34 C
Bhubaneswar
Sunday, February 28, 2021

ବିଧାନସଭାକୁ ବନ୍ଦ କରାଯିବା ଅଗଣତାନ୍ତ୍ରିକ

Must read

ବିଜେପି ଦ୍ଵାରା ଯୋଜନା କରାଯାଇଥିବା ରେଡ ଦୁର୍ଗ ଘଟଣା

ପୁଡୁଚେରୀ : କଂଗ୍ରେସ ସରକାର କେନ୍ଦ୍ର ସରକାରଙ୍କ ଯୋଜନା କାର୍ଯ୍ୟକାରୀ କରିବା ପାଇଁ "କ୍ଷୁଦ୍ର ରାଜନୀତି" କରିଛନ୍ତି ବୋଲି ରବିବାର ଦିନ ପୋଲଡୁଚେରୀର କରାଇକ୍କାଲରେ...

ଜିତେନ୍ଦ୍ର ମିଶ୍ର କାନାଡାର ଅଗ୍ରଣୀ ଚଳଚ୍ଚିତ୍ର ମହୋତ୍ସବ ପାଇଁ ଜୁରି ଚୟନ କରିଥିଲେ

ନୁଆଦିଲ୍ଲୀ: ଜିତେନ୍ଦ୍ର ମିଶ୍ର କାନାଡାର ଅଗ୍ରଣୀ ଚଳଚ୍ଚିତ୍ର ମହୋତ୍ସବ ପାଇଁ ଜୁରି ଚୟନ କରିଛନ୍ତି: ୨୪ ତମ ମଣ୍ଟ୍ରିଆଲ୍ ଆନ୍ତର୍ଜାତୀୟ ଶିଶୁ ଚଳଚ୍ଚିତ୍ର ଫେଷ୍ଟିଭ୍...

ସମ୍ବଲପୁର ଜେଲ ଭିତରେ ମଦ୍ୟପ ୱାର୍ଡର ସହକର୍ମୀ ଆକ୍ରମଣ।

ସମ୍ବଲପୁର: ଶନିବାର ବିଳମ୍ବିତ ରାତିରେ ଜଣେ ୱାର୍ଡର ତାଙ୍କ ଦୁଇ ସହକର୍ମୀଙ୍କ ଉପରେ ଆକ୍ରମଣ କରିଥିବା ଅଭିଯୋଗ ହେବା ପରେ ସମ୍ବଲପୁର ସର୍କଲ ଜେଲ ମଧ୍ୟରେ ଉତ୍ତେଜନା ଦେଖାଦେଇଥିଲା।

ଅନେକ ଅଂଶରେ ସାଧାରଣ ଠାରୁ ୫ ଡିଗ୍ରୀ ବଞ୍ଚିବା ପାଇଁ ତାପମାତ୍ରା |

ଭୁବନେଶ୍ଵର: ଭାରତ ପାଣିପାଗ ବିଭାଗ (ଆଇଏମଡି) ଶନିବାର ଦିନ ପୂର୍ବାନୁମାନ ଅନୁଯାୟୀ ଓଡିଶାର ଅନେକ ଅଂଶ ପାଇଁ ସର୍ବାଧିକ ତାପମାତ୍ରା ବୃଦ୍ଧି ପାଇବ...

