21 C
Bhubaneswar
Sunday, January 24, 2021

ରାଜ୍ୟରେ ଖୁବ୍ ଶୀଘ୍ର ଖୋଲିବ ସମସ୍ତ ଧର୍ମାନୁଷ୍ଠାନ ।

Must read

ଡେମୋକ୍ରାଟ୍ ମାନେ ପ୍ୟାନେଲ୍ କୁ ସିନେଟର କ୍ରୁଜ୍, ହାୱଲି ଅନୁସଂଧାନ କରିବାକୁ କହିଛନ୍ତି |

ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସମର୍ଥକଙ୍କ ଦ୍ଵାରାଜାନୁଆରୀ ୬ ରେ କ୍ୟାପିଟାଲରେ ହୋଇଥିବା ବିଦ୍ରୋହରେ ସେମାନଙ୍କର ଭୂମିକାକୁ ସମ୍ପୂର୍ଣ୍ଣ ରୂପେ ବୁଝିବା ପାଇଁ ରିପବ୍ଲିକାନ୍...

ଭାରତୀୟ ମହିଳା ଦଳ ପାଇଁ ମଧ୍ୟ ରାହୁଲ ଦ୍ରାବିଡ ଏକ ଦୃଢ କ୍ରିକେଟ୍ ଗଠନ କରିଛନ୍ତି ।

ଅଷ୍ଟ୍ରେଲିଆ :ଅଷ୍ଟ୍ରେଲିଆରେ ଭାରତର ଐତିହସିକକ ଦ୍ୱିତୀୟ ସିଧାସଳଖ ଟେଷ୍ଟ ସିରିଜ୍ ବିଜୟର ଆଲୋକ ଏପର୍ଯ୍ୟନ୍ତ ହ୍ରାସ ପାଇନାହିଁ। ଗବାରେ ଥିବା ଦୁର୍ଗଟି ପ୍ରକୃତରେ ଦ୍ୱିତୀୟ...

ଲାଲଟାନାର ଦଶମ ସଂସ୍କରଣ ଆୟୋଜନ କରେ |

ମାଡାଗାସ୍କର: ଭାରତର ଦୂତାବାସ ଶୁକ୍ରବାର ଦିନ ଏହାର ମାସିକ ସାହିତ୍ୟ କାର୍ଯ୍ୟକ୍ରମ ଲାଲଟାନା ର ଦଶମ ସଂସ୍କରଣର ଆୟୋଜନ କରିଛି | ଏହି କାର୍ଯ୍ୟକ୍ରମରେ ମାଲାଗାସୀ କବିମାନେ ଭାରତୀୟ କବିତାର...

ଓଡିଶାରେ ୪୨୬୭ ଡ୍ରାଇଭିଂ ଲାଇସେନ୍ସ ସ୍ଥଗିତ |

ଭୁବନେଶ୍ବର: ଗତ ୨୧ ଦିନ ମଧ୍ୟରେ ଓଡିଶାରେ ୪୨୬୭ ଡ୍ରାଇଭିଂ ଲାଇସେନ୍ସ କୁ ସ୍ଥଗିତ ରଖାଯାଇଛି ବୋଲି ଶୁକ୍ରବାର ଦିନ ରାଜ୍ୟ ପରିବହନ...

ଭୁବନେଶ୍ୱର,ତା,୧୫/୧୨, ରାଜ୍ୟରେ ଖୁବ୍ ଶୀଘ୍ର ଖୋଲିବ ସମସ୍ତ ଧର୍ମାନୁଷ୍ଠାନ । ଏ ନେଇ ଟ୍ୱିଟ୍ ଯୋଗେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ । ଧର୍ମାନୁଷ୍ଠାନ ଖୋଲିବା ପ୍ରକ୍ରିୟା ଆରମ୍ଭ ହୋଇଛି । ବିଭିନ୍ନ ଜିଲ୍ଲାରେ ଥିବା ଧର୍ମାନୁଷ୍ଠାନ ଖୋଲାଯିବ । ଏ ନେଇ ସମସ୍ତଜିଲ୍ଲାରୁ ଜିଲ୍ଲାପାଳଙ୍କୁ ରାଜ୍ୟ ସରକାର କ୍ଷମତା ପ୍ରଦାନ କରିଛନ୍ତି । ବିଭିନ୍ନ କମିଟି ସହ ଆଲୋଚନା କରିବା ପରେ ଧର୍ମାନୁଷ୍ଠାନ ଖୋଲିବା ନେଇ ନିଷ୍ପତ୍ତି ନିଆଯିବ । ସେପଟେ ହାଇକୋର୍ଟଙ୍କ ନିର୍ଦେଶ ଆସିବା ପରେ ଦେବୋତ୍ତର ବିଭାଗ ଅଧୀନରେ ଥିବା ୧୮ ହଜାର ମନ୍ଦିର ଖୋଲିବା ନେଇ ମୋଡାଲିଟି ନିର୍ଦ୍ଧାରଣ କରିରାଜ୍ୟ ସରକାରଙ୍କୁ ପ୍ରଦାନ କରିଛନ୍ତି ଦେବୋତ୍ତର କମିସନର ।

