36 C
Bhubaneswar
Sunday, April 11, 2021

ପୌରସଂସ୍ଥା ପକ୍ଷରୁ ରୂପାନ୍ତରଣ କାର୍ଯ୍ୟକ୍ରମ

Must read

ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା |

ଜମ୍ମୁ: ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା ​​ଏବଂ ବିଭିନ୍ନ ଘର୍ଷଣ ପଏଣ୍ଟରେ ପୂର୍ବ ଲଦାଖରେ ହୋଇଥିବା ଅସନ୍ତୋଷକୁ ନେଇ ଭାରତୀୟ ଏବଂ...

ସମାବେଶକୁ ବାତିଲ କରି ‘ଜରୁରୀ ସାକ୍ଷାତ’ ପାଇଁ ଦିଲ୍ଲୀକୁ ଦୌଡ଼ିଲା

ନୁଆଦିଲ୍ଲୀ: “ଜରୁରୀ ବୈଠକ” ପାଇଁ ନୂଆଦିଲ୍ଲୀକୁ ଫେରିବା ପରେ ମଙ୍ଗଳବାର ଦିନ ହୁଗଲି ଜିଲ୍ଲାର ଦଳର ସଭାପତି ଜେ ପି ନାଡଡାଙ୍କ ଉଭୟ ରାଲିକୁ...

କୋଭିଡ -୧୯ ର ଦ୍ୱିତୀୟ ତରଙ୍ଗ ଭାରତର ଅର୍ଥନୀତିକୁ ଖରାପ କରିବ କି?

ଭାରତର ଅର୍ଥନୀତି ଏକ ନୂତନ ଆର୍ଥିକ ବର୍ଷ ଆରମ୍ଭ କଲାବେଳେ ଏକ ଅନ୍ଧକାର ମେଘ ପାଖେଇ ଆସୁଛି: ଦ୍ୱିତୀୟ ତରଙ୍ଗ | ପ୍ରତ୍ୟେକ ଦିନ...

ଭାରତର ସାମରିକ ରାଜା ସର୍ବୋଚ୍ଚ ଜାତୀୟ ସୁରକ୍ଷା ଆୱାନ ଦେଇଥିଲେ ।

ଭାରତର ବରିଷ୍ଠ ସୈନିକ କମାଣ୍ଡର ସାଇବର ବିପଦରୁ ରକ୍ଷା କରିବା ପାଇଁ ନିର୍ମାଣ କ୍ଷମତା, ଭାରତର ଯୁଦ୍ଧ ଶକ୍ତିର ପୂର୍ଣ୍ଣ ସମ୍ଭାବନାକୁ ବାହାର କରିବା ପାଇଁ ତିନି ସେବା ମଧ୍ୟରେ...

କେନ୍ଦ୍ରାପଡ଼ା,୨/୩(ନି.ପ୍ର): କେନ୍ଦ୍ରାପଡା ପୈାରସଂସ୍ଥା ପକ୍ଷରୁ ସ୍ଥାନୀୟ କଜଳା ପେଟ୍ରୋଲପମ୍ପ ସମ୍ମୁଖରେ ‘ରୂପାନ୍ତରଣ’ କାର୍ଯ୍ୟକ୍ରମ ରବିବାର ସକାଳ ସାଢେ୮ଟା ସମୟରେ ଅନୁଷ୍ଠିତ ହୋଇଯାଇଛି । ୫- ଟି ମିଶନର ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଭାବରେ କେନ୍ଦ୍ରାପଡା ପୌରାଞ୍ଚଳକୁ ସ୍ୱଛ ଓ ସୁସ୍ଥ ରଖିବା ଉଦେଶ୍ୟରେ ଏହି କାର୍ଯ୍ୟକ୍ରମ ଆର ମ୍ଭ କରାଯାଇଛି । ଏହି କାର୍ଯ୍ୟକ୍ରମ ଜିଲ୍ଲାପାଳଙ୍କ ନିର୍ଦେଶରେ ପୌରାଞ୍ଚଳରେ ପ୍ରତ୍ୟେକ ରବିବାର ସକାଳ ୭ଟାରେ କରାଯିବାକୁ ସ୍ଥିର କରାଯାଇଛି ।