ଭୁବନେଶ୍ୱର,୧୪ା୩(ନି.ପ୍ର.): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ୫୯୨ କୋଟି ଟଙ୍କାକୁ ବୁଡାଇ ଦେବାର ଚକ୍ରାନ୍ତ ରଚିଥିବା ବିଜୁ ଜନତା ଦଳର ସରକାର ବିଧାନସଭାରେ ଜବାବ ଦେଇପାରିଲେ ନାହିଁ । ଗୃହରେ ବିରୋଧୀ ସରକାରଙ୍କୁ ୟେସ ବ୍ୟାଙ୍କ କେଳେଙ୍କାରି ବିଷୟରେ ଯେପରି ଭାବେ ଘେରିଲେ ସରକାର ଅଣନିଶ୍ୱାସୀ ହୋଇପଡିଛନ୍ତି । ସରକାରର ମୁହଁ କଳା ପଡିଯାଇଛି । ଶ୍ରୀଜଗନ୍ନାଥଙ୍କ ପଇସା ସରକାରି ବ୍ୟାଙ୍କରୁ ଆଣି ସରକାରଙ୍କର ଅନୁମୋଦନ ତାଲିକାରେ ନଥିବା ଏକ ଘରୋଇ ବ୍ୟାଙ୍କରେ କାହିଁକି ରଖାଗଲା ବୋଲି ବିରୋଧୀ ଦଳ ନେତା ପ୍ରଦୀ ପ୍ତ ନାଏକ ପ୍ରଶ୍ନ କରିଛନ୍ତି । ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ସା ମ୍ବାଦିକ ସମ୍ମିଳନୀରେ ଶ୍ରୀ ନାଏକ କହିଛନ୍ତି ଯେ, ମାର୍ଚ୍ଚ ୧୯ରେ ସରକାର ଏହି ଅର୍ଥ ୟେସ ବ୍ୟାଙ୍କରୁ ଉଠାଇ ଆଣିବେ ବୋଲି ଦେ ମ୍ଭାକ୍ତି ଦେଇଥିଲେ । ଯଦି ସରକାର ସେହି ତାରିଖରେ ପଇସା ଫେରାଇ ଆଣିପାରିବେ ନାହିଁ ତାହେଲେ ବିଧାନସଭାରେ ହରଡ ଘଣାରେ ପଡିଥାନ୍ତେ । ତେଣୁ ତାହା ପୂର୍ବରୁ ଜାଣିଶୁଣି ବାହାନାବାଜି କରି ବିଧାନସଭାକୁ ବନ୍ଦ କରିଦେଲେ ହେଲେ ଯେତେ ଘଂଟ ଘୋଡାଇଲେ ବି ସତ ବାହାରିବ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପଇସାକୁ ଲୁଟ କରିବାରେ ଯେଉଁମାନେ ଦୋଷି ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନହେବା ପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି ଚୁପ ବସିବ ନାହିଁ । ଯଦି ରାଜ୍ୟ ସରକାର ଭାବୁଥାନ୍ତି ଯେ ସେମାନେ ଚଂଚକତା କରି ୟେସ ବ୍ୟାଙ୍କ କେଳେଙ୍କାରିରୁ ଖସି ଯିବେ ତାହା କେବେବି ସଫଳ ହେବ ନାହିଁ । ଭାରତୀୟ ଜନତା ପାର୍ଟି ସେହି ମହା ଦୁର୍ନିତିର ମହାନାୟକ ମାନଙ୍କୁ ଗୋଡେଇ ଧରିବ ବୋଲି ଶ୍ରୀନାଏକ ଚେତାବନୀ ଦେଇଛନ୍ତି । ରାଜ୍ୟରେ ଏବେ ସୁଦ୍ଧା କରୋନା ଭାଇରାସରେ କେହି ଆକ୍ରାନ୍ତ ହୋଇନାହାନ୍ତି । ଯେତେ ଗୁଡିଏ ପରୀକ୍ଷା ହୋଇଛି ସବୁ ନେଗେଟିଭ ବାହାରିଛି । କିନ୍ତୁ ବିଧାନସଭାକୁ କରୋନା ପାଇଁ ବାତିଲ କରାଯିବା ନେଇ ଶାସକ ଦଳର ପ୍ରସ୍ତାବ ଓ ଏହା ଉପରେ ବାଚସ୍ପତିଙ୍କ ମୋହର ସରକାରଙ୍କର ଦେବାଳିଆ ମାନସିକତା ଓ ପଳାୟନ ପନ୍ଥି ମନୋଭାବକୁ ପ୍ରମାଣିତ କରୁଛି । ବିଧାନସଭା ସହିତ କରୋନା ଭାଇରସର ସର୍ମ୍ପକ କଣ ବୁଝାପଡୁନି ।ବିଧାନସଭା ଚାଲିଲେ କରୋନା ଭାଇରସ କିପରି ବ୍ୟାପିବ ? ସରକାରଙ୍କର ଏପ୍ରକାର ଚିନ୍ତାଧାରା ବଡ ଅଜବ । କେବଳ ମହାପ୍ରଭୁଙ୍କ ଅର୍ଥକୁ ହରିଲୁଟ ଏବେ ଧରାପଡିଯିବା ପରେ ସେଥିରୁ ବର୍ତିବା ପାଇଁ ଏହା ଏକ ନାଟକ ବୋଲି ମୁଖ୍ୟସଚେତକ ଶ୍ରୀ ମୋହନ ମାଝୀ କହିଛନ୍ତି । ବର୍ତମାନ ଦେଶରେ ସଂସଦରେ ବଜେଟ ଅଧିବେସନ ସୁରୁଖୁରୁରେଭୁବନେଶ୍ୱର,୧୪ା୩(ନି.ପ୍ର.): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ୫୯୨ କୋଟି ଟଙ୍କାକୁ ବୁଡାଇ ଦେବାର ଚକ୍ରାନ୍ତ ରଚିଥିବା ବିଜୁ ଜନତା ଦଳର ସରକାର ବିଧାନସଭାରେ ଜବାବ ଦେଇପାରିଲେ ନାହିଁ । ଗୃହରେ ବିରୋଧୀ ସରକାରଙ୍କୁ ୟେସ ବ୍ୟାଙ୍କ କେଳେଙ୍କାରି ବିଷୟରେ ଯେପରି ଭାବେ ଘେରିଲେ ସରକାର ଅଣନିଶ୍ୱାସୀ ହୋଇପଡିଛନ୍ତି । ସରକାରର ମୁହଁ କଳା ପଡିଯାଇଛି । ଶ୍ରୀଜଗନ୍ନାଥଙ୍କ ପଇସା ସରକାରି ବ୍ୟାଙ୍କରୁ ଆଣି ସରକାରଙ୍କର ଅନୁମୋଦନ ତାଲିକାରେ ନଥିବା ଏକ ଘରୋଇ ବ୍ୟାଙ୍କରେ କାହିଁକି ରଖାଗଲା ବୋଲି ବିରୋଧୀ ଦଳ ନେତା ପ୍ରଦୀ ପ୍ତ ନାଏକ ପ୍ରଶ୍ନ କରିଛନ୍ତି । ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ସା ମ୍ବାଦିକ ସମ୍ମିଳନୀରେ ଶ୍ରୀ ନାଏକ କହିଛନ୍ତି ଯେ, ମାର୍ଚ୍ଚ ୧୯ରେ ସରକାର ଏହି ଅର୍ଥ ୟେସ ବ୍ୟାଙ୍କରୁ ଉଠାଇ ଆଣିବେ ବୋଲି ଦେ ମ୍ଭାକ୍ତି ଦେଇଥିଲେ । ଯଦି ସରକାର ସେହି ତାରିଖରେ ପଇସା ଫେରାଇ ଆଣିପାରିବେ ନାହିଁ ତାହେଲେ ବିଧାନସଭାରେ ହରଡ ଘଣାରେ ପଡିଥାନ୍ତେ । ତେଣୁ ତାହା ପୂର୍ବରୁ ଜାଣିଶୁଣି ବାହାନାବାଜି କରି ବିଧାନସଭାକୁ ବନ୍ଦ କରିଦେଲେ ହେଲେ ଯେତେ ଘଂଟ ଘୋଡାଇଲେ ବି ସତ ବାହାରିବ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପଇସାକୁ ଲୁଟ କରିବାରେ ଯେଉଁମାନେ ଦୋଷି ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନହେବା ପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି ଚୁପ ବସିବ ନାହିଁ । ଯଦି ରାଜ୍ୟ ସରକାର ଭାବୁଥାନ୍ତି ଯେ ସେମାନେ ଚଂଚକତା କରି ୟେସ ବ୍ୟାଙ୍କ କେଳେଙ୍କାରିରୁ ଖସି ଯିବେ ତାହା କେବେବି ସଫଳ ହେବ ନାହିଁ । ଭାରତୀୟ ଜନତା ପାର୍ଟି ସେହି ମହା ଦୁର୍ନିତିର ମହାନାୟକ ମାନଙ୍କୁ ଗୋଡେଇ ଧରିବ ବୋଲି ଶ୍ରୀନାଏକ ଚେତାବନୀ ଦେଇଛନ୍ତି । ରାଜ୍ୟରେ ଏବେ ସୁଦ୍ଧା କରୋନା ଭାଇରାସରେ କେହି ଆକ୍ରାନ୍ତ ହୋଇନାହାନ୍ତି । ଯେତେ ଗୁଡିଏ ପରୀକ୍ଷା ହୋଇଛି ସବୁ ନେଗେଟିଭ ବାହାରିଛି । କିନ୍ତୁ ବିଧାନସଭାକୁ କରୋନା ପାଇଁ ବାତିଲ କରାଯିବା ନେଇ ଶାସକ ଦଳର ପ୍ରସ୍ତାବ ଓ ଏହା ଉପରେ ବାଚସ୍ପତିଙ୍କ ମୋହର ସରକାରଙ୍କର ଦେବାଳିଆ ମାନସିକତା ଓ ପଳାୟନ ପନ୍ଥି ମନୋଭାବକୁ ପ୍ରମାଣିତ କରୁଛି । ବିଧାନସଭା ସହିତ କରୋନା ଭାଇରସର ସର୍ମ୍ପକ କଣ ବୁଝାପଡୁନି ।ବିଧାନସଭା ଚାଲିଲେ କରୋନା ଭାଇରସ କିପରି ବ୍ୟାପିବ ? ସରକାରଙ୍କର ଏପ୍ରକାର ଚିନ୍ତାଧାରା ବଡ ଅଜବ । କେବଳ ମହାପ୍ରଭୁଙ୍କ ଅର୍ଥକୁ ହରିଲୁଟ ଏବେ ଧରାପଡିଯିବା ପରେ ସେଥିରୁ ବର୍ତିବା ପାଇଁ ଏହା ଏକ ନାଟକ ବୋଲି ମୁଖ୍ୟସଚେତକ ଶ୍ରୀ ମୋହନ ମାଝୀ କହିଛନ୍ତି । ବର୍ତମାନ ଦେଶରେ ସଂସଦରେ ବଜେଟ ଅଧିବେସନ ସୁରୁଖୁରୁରେ ଚାଲିଥିବାବେଳେ ଦିଲ୍ଲୀ, ତେଲେଙ୍ଗାନା, ଆସାମ, ରାଜସ୍ଥାନ, ପଂଜାବ, କର୍ଣ୍ଣାଟକ,ବିହାର ଆଦି ରାଜ୍ୟରେ ବିଧାନସଭା ଅଧିବେସନ ବି ଚାଲିଛି । କେଉଁଠି ବି କରୋନା ପାଇଁ ବିଧାନସଭାକୁ ଅଧାରୁ ବନ୍ଦ କରିଦିଆଯିବାର ଖବର ନାହିଁ । ହେଲେ ଓଡିଶା, ଯେଉଁଠି ଜଣେ ହେଲେ କରୋନା ରୋଗୀ ନାହାନ୍ତି ସେଠାରେ ସରକାର କଣ ପାଇଁ ବିଧାନସଭାକୁ ବନ୍ଦ କରିବା ପାଇଁ ଚାହିଁଲେ ବୋଲି ଶ୍ରୀ ମାଝୀ ପ୍ରଶ୍ନ କରିଛନ୍ତି । ସରକାରଙ୍କ ଏପ୍ରକାର ମନମାନି ଚଳିବ ନାହିଁ । ଏହାକୁ ଆମେ ଦୃଢ ସ୍ୱରରେ ନିନ୍ଦା କରୁଛୁ । ବାଚସ୍ପତି ତାଙ୍କ ନିଷ୍ପତି ବଦଳାନ୍ତୁ ଓ ପୁର୍ବ ନିର୍ଦ୍ଧାରିତ ତାରିଖ ଅନୁସାରେ ଗୃହକୁ ଚଲାନ୍ତୁ ବୋଲି ଶ୍ରୀ ମାଝୀ କହିଛନ୍ତି । ବିଧାନସଭାର ବଜେଟ ଅଧିବେସନର ଆହୁରି ୨୦ କାର୍ଯ୍ୟଦିବସ ବାକି ଅଛି । ଅନେକ ବିଭାଗର ଖର୍ଚ୍ଚ ଦାବି ଉପରେ ବି ଆଲୋଚନା ବି ହୋଇଥାନ୍ତା । କରୋନା ଆଳରେ ଏବେ ବିନା ଖର୍ଚ୍ଚ ଦାବି ଆଲୋଚନାରେ ବ୍ୟୟ ବରାଦକୁ ପାସ କରାଇବେ । ଓଡିଶାର ମୁଖ୍ୟମନ୍ତ୍ରୀ ଏକ ଅସୁସ୍ଥ ପରମ୍ପରା ସୃଷ୍ଟି କରିବା ପାଇଁ ଯାଉଛନ୍ତି ବୋଲି ଶ୍ରୀ ମାଝୀ ଅଭିଯୋଗ କରିଛନ୍ତି । କୋରୋନା ଚିନ୍ତା ଆଜି ସାଧାରଣ ଜନତାଙ୍କୁ ନୁହେଁ ବରଂ ବିଜେଡିକୁ ଘାରିଛି । ରାଜ୍ୟସରକାର ଆମ ମାନଙ୍କ ଦ୍ୱାରା ହିଁ କୋରୋନା ସ ମ୍ବନ୍ଧରେ ସଚେତନ କରାଇ ପାରିଥାନ୍ତେ କିନ୍ତୁ ତାହା ନକରି ବିଧାନସଭା ବନ୍ଦ କରିବା ଅତ୍ୟନ୍ତ ଦୁର୍ଭାଗ୍ୟ ଜନକ । ଶାସକ ବିଜେଡି ବାଚସ୍ପତିଙ୍କୁ ହାତବାରେସି କରି ବାର ମ୍ବାର ବିଧାନସଭା ଗୃହକୁ ମୁଲତବି କରିଚାଲିଛନ୍ତି । ଓଡିଶାର ସବୁ ବିଭାଗର ଟଙ୍କା ପ୍ରାଇଭେଟ ବ୍ୟାଙ୍କରେ ରଖାଯାଇଛି । କେଉଁ ବିଭାଗରେ କେତେ ଅର୍ଥ ରହିଛି ଅର୍ଥମନ୍ତ୍ରୀ ଏକ ଶ୍ୱେତ ପତ୍ରମାଧ୍ୟମରେ ତାହା ପ୍ରକାଶ କରନ୍ତୁ । ଓଏମସିର ୬୫୦ କୋଟି, ଇଡକୋ ର ୨୦୦୦ କୋଟି ଟଙ୍କା ବିଭିନ୍ନ ଘରୋଇ ବ୍ୟାଙ୍କରେ ରାଜ୍ୟ ସରକାର ରଖିଛନ୍ତି । ସେହିପରି ଜଗନ୍ନାଥଙ୍କ ଅର୍ଥକୁ ଆତ୍ମସାତ କରିବା ପାଇଁ ବିଜେଡି ପ୍ରୟାସ ଚଲାଇଛି । ପୂର୍ବରୁ ବ୍ରହ୍ମ ବିଭ୍ରାଟ, ରତ୍ନ ଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ରାଜ୍ୟ ସରକାର କାହା ବିରୁଦ୍ଧରେ କାହିଁକି କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲେ ନାହିଁ ବୋଲି ଉପନେତା ଶ୍ରୀ ବିଷ୍ଣୁ ସେଠୀ ପ୍ରଶ୍ନ କରିଛନ୍ତ ଚାଲିଥିବାବେଳେ ଦିଲ୍ଲୀ, ତେଲେଙ୍ଗାନା, ଆସାମ, ରାଜସ୍ଥାନ, ପଂଜାବ, କର୍ଣ୍ଣାଟକ,ବିହାର ଆଦି ରାଜ୍ୟରେ ବିଧାନସଭା ଅଧିବେସନ ବି ଚାଲିଛି । କେଉଁଠି ବି କରୋନା ପାଇଁ ବିଧାନସଭାକୁ ଅଧାରୁ ବନ୍ଦ କରିଦିଆଯିବାର ଖବର ନାହିଁ । ହେଲେ ଓଡିଶା, ଯେଉଁଠି ଜଣେ ହେଲେ କରୋନା ରୋଗୀ ନାହାନ୍ତି ସେଠାରେ ସରକାର କଣ ପାଇଁ ବିଧାନସଭାକୁ ବନ୍ଦ କରିବା ପାଇଁ ଚାହିଁଲେ ବୋଲି ଶ୍ରୀ ମାଝୀ ପ୍ରଶ୍ନ କରିଛନ୍ତି । ସରକାରଙ୍କ ଏପ୍ରକାର ମନମାନି ଚଳିବ ନାହିଁ । ଏହାକୁ ଆମେ ଦୃଢ ସ୍ୱରରେ ନିନ୍ଦା କରୁଛୁ । ବାଚସ୍ପତି ତାଙ୍କ ନିଷ୍ପତି ବଦଳାନ୍ତୁ ଓ ପୁର୍ବ ନିର୍ଦ୍ଧାରିତ ତାରିଖ ଅନୁସାରେ ଗୃହକୁ ଚଲାନ୍ତୁ ବୋଲି ଶ୍ରୀ ମାଝୀ କହିଛନ୍ତି । ବିଧାନସଭାର ବଜେଟ ଅଧିବେସନର ଆହୁରି ୨୦ କାର୍ଯ୍ୟଦିବସ ବାକି ଅଛି । ଅନେକ ବିଭାଗର ଖର୍ଚ୍ଚ ଦାବି ଉପରେ ବି ଆଲୋଚନା ବି ହୋଇଥାନ୍ତା । କରୋନା ଆଳରେ ଏବେ ବିନା ଖର୍ଚ୍ଚ ଦାବି ଆଲୋଚନାରେ ବ୍ୟୟ ବରାଦକୁ ପାସ କରାଇବେ । ଓଡିଶାର ମୁଖ୍ୟମନ୍ତ୍ରୀ ଏକ ଅସୁସ୍ଥ ପରମ୍ପରା ସୃଷ୍ଟି କରିବା ପାଇଁ ଯାଉଛନ୍ତି ବୋଲି ଶ୍ରୀ ମାଝୀ ଅଭିଯୋଗ କରିଛନ୍ତି । କୋରୋନା ଚିନ୍ତା ଆଜି ସାଧାରଣ ଜନତାଙ୍କୁ ନୁହେଁ ବରଂ ବିଜେଡିକୁ ଘାରିଛି । ରାଜ୍ୟସରକାର ଆମ ମାନଙ୍କ ଦ୍ୱାରା ହିଁ କୋରୋନା ସ ମ୍ବନ୍ଧରେ ସଚେତନ କରାଇ ପାରିଥାନ୍ତେ କିନ୍ତୁ ତାହା ନକରି ବିଧାନସଭା ବନ୍ଦ କରିବା ଅତ୍ୟନ୍ତ ଦୁର୍ଭାଗ୍ୟ ଜନକ । ଶାସକ ବିଜେଡି ବାଚସ୍ପତିଙ୍କୁ ହାତବାରେସି କରି ବାର ମ୍ବାର ବିଧାନସଭା ଗୃହକୁ ମୁଲତବି କରିଚାଲିଛନ୍ତି । ଓଡିଶାର ସବୁ ବିଭାଗର ଟଙ୍କା ପ୍ରାଇଭେଟ ବ୍ୟାଙ୍କରେ ରଖାଯାଇଛି । କେଉଁ ବିଭାଗରେ କେତେ ଅର୍ଥ ରହିଛି ଅର୍ଥମନ୍ତ୍ରୀ ଏକ ଶ୍ୱେତ ପତ୍ରମାଧ୍ୟମରେ ତାହା ପ୍ରକାଶ କରନ୍ତୁ । ଓଏମସିର ୬୫୦ କୋଟି, ଇଡକୋ ର ୨୦୦୦ କୋଟି ଟଙ୍କା ବିଭିନ୍ନ ଘରୋଇ ବ୍ୟାଙ୍କରେ ରାଜ୍ୟ ସରକାର ରଖିଛନ୍ତି । ସେହିପରି ଜଗନ୍ନାଥଙ୍କ ଅର୍ଥକୁ ଆତ୍ମସାତ କରିବା ପାଇଁ ବିଜେଡି ପ୍ରୟାସ ଚଲାଇଛି । ପୂର୍ବରୁ ବ୍ରହ୍ମ ବିଭ୍ରାଟ, ରତ୍ନ ଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ରାଜ୍ୟ ସରକାର କାହା ବିରୁଦ୍ଧରେ କାହିଁକି କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲେ ନାହିଁ ବୋଲି ଉପନେତା ଶ୍ରୀ ବିଷ୍ଣୁ ସେଠୀ ପ୍ରଶ୍ନ କରିଛନ୍ତ

