଦେଖି ଚିକ୍ରାର କରିଥିଲେ । ପାଟି ଶୁଣି ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି କୋରାପୁଟର ସହିଦ ଲକ୍ଷ୍ମଣ ନାୟକ ସରକାରୀ ଡାକ୍ତରଖାନାକୁ ନେଇଥିଲେ । ହେଲେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ । ଏହି ୩ ଛାତ୍ର କୋରାପୁଟ ସରକାରୀ ମହାବିଦ୍ୟାଳୟର +୩ ଦ୍ୱିତୀୟ ବର୍ଷର ମନ୍ମଥ ସାସମଲ୍ , ସନ୍ଦିପ ପୂଜାରୀ ଏବଂ ରମାକାନ୍ତ ପଟ୍ଟନାୟକ ବୋଲି ଜଣାପଡ଼ିଛି । ଏହି ଘଟଣା ପ୍ର·ରିତ ହେବା ପରେ କୋରାପୁଟ ସରକାରୀ ମହାବିଦ୍ୟାଳୟ ପରିସରରେ ଶୋକାକୁଳ ପରିବେଶ ଦେଖିବାକୁ ମିଳିଛି ।

- Advertisement -କୋଲାବରେ ବୁଡ଼ିଗଲେ ୩ ଛାତ

More articles

LEAVE A REPLY

Please enter your comment!
Please enter your name here

- Advertisement -କୋଲାବରେ ବୁଡ଼ିଗଲେ ୩ ଛାତ

Latest article

ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା |

ଜମ୍ମୁ: ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା ​​ଏବଂ ବିଭିନ୍ନ ଘର୍ଷଣ ପଏଣ୍ଟରେ ପୂର୍ବ ଲଦାଖରେ ହୋଇଥିବା ଅସନ୍ତୋଷକୁ ନେଇ ଭାରତୀୟ ଏବଂ...

ସମାବେଶକୁ ବାତିଲ କରି ‘ଜରୁରୀ ସାକ୍ଷାତ’ ପାଇଁ ଦିଲ୍ଲୀକୁ ଦୌଡ଼ିଲା

ନୁଆଦିଲ୍ଲୀ: “ଜରୁରୀ ବୈଠକ” ପାଇଁ ନୂଆଦିଲ୍ଲୀକୁ ଫେରିବା ପରେ ମଙ୍ଗଳବାର ଦିନ ହୁଗଲି ଜିଲ୍ଲାର ଦଳର ସଭାପତି ଜେ ପି ନାଡଡାଙ୍କ ଉଭୟ ରାଲିକୁ...

କୋଭିଡ -୧୯ ର ଦ୍ୱିତୀୟ ତରଙ୍ଗ ଭାରତର ଅର୍ଥନୀତିକୁ ଖରାପ କରିବ କି?

ଭାରତର ଅର୍ଥନୀତି ଏକ ନୂତନ ଆର୍ଥିକ ବର୍ଷ ଆରମ୍ଭ କଲାବେଳେ ଏକ ଅନ୍ଧକାର ମେଘ ପାଖେଇ ଆସୁଛି: ଦ୍ୱିତୀୟ ତରଙ୍ଗ | ପ୍ରତ୍ୟେକ ଦିନ...

ଭାରତର ସାମରିକ ରାଜା ସର୍ବୋଚ୍ଚ ଜାତୀୟ ସୁରକ୍ଷା ଆୱାନ ଦେଇଥିଲେ ।

ଭାରତର ବରିଷ୍ଠ ସୈନିକ କମାଣ୍ଡର ସାଇବର ବିପଦରୁ ରକ୍ଷା କରିବା ପାଇଁ ନିର୍ମାଣ କ୍ଷମତା, ଭାରତର ଯୁଦ୍ଧ ଶକ୍ତିର ପୂର୍ଣ୍ଣ ସମ୍ଭାବନାକୁ ବାହାର କରିବା ପାଇଁ ତିନି ସେବା ମଧ୍ୟରେ...

ଆମକୁ ଅଣଦେଖା କରିବା ଛଳନା କଲେ ମଧ୍ୟ ସରକାର କମ୍ପିତ ହେଲେ

କୃଷକ ସଂଗଠନ କେନ୍ଦ୍ର ସରକାରଙ୍କ ସହ ଚାଷ ଆଇନ ଉପରେ ଏକ ବୈଠକ କରିଥିଲା। ୭୭ ଦିନ ହେଲା, ଉଭୟ ପକ୍ଷ ମଧ୍ୟରେ କୌଣସି...