ଏହି ଉପଲକ୍ଷେ ପୌର ନିର୍ବାହୀ ଅଧିକାରୀ ଦେବ ପ୍ରସାଦ ବଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ଉସôବରେ ଜିଲ୍ଲାପାଳ ସମର୍ଥ ବର୍ମା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପୌରାଞ୍ଚଳକୁ ସ୍ୱଛ, ନିର୍ମଳ ଓ ସୁସ୍ଥ ରଖିବା ଓ ସହରକୁ ପ୍ଲାଷ୍ଟିକ ଏବଂ ପଲିଥିନ ମୁକ୍ତ କରିବା ଉଦେଶ୍ୟରେ ଏପରି କାର୍ଯ୍ୟକ୍ରମ ଆର ମ୍ଭ କରାଯାଇଥିବା ମତବ୍ୟକ୍ତ କରିଛନ୍ତି । ଏହି ଅବସରରେ ଜିଲ୍ଲାପାଳ ଶ୍ରୀ ବର୍ମା ପୌର ନିର୍ବାହୀ ଅଧିକାରୀ ଶ୍ରୀ ବଳଙ୍କ ସହ କଜଳା ଠାରୁ ତିନିମୁହାଣି ଛକ ଓ ତିନିମୁହାଣି ଛକ ଠାରୁ କଜଳା ପେଟ୍ରୋଲପମ୍ପ ଛକ ପର୍ଯ୍ୟନ୍ତ ମୁଖ୍ୟ ରାସ୍ତାର ଉଭୟ ପାର୍ଶ୍ୱକୁ ଝାଡୁଧରି ଅଳିଆ ଆବର୍ଜ୍ଜନାକୁ ଓଳାଇ ସଫା କରିବା ସହିତ ସାରା ସମାଜକୁ ଏକ ସଚେତନତା ବାର୍ତା ଦେଇଛନ୍ତି ।

ଜିଲ୍ଲାପାଳ ନିଜେ ସଫେଇ କରିବା ସହିତ ଅନ୍ୟମାନଙ୍କୁ ଏଥିରେ ସାମିଲ ହୋଇ ନିଜର ସହରକୁ ସ୍ୱଚ୍ଛ, ନିର୍ମଳ ଓ ସୁସ୍ଥ କରି ଗଢିତୋଳିବା ପାଇଁ ଆହ୍ୱନ ଦେଇଛନ୍ତି । ଏହି ଅବସରରେ ପୈାରସଂସ୍ଥା ପକ୍ଷରୁ ଖୋଲାଯାଇଥିବା ଷ୍ଟଲରେ ପ୍ଲାଷ୍ଟିକ ଓ ପଲିଥିନ ଆବର୍ଜ୍ଜନାକୁ ଜମାଦେଇଥିବା ବ୍ୟକ୍ତିବିଶେଷ ମାନଙ୍କୁ ଜିଲ୍ଲାପାଳ ଶ୍ରୀ ବର୍ମା ଓ ପୌରନିର୍ବାହୀ ଅଧିକାରୀ ଶ୍ରୀ ବଳ ପ୍ରମାଣପତ୍ର ଓ ପୁରସ୍କାର ପ୍ରଦାନ କରିଥିଲେ ।

ପୌରାଂଚଳର ଜନସାଧାରଣଙ୍କୁ ସଚେତନ କରାଇବା ଉଦେଶ୍ୟରେ ପାଲା ପରିବେଷଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ପୌରସଂସ୍ଥାର କର୍ମଚାରୀ ବିଜୟ କୁମାର ମିଶ୍ର, ମାନସ ରଞ୍ଜନ ମହାନ୍ତି, ସଞ୍ଜୀବ ମହାନ୍ତି, ପ୍ରସାନ୍ତ କୁମାର ନାୟକ, କ୍ଷିରୋଦ ଚନ୍ଦ୍ର ପାତ୍ର, ପ୍ରସାନ୍ତ କୁମାର ଦାସ, ଭୂବନମୋହନ କାନୁନଗୋ, ଅଶୋକ କୁମାର ସାହୁ, ଗଣେଶ କୁମାର ପାତ୍ର, ସୁଚିଶ୍ମିତା ଜେନା, ତପସ୍ୱିନୀ ଦାସ, ମନୋରଞ୍ଜନ ଦାସ, ମାମିନୀ ପଣ୍ଡା, କ୍ରିଷ୍ଣା ମହାପାତ୍ର, ରୋଜାଲିନ ଦାସଙ୍କ ସମେତ ବିଭିନ୍ନ ସ୍ୱୟଂ ସହାୟିକା ଗୋଷ୍ଠି, ବିଜୁ ଯୁବ ବାହିନୀର କାର୍ଯ୍ୟକର୍ତା ଓ ସଦସ୍ୟମାନେ ଯୋଗଦେଇ ସଫେଇ କାର୍ଯ୍ୟ କରିଥିଲେ ।

