27 C
Bhubaneswar
Sunday, September 27, 2020

ଜ୍ୟୋତିରାଦିତ୍ୟ ହେବେ ବିଜେପିର ରାଜ୍ୟସଭା ପ୍ରାର୍ଥୀ

Must read

ଆଗେଇ ପାରୁନି ବସଷ୍ଟାଣ୍ଡ ନବୀକରଣ କାମ ।

ଭୁବନେଶ୍ୱର,୨୫ ।୯: ବହୁପ୍ରତୀକ୍ଷିତ ବରମୁଣ୍ଡା ବସଷ୍ଟାଣ୍ଡ ନବୀକରଣକାର୍ଯ୍ୟ ଆଗେଇ ପାରୁନି । ବିଭିନ୍ନ ସମସ୍ୟା ନେଇ ନବୀକରଣ କାର୍ଯ୍ୟବାଧାପ୍ରାପ୍ତ ହେଉଛି । ବିଶେଷ କରି...

ଗଞ୍ଜାମରୁ ସୁରତକୁ ଯାଉଛି ଗଞ୍ଜେଇ ।

ବ୍ରହ୍ମପୁର,୨୫ ।୯: ଗଞ୍ଜାମରୁ ସୂତାକଳରେ କାମ କରିବା ଲାଗି କେବଳଶ୍ ରମିକମାନେ ସୁରତ ଯାଉନାହାନ୍ତି; ଏଠାରୁ ଗଞ୍ଜେଇ ମଧ୍ୟ ଚୋରା ଚାଲାଣ ହେଉଛି ।ଏକ ଟ୍ରକ୍ରେ ସୁରତକୁ ଗଞ୍ଜେଇ ଚାଲାଣବେଳେ...

ପିଆଜ କେଜି ୬୦ରୁ ୧୦୦ ଛୁଇଁବ!

ଭୁବନେଶ୍ୱର,୨୫ ।୯ : ପିଆଜ ଦରରେ ନିଆଁ ଲାଗି ଯାଇଛି । ଖୁଚୁରା ବେପାରିମାନେ ପିଆଜ କିଲୋପ୍ରତି ୬୦ ଟଙ୍କାରେ ବିକିଲେଣି । ଲୋକେ...

ଖଣି ପୁନରୁଦ୍ଧାରରେ କରୋନା ସାଜିଛି ବାଧକ ।

ଭୁବନେଶ୍ୱର,୨୫ ।୯; ଅଚଳ ହୋଇପଡିଥିବା ଖଣିଜ ବ୍ଲକର ପୁନରୁଦ୍ଧାର ସହିତ ରାଜ୍ୟରେ ଖଣି କାର୍ଯ୍ୟଚଳାଇବା ପାଇଁ ସରକାର ପ୍ରସ୍ତୁତ ହେଉଥିବା ବେଳେ କରୋନା ମହାମାରୀଏ...

ନୂଆଦିଲ୍ଲୀ,୧୧ା୩: କଂଗ୍ରେସ ସହ ନିଜର ୧୮ ବର୍ଷର ପୁରୁଣା ସଂପର୍କକୁ ଛିନ୍ନ କରି ଆଜି ଅପରାହ୍ଣରେ ବିଜେପିରେ ଆନୁଷ୍ଠାନିକ ଭାବେ ଯୋଗ ଦେଇଥିବା ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ବିଜେପି ନିଜର ରାଜ୍ୟସଭା ପ୍ରାର୍ଥୀଭାବେ ସନ୍ଧ୍ୟାରେ ଘୋଷଣା କରିଛି । ମଧ୍ୟପ୍ରଦେଶର ପୂର୍ବତନ ବିଜେପି ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ଏହି ଘୋଷଣା କରିଛନ୍ତି । ଉଲ୍ଲେଖଯୋଗ୍ୟ ଆସନ୍ତା ୨୬ ତାରିଖରେ ହେବାକୁ ଥିବା ରାଜ୍ୟସଭା ନିର୍ବାଚନରେ ମଧ୍ୟପ୍ରଦେଶର ୩ଟି ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ ।

ମଧ୍ୟପ୍ରଦେଶରେ ବିଭିନ୍ନ ରାଜନୈତିକ ଦଳର ବିଧାୟକମାନଙ୍କର ସଂଖ୍ୟା ଯାହା ରହିଛି ସେଥିରେ ଉଭୟ ବିଜେପି ଓ କଂଗ୍ରେସ ପ୍ରଥମ ପସନ୍ଦ ଭୋଟ ଜରିଆରେ ନିଜର ଜଣେଜଣେ ପ୍ରାର୍ଥୀଙ୍କୁ ନିର୍ବାଚିତ କରାଇ ପାରିବା ବେଳେ ତୃତୀୟ ଆସନ ପାଇଁ ନିର୍ବାଚନ ହେବ । ୪୯ ବର୍ଷ ବୟସ୍କ ଜ୍ୟୋତିରାଦିତ୍ୟ ସିନ୍ଧିଆ ପୂର୍ବରୁ ୨୦୦୧ ମସିହା ଠାରୁ ମଧ୍ୟପ୍ରଦେଶର ଗୋନା ସଂସଦୀୟ କ୍ଷେତ୍ରରୁ ୪ ଥର ସାଂସଦ ରହି ସାରିଛନ୍ତ । ମଧ୍ୟପ୍ରଦେଶରେ କଂଗ୍ରେସକୁ ଶାସନ କ୍ଷମତାକୁ ଆଣିବାରେ ଜ୍ୟୋତିରାଦିତ୍ୟଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା ।

