36 C
Bhubaneswar
Sunday, April 11, 2021

ପୁଣି ଘୁଂଚିଲା ନିର୍ଭୟା ଦୋଷୀଙ୍କ ଫାଶୀ

Must read

ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା |

ଜମ୍ମୁ: ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା ​​ଏବଂ ବିଭିନ୍ନ ଘର୍ଷଣ ପଏଣ୍ଟରେ ପୂର୍ବ ଲଦାଖରେ ହୋଇଥିବା ଅସନ୍ତୋଷକୁ ନେଇ ଭାରତୀୟ ଏବଂ...

ସମାବେଶକୁ ବାତିଲ କରି ‘ଜରୁରୀ ସାକ୍ଷାତ’ ପାଇଁ ଦିଲ୍ଲୀକୁ ଦୌଡ଼ିଲା

ନୁଆଦିଲ୍ଲୀ: “ଜରୁରୀ ବୈଠକ” ପାଇଁ ନୂଆଦିଲ୍ଲୀକୁ ଫେରିବା ପରେ ମଙ୍ଗଳବାର ଦିନ ହୁଗଲି ଜିଲ୍ଲାର ଦଳର ସଭାପତି ଜେ ପି ନାଡଡାଙ୍କ ଉଭୟ ରାଲିକୁ...

କୋଭିଡ -୧୯ ର ଦ୍ୱିତୀୟ ତରଙ୍ଗ ଭାରତର ଅର୍ଥନୀତିକୁ ଖରାପ କରିବ କି?

ଭାରତର ଅର୍ଥନୀତି ଏକ ନୂତନ ଆର୍ଥିକ ବର୍ଷ ଆରମ୍ଭ କଲାବେଳେ ଏକ ଅନ୍ଧକାର ମେଘ ପାଖେଇ ଆସୁଛି: ଦ୍ୱିତୀୟ ତରଙ୍ଗ | ପ୍ରତ୍ୟେକ ଦିନ...

ଭାରତର ସାମରିକ ରାଜା ସର୍ବୋଚ୍ଚ ଜାତୀୟ ସୁରକ୍ଷା ଆୱାନ ଦେଇଥିଲେ ।

ଭାରତର ବରିଷ୍ଠ ସୈନିକ କମାଣ୍ଡର ସାଇବର ବିପଦରୁ ରକ୍ଷା କରିବା ପାଇଁ ନିର୍ମାଣ କ୍ଷମତା, ଭାରତର ଯୁଦ୍ଧ ଶକ୍ତିର ପୂର୍ଣ୍ଣ ସମ୍ଭାବନାକୁ ବାହାର କରିବା ପାଇଁ ତିନି ସେବା ମଧ୍ୟରେ...

ନୂଆଦିଲ୍ଲୀ,୨ା୩: ମଙ୍ଗଳବାର ହେବନି ନିର୍ଭୟା ଗଣଦୁଷ୍କର୍ମର ଦୋଷୀମାନଙ୍କୁ ଫାଶୀ । ଅର୍ଥାତ ଏହି ଦିନ ପାଇଁ ପୁଣି ଏକ ତାରିଖକୁ ଅପେକ୍ଷା କରିବାକୁ ହେବ । ଦିଲ୍ଲୀ କୋର୍ଟ ଏବାବଦରେ ରାୟ ଦେଇ କହିଛନ୍ତି, ଆଗାମୀ ନିଦେ୍ର୍ଦଶ ଯାଏ ଏହି ଫାଶୀ ହୋଇପାରିବନି । ଆସନ୍ତାକାଲି ବା ମାର୍ଚ୍ଚ ୩ ତାରିଖରେ ଫାଶୀ ହେବ ବୋଲି ନିଶ୍ଚିତ ହୋଇସାରିଥିଲା । ୪ ଦୋଷୀ ଅକ୍ଷୟ ଠାକୁର, ମୁକେଶ ସିଂହ, ପୱନ ଗୁ ପ୍ତା ଏବଂ ବିନୟ ଶର୍ମା ଏହିଦିନ ଫାଶୀ ପାଇବାର ଥିଲା । ଅତିରିକ୍ତ ସେସନ୍ ଜଜ୍ ଧର୍ମେନ୍ଦ୍ର ରାଣା ଏହି ରାୟ ଦେଛନ୍ତି । ଏହା ପୂର୍ବରୁ ସୋମବାର ଦୋଷୀ ପୱନ କୁମାର ଗୁ ପ୍ତା ରାଷ୍ଟ୍ରପତିଙ୍କ ନିକଟରେ ରାଜକ୍ଷମା ଆବେଦନ କରିଥିଲା । ଏହି କାରଣରୁ ଫାଶୀ ତାରିଖ ଘୁଞ୍ଚଯାଉ ବୋଲି ପଟିଆଲା ହାଉସରେ ଆବେଦନ କରାଯାଇଥିଲା ।