ଏକକାଳୀନ ଭକ୍ତପ୍ରବେଶ ବାରଣ ରହିଛି । ସାମାଜିକ ଦୂରତା,ମନ୍ଦିର ଦ୍ୱାରରେ ସାନିଟାଇଜର୍ ରଖିବା ଓ ବାରମ୍ବାର ମନ୍ଦିର ବିଶୋଧନ କରିବାକୁ ପ୍ରସ୍ତାବ ଦିଆଯାଇଛି କେବଳ ଦର୍ଶନ କରାଯିବ, ହେଲେ ବଡ଼ ପୂଜା ହେବ ନାହିଁ ।ଏ ସବୁ ନିୟମ ମାନିଲେ ମନ୍ଦିର ଖୋଲି ପାରିବ ବୋଲି ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦିଆଯାଇଛି । ଅପରପକ୍ଷରେ ନିୟମ ନ ମାନିଲେ ମନ୍ଦିର ଖୋଲିବ ନାହିଁୟ ତେବେ ଏ ନେଇ ରାଜ୍ୟସରକାର ଚୁଡ଼ାନ୍ତ ନିଷ୍ପତ୍ତି ନେବେ ବୋଲି ଅପରପକ୍ଷରେ ନିୟମ ନ ମାନିଲେ ମନ୍ଦିର ଖୋଲିବ ନାହିଁୟ ତେବେ ଏ ନେଇ ରାଜ୍ୟସରକାର ଚୁଡ଼ାନ୍ତ ନିଷ୍ପତ୍ତି ନେବେ ବୋଲି ଶ୍ରୀମନ୍ଦିର ଖୋଲିବା ନିଷ୍ପତ୍ତି ପରେ ଏବେ ରାଜ୍ୟର ଅନ୍ୟ ସମସ୍ତ ଧର୍ମାନୁଷ୍ଠାନ ଖୋଲିବାକୁ ଦାବିଜୋର୍ ଧରିଛି ।

ମନ୍ଦିର ଖୋଲିବା ନିଷ୍ପତ୍ତି ହୋଇପାରୁନ ଥିବାରୁ ବିଭିନ୍ନ ମନ୍ଦିରର ସେବାୟତ ମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି । ତେଣୁ ସମସ୍ତଙ୍କ ଭାବାବେଗକୁ ନଜରରେ ରଖି ଅନ୍ୟ ମନ୍ଦିର ଓ ଧର୍ମାନୁଷ୍ଠାନ ବି ଖୋଲିବା ଦରକାର ବୋଲି ଦାବିହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ସମସ୍ତ ଗାଇଡ୍ ଲାଇନ୍ ପାଳନ କରାଯାଇ ଭକ୍ତଙ୍କୁ ଦର୍ଶନ କରିବାକୁ ଅନୁମତି ଦିଆଯିବ ବୋଲି ପୂଜକମାନେ କହିଛନ୍ତି । ଅନ୍ୟପଟରେ ରାଜ୍ୟ ସରକାର ମନ୍ଦିର ଖୋଲିବା ନିଷ୍ପତ୍ତି ଜିଲ୍ଲା ପ୍ରଶାସନ ଉପରେ ଛାଡିଛନ୍ତି । ନିଜ ଜିଲ୍ଲାରେ କୋଭିଡ୍ ସ୍ଥିତି ଦେଖି ସେମାନେ ମନ୍ଦିର ଖୋଲିବା ସଂପର୍କରେ ନିଷ୍ପତ୍ତି ନେବେ ।

