28.1 C
Bhubaneswar
Friday, July 30, 2021

ମୁହଁ ଖୋଲିଲେ ରାହୁଲ ଗାନ୍ଧି

Must read

ନୂଆଦିଲ୍ଲୀ,୧୧ା୩: ଜ୍ୟୋତିରାଦିତ୍ୟ ସିନ୍ଧିଆ ବିଜେପିରେ ଯୋଗ ଦେବା ପରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପ୍ରତିକ୍ରିୟା ରଖିଛନ୍ତି । ଜ୍ୟୋତିରାଦିତ୍ୟ ସିନ୍ଧିଆ ବିଜେପିରେ ଯୋଗ ଦେବା ପୂର୍ବରୁ ରାହୁଲଙ୍କୁ ଭେଟିବାକୁ ଚେଷ୍ଟା କରିଥିଲେ । ଏହି ପ୍ରସଙ୍ଗରେ ଗଣମାଧ୍ୟମ ପ୍ରତିନିଧି ରାହୁଲଙ୍କୁ ପ·ରିଥିଲେ । ଜବାବରେ ରାହୁଲ କହିଥିଲେ, ସେ ଏକମାତ୍ର ବ୍ୟକ୍ତି ଥିଲେ, ଯିଏକି ତାଙ୍କ ଘରକୁ ଯେତେବେଳ ·ହିଁଥିଲେ ଆସିପାରିଥାନ୍ତେ

- Advertisement -spot_img

More articles

LEAVE A REPLY

Please enter your comment!
Please enter your name here

- Advertisement -spot_img

Latest article