29 C
Bhubaneswar
Wednesday, September 23, 2020

ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

Must read

Hello World!

Ut consectetur purus non mollis luctus. Sed diam metus, pretium eget lacus non, tempor porta massa. Aliquam in enim pretium, semper diam...

ଆକ୍ରମଣ ମାମଲାରେ ପୁନମ ପାଣ୍ଡେଙ୍କ ସ୍ଵାମୀ ଜାମିନ ପାଇଛନ୍ତି ।

ମୁମ୍ବାଇ,ତା,୨୩/୯ ;ଗୋଆ କୋର୍ଟ ଚଳଚ୍ଚିତ୍ର ନିର୍ମାତା ସାମ ବମ୍ବେଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି ଯାହା ତାଙ୍କ ପତ୍ନୀ ପୁଣମ ପାଣ୍ଡେଙ୍କୁ ଗାଳିଗୁଲଜ କରିବା, ଧମକ ଦେବା ଏବଂ ଆକ୍ରମଣ...

ତାମିଲ ଅଭିନେତା ରୁବେନ ଜୟଙ୍କ ଦେହାନ୍ତ

ନୂଆଦିଲ୍ହି,ତା,୨୩/୯;ଲୋକପ୍ରିୟ ତାମିଲ ଅଭିନେତା-ଲେଖକ ରୁବେନ୍ ଜୟଙ୍କର ମଙ୍ଗଳବାର ଦେହାନ୍ତ ହୋଇଛି। ସେ ୫୪ ଥିଲେ। ଖବର ଅନୁଯାୟୀ, ନିକଟରେ ତାଙ୍କୁ ଫୁସଫୁସ କର୍କଟ ରୋଗରେ ଆକ୍ରାନ୍ତ କରାଯାଇଥିଲା ଏବଂ ସେ ମଧ୍ୟ...

ଏହି ତାଲିକାରେ ପିଏମ ମୋଦୀ ଅଛନ୍ତି ।

ନୂଆଦିଲ୍ଲୀ,ତା,୨୩/୯;ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୦୧୪ ରେ କାର୍ଯ୍ୟଭାର ଗ୍ରହଣ କରିବା ପରଠାରୁ ଚତୁର୍ଥ ଥର ପାଇଁ ଟାଇମ୍ ମାଗାଜିନ୍ ର ବାର୍ଷିକ ୧୦୦ ଜଣ...

ଭୁବନେଶ୍ୱର,୬ା୩(ନି.ପ୍ର): ଆଜି ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞ ପ୍ତି ପ୍ରକାଶ ପାଇଛି । ୧୭ଟି ରାଜ୍ୟର ମୋଟ୍ ୫୫ଟି ଆସନରେ ନିର୍ବାଚନ ପାଇଁ ବିଜ୍ଞ ପ୍ତି ପ୍ରକାଶ ପାଇଥିବା ଜଣାଯାଇଛି । ଏଥିମଧ୍ୟରେ ଓଡ଼ିଶାରେ ଖାଲି ହେଉଥିବା ୪ଟି ଆସନ ପାଇଁ ମଧ୍ୟ ହେବ ନିର୍ବାଚନ ହେବ । ଆଜିଠାରୁ ପ୍ରାର୍ଥୀପତ୍ର ଦାଖଲ ପ୍ରକ୍ରିୟା ଆର ମ୍ଭ ହେବ ଏବଂ ପ୍ରାର୍ଥୀମାନେ ସେମାନଙ୍କର ପ୍ରାର୍ଥୀପତ୍ର ମାର୍ଚ୍ଚ ୧୩ ତାରିଖ ଯାଏଁ ଦାଖଲ କରିପାରିବେ । ଠିକ୍ ସେହିପରି ୧୬ ତାରିଖରେ ପ୍ରାର୍ଥୀପତ୍ର ଯାଂଚ କରାଯିବ । ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ହେଉଛି ମାର୍ଚ୍ଚ ୧୮ ।

ଆବଶ୍ୟକସ୍ଥଳେ ଆଗାମୀ ୨୬ ତାରିଖରେ ରାଜ୍ୟସଭା ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ କରାଯିବ ବୋଲି ଜଣାଯାଇଛି । ସୂଚନାଯୋଗ୍ୟ, ଆସନ୍ତା ଏପ୍ରିଲ ମାସରେ ରାଜ୍ୟସଭା ସାଂସଦ ଅନୁଭବ ମହାନ୍ତି, ସରୋଜିନୀ ହେମ୍ର ମ୍ବ, ନରେନ୍ଦ୍ର ସ୍ୱାଇଁ ଓ ରଞ୍ଜୀବ ବିଶ୍ୱାଳଙ୍କ କାର୍ଯ୍ୟକାଳ ସରୁଛି । ଏହି ଆସନ ପୂରଣ ପାଇଁ ନିର୍ବାଚନ ତାରିଖ ଘୋଷଣା କରି ସାରିଛନ୍ତି ନିର୍ବାଚନ କମିଶନ । ଆଉ ଏହି ୪ଜଣ ସାଂସଦଙ୍କ ସ୍ଥାନ କିଏ ନେବେ ତାକୁ ନେଇ ପାୱାର କରିଡରରେ ଚର୍ଚ୍ଚା ଆର ମ୍ଭ ହୋଇଛି ।

ଇତିମଧ୍ୟରେ ଓଡ଼ିଶାରେ ରାଜ୍ୟସଭା ପାଇଁ ଲବି ଜୋରଦାର ଆର ମ୍ଭ ହୋଇଯାଇଛି । ବିଧାୟକଙ୍କ ସଂଖ୍ୟା ଦୃଷ୍ଟିରୁ ୩ଟି ଆସନ ବିଜେଡି ଖାତାକୁ ଯିବା ନିଶ୍ଚିତ । ଆଉ ଏଥିପାଇଁ ବିଜେଡି ସୁପ୍ରିମୋଙ୍କ ନିକଟରେ ଲବି ଜୋରଦାର ଆର ମ୍ଭ ହୋଇଯାଇଛି । କିଛି ଦିନ ତଳେ ତୃତୀୟ ମହଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକଙ୍କୁ ଦେଖିବାକୁ ମିଳିଥିଲା ।

ରମେଶ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ ଏବଂ ଟିକେଟ୍ ପାଇବେ ବୋଲି ଆଶା ଅଛି । ଠିକ୍ ସେହିପରି ବିଜେଡିର ପୂର୍ବତନ ସାଂସଦ ନଗେନ୍ଦ୍ର ପ୍ରଧାନ ଓ ଜଗତସିଂହପୁର ପୂର୍ବତନ ସାଂସଦ କୁଳମଣି ସାମଲ ଆସି ଲବି କରିଥିବା ଜଣାପଡ଼ିଥିଲା । ଅପରପକ୍ଷରେ ବିଜେଡିର ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀ ମଧ୍ୟ ଏହି ଦୌଡ଼ରେ ରହିଛନ୍ତି

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

Hello World!

Ut consectetur purus non mollis luctus. Sed diam metus, pretium eget lacus non, tempor porta massa. Aliquam in enim pretium, semper diam...

ଆକ୍ରମଣ ମାମଲାରେ ପୁନମ ପାଣ୍ଡେଙ୍କ ସ୍ଵାମୀ ଜାମିନ ପାଇଛନ୍ତି ।

ମୁମ୍ବାଇ,ତା,୨୩/୯ ;ଗୋଆ କୋର୍ଟ ଚଳଚ୍ଚିତ୍ର ନିର୍ମାତା ସାମ ବମ୍ବେଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି ଯାହା ତାଙ୍କ ପତ୍ନୀ ପୁଣମ ପାଣ୍ଡେଙ୍କୁ ଗାଳିଗୁଲଜ କରିବା, ଧମକ ଦେବା ଏବଂ ଆକ୍ରମଣ...

ତାମିଲ ଅଭିନେତା ରୁବେନ ଜୟଙ୍କ ଦେହାନ୍ତ

ନୂଆଦିଲ୍ହି,ତା,୨୩/୯;ଲୋକପ୍ରିୟ ତାମିଲ ଅଭିନେତା-ଲେଖକ ରୁବେନ୍ ଜୟଙ୍କର ମଙ୍ଗଳବାର ଦେହାନ୍ତ ହୋଇଛି। ସେ ୫୪ ଥିଲେ। ଖବର ଅନୁଯାୟୀ, ନିକଟରେ ତାଙ୍କୁ ଫୁସଫୁସ କର୍କଟ ରୋଗରେ ଆକ୍ରାନ୍ତ କରାଯାଇଥିଲା ଏବଂ ସେ ମଧ୍ୟ...

ଏହି ତାଲିକାରେ ପିଏମ ମୋଦୀ ଅଛନ୍ତି ।

ନୂଆଦିଲ୍ଲୀ,ତା,୨୩/୯;ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୦୧୪ ରେ କାର୍ଯ୍ୟଭାର ଗ୍ରହଣ କରିବା ପରଠାରୁ ଚତୁର୍ଥ ଥର ପାଇଁ ଟାଇମ୍ ମାଗାଜିନ୍ ର ବାର୍ଷିକ ୧୦୦ ଜଣ...

ଗୌତମ ଗମ୍ଭୀର ଏମଏସ ଧୋନିଙ୍କ ମଧ୍ୟରେ ଝଗଡା ।

ନୁଆଦିଲ୍ଲୀ,୨୩/୯ ;ଏକ ବଡ଼ ଧରଣର ଗୋଡ଼ାଇବା ସମୟରେ ନିଜକୁ ବ୍ୟାଟିଂ ଅର୍ଡରରୁ ଓହ୍ଲାଇ ଆଗରୁ ଆଗେଇ ନଥିଲେ, ପୂର୍ବତନ ଭାରତ ବ୍ୟାଟ୍ସମ୍ୟାନ୍ ଗୌତମ ଗମ୍ଭୀରଙ୍କୁ ରାଜସ୍ଥାନ ରୟାଲ୍ସ ବିପକ୍ଷରେ ସପ୍ତମ...