ନୀୟତି ଫାଉଣ୍ଡେସନ ପକ୍ଷରୁ ଅଧ୍ୟକ୍ଷ ନିର୍ମଳ କୁମାର ପଣ୍ଡା ଓ ବୀଣାପାଣି ଶତପଥୀ, ପ୍ରଶାନ୍ତ କୁମାର ସା, କଳ୍ପନା ପ୍ରଧାନ, ଲିଙ୍ଗରାଜ ଦାଶ, ଅଶୋକ କୁମାର ଦଳାଇ, ସର୍ମିଷ୍ଠା ଦାଶ ପ୍ରମୁଖ ଯୋଗଦେଇ ସହର ସଫେଇରେ ଯୋଗଦେବା ସହିତ ସହରର ବିଭିନ୍ନ ଛକ ସ୍ଥାନରେ ପାଲା ଓ ପଥପ୍ରାନ୍ତ ନାଟକ ମାଧ୍ୟମରେ ଜନସଚେତନତା ସୃଷ୍ଟି କରାଇଥିଲା

- Advertisement -ପୌରସଂସ୍ଥା ପକ୍ଷରୁ ରୂପାନ୍ତରଣ କାର୍ଯ୍ୟକ୍ରମ

More articles

LEAVE A REPLY

Please enter your comment!
Please enter your name here

- Advertisement -ପୌରସଂସ୍ଥା ପକ୍ଷରୁ ରୂପାନ୍ତରଣ କାର୍ଯ୍ୟକ୍ରମ

Latest article

ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା |

ଜମ୍ମୁ: ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା ​​ଏବଂ ବିଭିନ୍ନ ଘର୍ଷଣ ପଏଣ୍ଟରେ ପୂର୍ବ ଲଦାଖରେ ହୋଇଥିବା ଅସନ୍ତୋଷକୁ ନେଇ ଭାରତୀୟ ଏବଂ...

ସମାବେଶକୁ ବାତିଲ କରି ‘ଜରୁରୀ ସାକ୍ଷାତ’ ପାଇଁ ଦିଲ୍ଲୀକୁ ଦୌଡ଼ିଲା

ନୁଆଦିଲ୍ଲୀ: “ଜରୁରୀ ବୈଠକ” ପାଇଁ ନୂଆଦିଲ୍ଲୀକୁ ଫେରିବା ପରେ ମଙ୍ଗଳବାର ଦିନ ହୁଗଲି ଜିଲ୍ଲାର ଦଳର ସଭାପତି ଜେ ପି ନାଡଡାଙ୍କ ଉଭୟ ରାଲିକୁ...

କୋଭିଡ -୧୯ ର ଦ୍ୱିତୀୟ ତରଙ୍ଗ ଭାରତର ଅର୍ଥନୀତିକୁ ଖରାପ କରିବ କି?

ଭାରତର ଅର୍ଥନୀତି ଏକ ନୂତନ ଆର୍ଥିକ ବର୍ଷ ଆରମ୍ଭ କଲାବେଳେ ଏକ ଅନ୍ଧକାର ମେଘ ପାଖେଇ ଆସୁଛି: ଦ୍ୱିତୀୟ ତରଙ୍ଗ | ପ୍ରତ୍ୟେକ ଦିନ...

ଭାରତର ସାମରିକ ରାଜା ସର୍ବୋଚ୍ଚ ଜାତୀୟ ସୁରକ୍ଷା ଆୱାନ ଦେଇଥିଲେ ।

ଭାରତର ବରିଷ୍ଠ ସୈନିକ କମାଣ୍ଡର ସାଇବର ବିପଦରୁ ରକ୍ଷା କରିବା ପାଇଁ ନିର୍ମାଣ କ୍ଷମତା, ଭାରତର ଯୁଦ୍ଧ ଶକ୍ତିର ପୂର୍ଣ୍ଣ ସମ୍ଭାବନାକୁ ବାହାର କରିବା ପାଇଁ ତିନି ସେବା ମଧ୍ୟରେ...

ଆମକୁ ଅଣଦେଖା କରିବା ଛଳନା କଲେ ମଧ୍ୟ ସରକାର କମ୍ପିତ ହେଲେ

କୃଷକ ସଂଗଠନ କେନ୍ଦ୍ର ସରକାରଙ୍କ ସହ ଚାଷ ଆଇନ ଉପରେ ଏକ ବୈଠକ କରିଥିଲା। ୭୭ ଦିନ ହେଲା, ଉଭୟ ପକ୍ଷ ମଧ୍ୟରେ କୌଣସି...