27 C
Bhubaneswar
Wednesday, September 23, 2020

ନାମାଙ୍କନ ପତ୍ର ଦାଖଲ କଲେ ୪ ପ୍ରାର୍ଥୀ, ଜଣେ କୋଟିପତି

Must read

ଫସଲ ନଷ୍ଟ ସମ୍ପର୍କରେ ଜିଲ୍ଲାପାଳଙ୍କୁ ଦାବିପତ୍ର

କେନ୍ଦ୍ରାପଡା, ୨୦/୯ : କେନ୍ଦ୍ରାପଡାବ୍ଲକ ଅନ୍ତର୍ଗତ ଓସ୍ତପୁର ପଂଚାୟତରନାଗପୁର ଓ ଦେପୁର ଗ୍ରାମର କୃଷିଜୀବୀମାନେ ଜିଲ୍ଲାପାଳଙ୍କୁ ଭେଟିଅଭିଯୋଗ କରିଛନ୍ତି ଯେ ନାଗପୁର ପାଟଗୋବରୀ ନଦୀ...

ନରେନ୍ଦ୍ର ମୋଦି ହେଉଛନ୍ତି ଅଦ୍ୱିତୀୟ ରାଷ୍ଟ୍ରନେତା

ଭୁବନେଶ୍ୱର, ୨୦/୯ : ଗତକାଲି ଏବଂ ଆଜି ଭାରତବର୍ଷର ଯଶସ୍ୱୀପ୍ରଧାନମନ୍ତ୍ରୀ ମାନ୍ୟବର ନରେନ୍ଦ୍ରମୋଦିଜୀଙ୍କ ବ୍ୟକ୍ତିତ୍ୱ ଓ ନେତୃତ୍ୱକୁ ନେଇୱେବିନାର ଭିଡିଓ କନଫରେନ୍ସଜରିଆରେ ରାଜ୍ୟର ୨ଟି...

ବ୍ରହ୍ମପୁର ବିଶ୍ୱ ବିଦ୍ୟାଳୟରେ ବିକ୍ଷୋଭ ପ୍ରଦର୍ଶନ

ବ୍ରହ୍ମପୁର,୨୦।୯: ରାଜ୍ୟସରକାରଙ୍କ ଦ୍ୱାରା ପ୍ରଣିତ ଶିକ୍ଷାନୀତିକୁ ବନ୍ଦକରିବା ଏବଂ ଅଧିନିୟମ ୧୯୮୯ କୁପ୍ରତ୍ୟାହାର କରିବା ଦାବି କରି ଅଲଇଣ୍ଡିଆ ଡିଏସଓ ପକ୍ଷରୁ ସମଗ୍ର ରାଜ୍ୟରେଦାବୀ...

ଜିଲ୍ଲା ସ୍ତରୀୟ ଜାତୀୟ ଶିକ୍ଷ୍ୟା ନୀତି ଉପରେ ୱେବିନାର

ମାଲକାନଗିରି,୨୦/୯: ସ୍ଥାନୀୟ ନେହୁରୁ ଯୁବ ସଂଗଠନ ମାଲକାନଗିରି ଶାଖା ତରଫରୁ ଏକ ଦିବସ ଆଲୋଚନା ଚକ୍ର ୱେବିନାର ମାଧ୍ୟମରେଷ୍ଟାଡିୟମ ଠାରେ ଅନୁଷ୍ଠିତ ହୋଇଯାଇଛି ।ଏହି...

ଭୁବନେଶ୍ୱର,୧୧ା୩ (ନି.ପ୍ର):ରାଜ୍ୟସଭା ନିର୍ବାଚନ ଲାଗି ବିଜେଡି ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି । ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପ…ନାୟକଙ୍କ ଗହଣରେ ଆସି ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରିଥିଲେ । ଏମାନଙ୍କ ମଧ୍ୟରେ ସୁବାସ ସିଂ, ମୁନା ଖାଁ, ସୁଜିତ କୁମାର ଏବଂ ମମତା ମହାନ୍ତ ରହିଛନ୍ତି । ବିଧାନସଭାରେ ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ବିଜେଡ଼ିର ୪ ଜଣଯାକ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଛନ୍ତି । ୧୩ ତାରିଖ ନାମାଙ୍କନପତ୍ର ଦାଖଲର ଶେଷ ତାରିଖ ରହଛି ।

ସଂଖ୍ୟା ଦୃଷ୍ଟିରୁ ବିଜେଡି ୩ଟି ଆସନ ନେବା ଏକପ୍ରକାର ସୁନିଶ୍ଚିତ । ଏପଟେ ବିଜେଡିର ପ୍ରାର୍ଥୀଙ୍କୁ କଂଗ୍ରେସ ସମର୍ଥନ କରିବ କି ନାହିଁ ତାହା ସ୍ପଷ୍ଟ ହୋଇନଥିବାବେଳେ ବିଜେପି ମଧ୍ୟ ପ୍ରାର୍ଥୀ ଦେବ କି ନାହିଁ େ ଘାଷଣା କରିନାହିଁ । ତେଣୁ ୪ର୍ଥ ଆସନ ମଧ୍ୟ ବିଜେଡି ଖାତାକୁ ଯିବାର ସ ମ୍ଭାବନା ଅଧିକ ରହିଛି । ଅନ୍ୟପକ୍ଷରେ ପ୍ରାର୍ଥୀମାନଙ୍କ ସଂପତି ତାଲିକା ସାମ୍ନାକୁ ଆସିଛି । ପ୍ରାର୍ଥୀଙ୍କ ପକ୍ଷରୁ ଦାଖଲ ଆଫିଡେଭିଟ୍ ଅନୁଯାୟୀ ସୁଜିତ କୁମାରଙ୍କ ପାଖରେ ବର୍ତମାନ ୧କୋଟି ୧୦ଲକ୍ଷ ଟଙ୍କାରୁ ଅଧିକ ସମ୍ପଗ୍ଧି ରହିଛି ।

ସେହିଭଳି ଭାବରେ ମମତା ମହାନ୍ତଙ୍କ ପାଖରେ ୨୫ଲକ୍ଷ ୩ ହଜାର ଟଙ୍କାରୁୁ ଅଧିକ ସମ୍ପତ ରହିଥିବା ବେଳେ ସୁବାସ ସିଂହଙ୍କ ପାଖରେ ୨୩ ଲକ୍ଷ ୩୭ ହଜାର ଟଙ୍କାର ସମ୍ପତ ରହିଛି । ଚତୁର୍ଥ ପ୍ରାର୍ଥୀ ମୁନ୍ନା ଖାଁଙ୍କ ପାଖରେ ସର୍ବମୋଟ ୩୨ଲକ୍ଷ ୯୫ ହଜାର ଟଙ୍କାର ସମ୍ପତି ରହିଥିବା ସ୍ପଷ୍ଟ ହୋଇଛି । ସୂଚନା ମୁତାବକ, ବିଧାନସଭାରେ ପ୍ରାର୍ଥୀପତ୍ର ଦାଖଲ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପ…ନାୟକଙ୍କ ବ୍ୟତୀତ ବିଜେଡିର ବହୁ ମନ୍ତ୍ରୀ ଓ ବିଧାୟକ ଉପସ୍ଥିତ ଥିଲେ । ଏଠାରେ ସ୍ମରଣ କରାଇଦିଆଯାଇ ପାରେ ଯେ ଖାଲି ପଡ଼ିଥିବା ରାଜ୍ୟସଭା ଆସନଗୁଡ଼ିକ ନିମନ୍ତେ ଆସନ୍ତା ମାର୍ଚ ୨୬ତାରିଖ ଦିନ ଭୋଟ୍ ଗ୍ରହଣ କରାଯିବ

