29 C
Bhubaneswar
Friday, September 18, 2020

ଆସ୍ଥା ଭୋଟ୍ ପାଇଁ ଦାବି କଲା ବିଜେପି

Must read

ବିଭିନ୍ନ ସ୍ଥାନରେ ବିଧାୟକଙ୍କଆଶୁ ଆରୋଗ୍ୟ କାମନା

ପିପିଲି, ୧୭/୯ (ନିପ୍ର): କରୋନା ମହାମାରୀ ଦିନ କୁ ଦିନ ସମଗ୍ର ଦେଶରେଉଗ୍ରରୁପ ଧାରଣ କରୁଛି । କମିବାର ନା ଧରୁନି । କରୋନା...

ଲୁଟେରାଙ୍କୁ ଧରିବାରେ ପୁଲିସ ବିଫଳ

ପିପିଲି, ୧୭/୯ (ନିପ୍ର): ଭୁବନେଶ୍ୱର ପୁରୀ ୩୧୬ନମ୍ବର ଜାତୀୟ ରାଜପଥ ଏବେ ଦିନ କୁ ଦିନ ଅସୁରକ୍ଷିତହୋଇ ପଡିଛି । କରୋନା ମହାମାରୀ ଆକ୍ରାନ୍ତରେ ପିପିଲିଏସଡିପିଓ ଓ ଥାନା ଅଧିକାରୀ...

ସ୍ପର୍ଶବିହୀନ ପେମେଂଟ୍ ହାତ ଘଂଟାର ଶୁଭାରମ୍ଭ

ଭୁବନେଶ୍ୱର, ୧୭/୯ (ନିପ୍ର): ନୂତନସ୍ୱାଭାବିକ ସ୍ଥିତି ରିଟେଲ୍ କ୍ଷେତ୍ରରେ ଅଭିନବ ଓସୁରକ୍ଷିତ କିଣିବା ସମାଧାନର ଜରୁରୀକାଳୀନଆବଶ୍ୟକତା ଭାବେ ଉଭା ହୋଇଛି । ବିଶ୍ୱରପଂଚମ ବୃହତମ...

ମହାମାରୀର ଅନ୍ତ ଲାଗି ବୈଶ୍ିକ ହସ୍ତକ୍ଷେପ ପାଇଁ ଆହ୍ୱାନ

ଭୁବନେଶ୍ୱର, ୧୭/୯ (ନିପ୍ର): ବିଲ୍ ଓମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ ପକ୍ଷରୁଅ ।ଜି ଏହାର ଚତୁର୍ଥ ବାର୍ଷିକ ଗୋଲକିପର୍ସରିପୋର୍ଟ ପ୍ରକାଶ ପାଇଛି । ଏଥିରେ ସ୍ଥାନିତନୂତନ ତଥ୍ୟରେ ଦର୍ଶାଯାଇଛି ଯେ କିଭଳିଭାବେ...

ଭୋପାଲ,୧5/3: ସୋମବାର କମଲନାଥ ସରକାର ବିଧାନସଭାରେ ଆସ୍ଥା ଭୋଟ ଦେବା ଦରକାର । ମଧ୍ୟପ୍ରଦେଶ ବିଜେପିର ବିଧାୟକ ଦଳ ରାଜ୍ୟପାଳ ଲାଲଜି ଟଣ୍ଡୋନଙ୍କୁ ଭେଟି ଏହି ଦାବି କରିଛି । ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଧାୟକ ଶିବରାଜ ସିଂହ ଚୌହ୍ୱାନଙ୍କ ନେତୃତ୍ୱରେ ବିଜେପି ବିଧାୟକ ଦଳ ଶନିବାର ରାଜ୍ୟପାଳଙ୍କୁ ଭେଟିଛି । ସୋମବାର କମଲନାଥ ସରକାରଙ୍କୁ ଆସ୍ଥା ଭୋଟର ପରୀକ୍ଷା ଦେବା ପାଇଁ ନିଦେ୍ର୍ଦଶ ଦେବାକୁ ର ।ଜ୍ୟପାଳଙ୍କୁ ଚିଠି ଜରିଆରେ ନିବେଦନ କରିଛି ବିଜେପି । କଂଗ୍ରେସରୁ ଜ୍ୟୋତିରାଦିତ୍ୟ ସିନ୍ଧିଆ ଇସ୍ତଫା ଦେବା ପରେ ୨୨ ବିଧାୟକ ଇସ୍ତଫା ଦେଇଛନ୍ତି । ଏହାପରେ କମଲନାଥ ସରକାର ଅଡ଼ୁଆରେ ପଡ଼ିଛନ୍ତି । ତେବେ ବିଧାୟକଙ୍କ ଇସ୍ତଫା ଗ୍ରହଣ ହୋଇନାହିଁ ।