- Advertisement -ରାଜ୍ୟରେ ଖୁବ୍ ଶୀଘ୍ର ଖୋଲିବ ସମସ୍ତ ଧର୍ମାନୁଷ୍ଠାନ ।

More articles

LEAVE A REPLY

Please enter your comment!
Please enter your name here

- Advertisement -ରାଜ୍ୟରେ ଖୁବ୍ ଶୀଘ୍ର ଖୋଲିବ ସମସ୍ତ ଧର୍ମାନୁଷ୍ଠାନ ।

Latest article

ଡେମୋକ୍ରାଟ୍ ମାନେ ପ୍ୟାନେଲ୍ କୁ ସିନେଟର କ୍ରୁଜ୍, ହାୱଲି ଅନୁସଂଧାନ କରିବାକୁ କହିଛନ୍ତି |

ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସମର୍ଥକଙ୍କ ଦ୍ଵାରାଜାନୁଆରୀ ୬ ରେ କ୍ୟାପିଟାଲରେ ହୋଇଥିବା ବିଦ୍ରୋହରେ ସେମାନଙ୍କର ଭୂମିକାକୁ ସମ୍ପୂର୍ଣ୍ଣ ରୂପେ ବୁଝିବା ପାଇଁ ରିପବ୍ଲିକାନ୍...

ଭାରତୀୟ ମହିଳା ଦଳ ପାଇଁ ମଧ୍ୟ ରାହୁଲ ଦ୍ରାବିଡ ଏକ ଦୃଢ କ୍ରିକେଟ୍ ଗଠନ କରିଛନ୍ତି ।

ଅଷ୍ଟ୍ରେଲିଆ :ଅଷ୍ଟ୍ରେଲିଆରେ ଭାରତର ଐତିହସିକକ ଦ୍ୱିତୀୟ ସିଧାସଳଖ ଟେଷ୍ଟ ସିରିଜ୍ ବିଜୟର ଆଲୋକ ଏପର୍ଯ୍ୟନ୍ତ ହ୍ରାସ ପାଇନାହିଁ। ଗବାରେ ଥିବା ଦୁର୍ଗଟି ପ୍ରକୃତରେ ଦ୍ୱିତୀୟ...

ଲାଲଟାନାର ଦଶମ ସଂସ୍କରଣ ଆୟୋଜନ କରେ |

ମାଡାଗାସ୍କର: ଭାରତର ଦୂତାବାସ ଶୁକ୍ରବାର ଦିନ ଏହାର ମାସିକ ସାହିତ୍ୟ କାର୍ଯ୍ୟକ୍ରମ ଲାଲଟାନା ର ଦଶମ ସଂସ୍କରଣର ଆୟୋଜନ କରିଛି | ଏହି କାର୍ଯ୍ୟକ୍ରମରେ ମାଲାଗାସୀ କବିମାନେ ଭାରତୀୟ କବିତାର...

ଓଡିଶାରେ ୪୨୬୭ ଡ୍ରାଇଭିଂ ଲାଇସେନ୍ସ ସ୍ଥଗିତ |

ଭୁବନେଶ୍ବର: ଗତ ୨୧ ଦିନ ମଧ୍ୟରେ ଓଡିଶାରେ ୪୨୬୭ ଡ୍ରାଇଭିଂ ଲାଇସେନ୍ସ କୁ ସ୍ଥଗିତ ରଖାଯାଇଛି ବୋଲି ଶୁକ୍ରବାର ଦିନ ରାଜ୍ୟ ପରିବହନ...

ଓଡିଶା ମନ୍ତ୍ରୀଙ୍କ ଅବରୋଧିତ ବୋହୂ ନୀରବତା ଭାଙ୍ଗିଛନ୍ତି ।

ଭୁବନେଶ୍ବର: ଓଡିଶା ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକଙ୍କ ବୋହୂ ଲିପ୍ପା ପ୍ରଧାନ ୨୦୧୬ ମସିହାରୁ ଦୁଇ ବର୍ଷ ପର୍ଯ୍ୟନ୍ତ ଅଫିସରେ...