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ଫସଲ ନଷ୍ଟ ସମ୍ପର୍କରେ ଜିଲ୍ଲାପାଳଙ୍କୁ ଦାବିପତ୍ର

କେନ୍ଦ୍ରାପଡା, ୨୦/୯ : କେନ୍ଦ୍ରାପଡାବ୍ଲକ ଅନ୍ତର୍ଗତ ଓସ୍ତପୁର ପଂଚାୟତରନାଗପୁର ଓ ଦେପୁର ଗ୍ରାମର କୃଷିଜୀବୀମାନେ ଜିଲ୍ଲାପାଳଙ୍କୁ ଭେଟିଅଭିଯୋଗ କରିଛନ୍ତି ଯେ ନାଗପୁର ପାଟଗୋବରୀ ନଦୀ...

ନରେନ୍ଦ୍ର ମୋଦି ହେଉଛନ୍ତି ଅଦ୍ୱିତୀୟ ରାଷ୍ଟ୍ରନେତା

ଭୁବନେଶ୍ୱର, ୨୦/୯ : ଗତକାଲି ଏବଂ ଆଜି ଭାରତବର୍ଷର ଯଶସ୍ୱୀପ୍ରଧାନମନ୍ତ୍ରୀ ମାନ୍ୟବର ନରେନ୍ଦ୍ରମୋଦିଜୀଙ୍କ ବ୍ୟକ୍ତିତ୍ୱ ଓ ନେତୃତ୍ୱକୁ ନେଇୱେବିନାର ଭିଡିଓ କନଫରେନ୍ସଜରିଆରେ ରାଜ୍ୟର ୨ଟି...

ବ୍ରହ୍ମପୁର ବିଶ୍ୱ ବିଦ୍ୟାଳୟରେ ବିକ୍ଷୋଭ ପ୍ରଦର୍ଶନ

ବ୍ରହ୍ମପୁର,୨୦।୯: ରାଜ୍ୟସରକାରଙ୍କ ଦ୍ୱାରା ପ୍ରଣିତ ଶିକ୍ଷାନୀତିକୁ ବନ୍ଦକରିବା ଏବଂ ଅଧିନିୟମ ୧୯୮୯ କୁପ୍ରତ୍ୟାହାର କରିବା ଦାବି କରି ଅଲଇଣ୍ଡିଆ ଡିଏସଓ ପକ୍ଷରୁ ସମଗ୍ର ରାଜ୍ୟରେଦାବୀ...

ଜିଲ୍ଲା ସ୍ତରୀୟ ଜାତୀୟ ଶିକ୍ଷ୍ୟା ନୀତି ଉପରେ ୱେବିନାର

ମାଲକାନଗିରି,୨୦/୯: ସ୍ଥାନୀୟ ନେହୁରୁ ଯୁବ ସଂଗଠନ ମାଲକାନଗିରି ଶାଖା ତରଫରୁ ଏକ ଦିବସ ଆଲୋଚନା ଚକ୍ର ୱେବିନାର ମାଧ୍ୟମରେଷ୍ଟାଡିୟମ ଠାରେ ଅନୁଷ୍ଠିତ ହୋଇଯାଇଛି ।ଏହି...

ଜମ୍ମୁ ଓ କାଶ୍ମୀର ରେ ଆତଙ୍କି ଆକ୍ରମଣ ।

ଶ୍ରୀନଗର: ସୋମବାର ସକାଳେ ଶ୍ରୀନଗରର ନୋଭଗାମରେ ଆତଙ୍କବାଦୀମାନେ ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ (ସିଆରପିଏଫ) ଦଳ ଉପରେ ଆକ୍ରମଣ କରିଥିଲେ। ଆତଙ୍କବାଦୀମାନେ ସିଆରପିଏଫ ର ୧୧୦ ବାଟାଲିୟନର ଏକ ଅଂଶକୁ...