ଏହାର ଶୁଣାଣି କରି କୋର୍ଟ ଏଭଳି ରାୟ ଦେଇଛନ୍ତି । ଗୋଟିଏ ପଟେ ନିର୍ଭୟା କାଣ୍ଡର ଦୋଷୀମାନେ ଫାଶୀ ତାରିଖକୁ ଘୁଞ୍ଚାଇବା ପାଇଁ ଜୋରଦାର ପ୍ରୟାସ କରୁଥିବା ବେଳେ ଅନ୍ୟପଟେ ତିହାର ଜେଲ କର୍ତୃପକ୍ଷ ଫାଶୀ ପାଇଁ ପ୍ରକ୍ରିୟା ଆର ମ୍ଭ କରିସାରିଥିଲେ । ପୂର୍ବରୁ ପଟିଆଲା ହାଉସ କୋର୍ଟଙ୍କ ଡେଥ ୱାରେଂଟ କହିଥିଲେ ଆସନ୍ତାକାଲି ସକାଳ ୬ଟାରେ ସମସ୍ତ ୪ ଦୋଷୀଙ୍କୁ ଫାଶୀ ଦିଆଯିବ । ତେଣୁ ଆଜି ୪ ଦୋଷୀଙ୍କୁ ଫାଶୀ ଖୁଣ୍ଟରେ ଝୁଲାଇବାକୁ ଥିବା ପବନ ଜହ୍ଲାଦ ଫାଶୀ ଘର ଯାଞ୍ଚ କରିଥିଲା । ଏଥିସହ ସେ ଡମି ଫାଶୀ ଦେଇ ଅଭ୍ୟାସ ମଧ୍ୟ କରିଥିଲା ।

ତେବେ ଫାଶୀ ପାଇଁ ପୁଣି ଅପେକ୍ଷା କରିବାକୁ ହେବ । ଗତକାଲି ସନ୍ଧ୍ୟାରେ ହିଁ ଜହ୍ଲାଦ ପବନ ତିହାର ଜେଲରେ ପହଞ୍ଚିଥିଲା । ଆଜି ତାଙ୍କୁ ଜେଲ ନଂ ୩କୁ ନିଆଯାଇଥିଲା । କାରଣ ଏହିଠାରେ ହିଁ ନିର୍ଭୟା ଦୋଷୀଙ୍କୁ ଫାଶୀ ଖୁଂଟରେ ଝୁଲାଯିବାର ଅଛି । ଜହ୍ଲାଦ ପବନ ଫାଶୀ ଘରକୁ ଯିବା ସମୟରେ ସମସ୍ତ ବାରାକର ମୁଖ୍ୟ ଗେଟ୍କୁ ବନ୍ଦ କରିଦିଆଯାଇଥିଲା । ଫାଶୀ ଘରକୁ ଲ ମ୍ବିଥିବା ରାସ୍ତାକୁ ମଧ୍ୟ ଖାଲି କରିଦିଆଯାଇଥିଲା । ଫାଶୀ ଘର ମଧ୍ୟରେ ପହଞ୍ଚିବା ପରେ ଜହ୍ଲାଦ ପବନଙ୍କ ଫାଶୀ ପାଇଁ ବ୍ୟବହୃତ
ଲିଭରର ଯାଂଚ କରିଥିଲା

- Advertisement -ପୁଣି ଘୁଂଚିଲା ନିର୍ଭୟା ଦୋଷୀଙ୍କ ଫାଶୀ

More articles

LEAVE A REPLY

Please enter your comment!
Please enter your name here

- Advertisement -ପୁଣି ଘୁଂଚିଲା ନିର୍ଭୟା ଦୋଷୀଙ୍କ ଫାଶୀ

Latest article

ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା |

ଜମ୍ମୁ: ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା ​​ଏବଂ ବିଭିନ୍ନ ଘର୍ଷଣ ପଏଣ୍ଟରେ ପୂର୍ବ ଲଦାଖରେ ହୋଇଥିବା ଅସନ୍ତୋଷକୁ ନେଇ ଭାରତୀୟ ଏବଂ...

ସମାବେଶକୁ ବାତିଲ କରି ‘ଜରୁରୀ ସାକ୍ଷାତ’ ପାଇଁ ଦିଲ୍ଲୀକୁ ଦୌଡ଼ିଲା

ନୁଆଦିଲ୍ଲୀ: “ଜରୁରୀ ବୈଠକ” ପାଇଁ ନୂଆଦିଲ୍ଲୀକୁ ଫେରିବା ପରେ ମଙ୍ଗଳବାର ଦିନ ହୁଗଲି ଜିଲ୍ଲାର ଦଳର ସଭାପତି ଜେ ପି ନାଡଡାଙ୍କ ଉଭୟ ରାଲିକୁ...

କୋଭିଡ -୧୯ ର ଦ୍ୱିତୀୟ ତରଙ୍ଗ ଭାରତର ଅର୍ଥନୀତିକୁ ଖରାପ କରିବ କି?

ଭାରତର ଅର୍ଥନୀତି ଏକ ନୂତନ ଆର୍ଥିକ ବର୍ଷ ଆରମ୍ଭ କଲାବେଳେ ଏକ ଅନ୍ଧକାର ମେଘ ପାଖେଇ ଆସୁଛି: ଦ୍ୱିତୀୟ ତରଙ୍ଗ | ପ୍ରତ୍ୟେକ ଦିନ...

ଭାରତର ସାମରିକ ରାଜା ସର୍ବୋଚ୍ଚ ଜାତୀୟ ସୁରକ୍ଷା ଆୱାନ ଦେଇଥିଲେ ।

ଭାରତର ବରିଷ୍ଠ ସୈନିକ କମାଣ୍ଡର ସାଇବର ବିପଦରୁ ରକ୍ଷା କରିବା ପାଇଁ ନିର୍ମାଣ କ୍ଷମତା, ଭାରତର ଯୁଦ୍ଧ ଶକ୍ତିର ପୂର୍ଣ୍ଣ ସମ୍ଭାବନାକୁ ବାହାର କରିବା ପାଇଁ ତିନି ସେବା ମଧ୍ୟରେ...

ଆମକୁ ଅଣଦେଖା କରିବା ଛଳନା କଲେ ମଧ୍ୟ ସରକାର କମ୍ପିତ ହେଲେ

କୃଷକ ସଂଗଠନ କେନ୍ଦ୍ର ସରକାରଙ୍କ ସହ ଚାଷ ଆଇନ ଉପରେ ଏକ ବୈଠକ କରିଥିଲା। ୭୭ ଦିନ ହେଲା, ଉଭୟ ପକ୍ଷ ମଧ୍ୟରେ କୌଣସି...