- Advertisement -ବିଧାନସଭାକୁ ବନ୍ଦ କରାଯିବା ଅଗଣତାନ୍ତ୍ରିକ

More articles

LEAVE A REPLY

Please enter your comment!
Please enter your name here

- Advertisement -ବିଧାନସଭାକୁ ବନ୍ଦ କରାଯିବା ଅଗଣତାନ୍ତ୍ରିକ

Latest article

ବିଜେପି ଦ୍ଵାରା ଯୋଜନା କରାଯାଇଥିବା ରେଡ ଦୁର୍ଗ ଘଟଣା

ପୁଡୁଚେରୀ : କଂଗ୍ରେସ ସରକାର କେନ୍ଦ୍ର ସରକାରଙ୍କ ଯୋଜନା କାର୍ଯ୍ୟକାରୀ କରିବା ପାଇଁ "କ୍ଷୁଦ୍ର ରାଜନୀତି" କରିଛନ୍ତି ବୋଲି ରବିବାର ଦିନ ପୋଲଡୁଚେରୀର କରାଇକ୍କାଲରେ...

ଜିତେନ୍ଦ୍ର ମିଶ୍ର କାନାଡାର ଅଗ୍ରଣୀ ଚଳଚ୍ଚିତ୍ର ମହୋତ୍ସବ ପାଇଁ ଜୁରି ଚୟନ କରିଥିଲେ

ନୁଆଦିଲ୍ଲୀ: ଜିତେନ୍ଦ୍ର ମିଶ୍ର କାନାଡାର ଅଗ୍ରଣୀ ଚଳଚ୍ଚିତ୍ର ମହୋତ୍ସବ ପାଇଁ ଜୁରି ଚୟନ କରିଛନ୍ତି: ୨୪ ତମ ମଣ୍ଟ୍ରିଆଲ୍ ଆନ୍ତର୍ଜାତୀୟ ଶିଶୁ ଚଳଚ୍ଚିତ୍ର ଫେଷ୍ଟିଭ୍...

ସମ୍ବଲପୁର ଜେଲ ଭିତରେ ମଦ୍ୟପ ୱାର୍ଡର ସହକର୍ମୀ ଆକ୍ରମଣ।

ସମ୍ବଲପୁର: ଶନିବାର ବିଳମ୍ବିତ ରାତିରେ ଜଣେ ୱାର୍ଡର ତାଙ୍କ ଦୁଇ ସହକର୍ମୀଙ୍କ ଉପରେ ଆକ୍ରମଣ କରିଥିବା ଅଭିଯୋଗ ହେବା ପରେ ସମ୍ବଲପୁର ସର୍କଲ ଜେଲ ମଧ୍ୟରେ ଉତ୍ତେଜନା ଦେଖାଦେଇଥିଲା।

ଅନେକ ଅଂଶରେ ସାଧାରଣ ଠାରୁ ୫ ଡିଗ୍ରୀ ବଞ୍ଚିବା ପାଇଁ ତାପମାତ୍ରା |

ଭୁବନେଶ୍ଵର: ଭାରତ ପାଣିପାଗ ବିଭାଗ (ଆଇଏମଡି) ଶନିବାର ଦିନ ପୂର୍ବାନୁମାନ ଅନୁଯାୟୀ ଓଡିଶାର ଅନେକ ଅଂଶ ପାଇଁ ସର୍ବାଧିକ ତାପମାତ୍ରା ବୃଦ୍ଧି ପାଇବ...

ପ୍ରକଳ୍ପ ଉପରେ ଓଡିଶା ବିଧାନସଭା ସଂକଳ୍ପ ପାରିତ କରିଛି ।

ପୁରୀ: ଦାଦଶ ଶତାବ୍ଦୀର ଶ୍ରୀମନ୍ଦିରର ସୁରକ୍ଷା, ଭକ୍ତମାନଙ୍କ ପାଇଁ ଉତ୍ତମ ସୁବିଧା ଏବଂ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି କରିବା ଲକ୍ଷ୍ୟରେ ଓଡ଼ିଶା ବିଧାନସଭା ଏକ ସର୍ବସମ୍ମତ ସଂକଳ୍ପ ପାରିତ କରିଛି।...