ତେବେ, କମଲନାଥ ମୁଖ୍ୟମନ୍ତ୍ରୀ ହେବାପରେ ଜ୍ୟୋତିରାଦିତ୍ୟଙ୍କ ପ୍ରତି ଅସହିଷ୍ଣୁ ହୋଇ ପଡ଼ିଥିଲେ । କଂଗ୍ରେସ ପ୍ରାର୍ଥୀରୂପେ ଜ୍ୟୋତିରାଦିତ୍ୟ ରାଜ୍ୟସଭାକୁ ମନୋନୀତ ହେବାକୁୂ ଲକ୍ଷ୍ୟ ରଖିଥିଲେ ମଧ୍ୟ ଏଥିରେ ବଡ଼ ପ୍ରତିବନ୍ଧକ ସାଜିଥିଲେ କମଲନାଥ । ଯେଉଁ କାରଣ ପାଇଁ ସେ କଂଗ୍ରେସ ଛାଡ଼ିବାକୁ ବାଧ୍ୟ ହୋଇଥିବା କୁହାଯାଉଛି ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ଆଗେଇ ପାରୁନି ବସଷ୍ଟାଣ୍ଡ ନବୀକରଣ କାମ ।

ଭୁବନେଶ୍ୱର,୨୫ ।୯: ବହୁପ୍ରତୀକ୍ଷିତ ବରମୁଣ୍ଡା ବସଷ୍ଟାଣ୍ଡ ନବୀକରଣକାର୍ଯ୍ୟ ଆଗେଇ ପାରୁନି । ବିଭିନ୍ନ ସମସ୍ୟା ନେଇ ନବୀକରଣ କାର୍ଯ୍ୟବାଧାପ୍ରାପ୍ତ ହେଉଛି । ବିଶେଷ କରି...

ଗଞ୍ଜାମରୁ ସୁରତକୁ ଯାଉଛି ଗଞ୍ଜେଇ ।

ବ୍ରହ୍ମପୁର,୨୫ ।୯: ଗଞ୍ଜାମରୁ ସୂତାକଳରେ କାମ କରିବା ଲାଗି କେବଳଶ୍ ରମିକମାନେ ସୁରତ ଯାଉନାହାନ୍ତି; ଏଠାରୁ ଗଞ୍ଜେଇ ମଧ୍ୟ ଚୋରା ଚାଲାଣ ହେଉଛି ।ଏକ ଟ୍ରକ୍ରେ ସୁରତକୁ ଗଞ୍ଜେଇ ଚାଲାଣବେଳେ...

ପିଆଜ କେଜି ୬୦ରୁ ୧୦୦ ଛୁଇଁବ!

ଭୁବନେଶ୍ୱର,୨୫ ।୯ : ପିଆଜ ଦରରେ ନିଆଁ ଲାଗି ଯାଇଛି । ଖୁଚୁରା ବେପାରିମାନେ ପିଆଜ କିଲୋପ୍ରତି ୬୦ ଟଙ୍କାରେ ବିକିଲେଣି । ଲୋକେ...

ଖଣି ପୁନରୁଦ୍ଧାରରେ କରୋନା ସାଜିଛି ବାଧକ ।

ଭୁବନେଶ୍ୱର,୨୫ ।୯; ଅଚଳ ହୋଇପଡିଥିବା ଖଣିଜ ବ୍ଲକର ପୁନରୁଦ୍ଧାର ସହିତ ରାଜ୍ୟରେ ଖଣି କାର୍ଯ୍ୟଚଳାଇବା ପାଇଁ ସରକାର ପ୍ରସ୍ତୁତ ହେଉଥିବା ବେଳେ କରୋନା ମହାମାରୀଏ...

ସୌର ପାର୍କ ପ୍ରତିଷ୍ଠା ବିଳମ୍ବ ହେଉଛି ।

ଭୁବନେଶ୍ୱର,୨୫ ।୯: ଓଡିଶାରେ ସୌର ପାର୍କ ପ୍ରତିଷ୍ଠାର ପର୍ଯ୍ୟାପ୍ତ ସୁଯୋଗ ଥିବାବେଳେ ଏଥିରେ କିନ୍ତୁ ବିଳମ୍ବ ହେବାରେ ଲାଗିଛି । ଦେଶର ଅନ୍ୟ ରାଜ୍ୟଗୁଡିକ...