କମଲନାଥ ସରକାର ବିଧାୟକଙ୍କୁ ବୁଝାଇ ସୁଝାଇ ନିଷ୍ପତି ପ୍ରତ୍ୟାହାର କରିବା ପାଇଁ ଚେଷ୍ଟା କରୁଥିବା ସୂଚନା ରହିଛି । ଆଗକୁ ରାଜ୍ୟସଭା ର୍ନିବାଚନ ରହିଛି । ଏହାରି ଭିତରେ ରାଜ୍ୟ ସରକାରଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି ଇସ୍ତଫା ଦେଇଥିବା ବିଧାୟକ । ୨୩୦ ଆସନ ବିଶିଷ୍ଟ ମଧ୍ୟପ୍ରଦେଶ ବିଧାନସଭାରେ ଏବେ ୨୨୮ ଜଣ ବିଧାୟକ ରହିଛନ୍ତି । ସରକାର ଗଢ଼ିବା ପାଇଁ ୧୧୫ ବିଧାୟକଙ୍କ ସମର୍ଥନ ଆବଶ୍ୟକ ରହିଛି । ଏବେ କଂଗ୍ରେସ ସରକାର ପାଖରେ ୧୨୧ ଜଣ ବିଧାୟକଙ୍କ ସମର୍ଥନ ରହିଛି । ଯେଉଁଥିରେ ·ରିଜଣ ସ୍ୱାଧୀନ, ଦୁଇଜଣ ବାହୁଜନ ସମାଜ ପାର୍ଟି (ବିଏସପି) ବିଧାୟକ ଏବଂ ଗୋଟିଏ ସମାଜବାଡି ପାର୍ଟି (ଏସପି) ବିଧାୟକ ରହିଛନ୍ତି ।

ଯଦି ବାଚସ୍ପତି ଏନପି ପ୍ରଜାପତି ବିଦ୍ରୋହୀ ୨୨ ବିଧାୟକଙ୍କ ଇସ୍ତଫା ଗ୍ରହଣ କରନ୍ତି, ତାହେଲେ କଂଗ୍ରେସ ପାଖରେ ୧୦୪ ବିଧାୟକ ରହିବେ । ସରକାର ଗଢ଼ିବା ପାଇଁ ୨୦୬ ରହିବ ମ୍ୟାଜିକ ନମ୍ୱର । କଂଗ୍ରେସ ପାଖରେ ମୋଟ୍ ବିଧାୟକ ରହିବେ ମାତ୍ର ୯୨ ଜଣୟ ବିଜେପି ପାଖରେ ରହିବ ୧୦୭ ଜଣ । ଏହି ସ୍ଥିତିରେ ଯଦି କମଲନାଥ ସରକାର ଆସ୍ଥା ଭୋଟର ସମ୍ମୁଖୀନ ହେବେ ତାହେଲେ ସରକାର ଭାଙ୍ଗିବା ଏକ ପ୍ରକାର ନିଶ୍ଚିତ । ନିକଟରେ କଂଗ୍ରେସର ବିଧାୟକ ଦଳ ବୈଠକ ବସିଥିଲା । ଏଥିରେ ଇସ୍ତଫା ଦେଇଥିବା ବିଧାୟକଙ୍କୁ ବାଦ୍ ଦେଇ ସମସ୍ତ ବିଧାୟକ ଯୋଗ ଦେଇଥିଲେ ବୋଲି କଂଗ୍ରେସ କହିଥିଲା । ହେଲେ ବିଏସପି ଓ ଏସପିର ମୋଟ୍ ଦୁଇ ବିଧାୟକ ବୈଠକରେ ସାମିଲ୍ ହୋଇନଥିବା ଜଣାପଡ଼ିଥିଲା ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ବିଭିନ୍ନ ସ୍ଥାନରେ ବିଧାୟକଙ୍କଆଶୁ ଆରୋଗ୍ୟ କାମନା

ପିପିଲି, ୧୭/୯ (ନିପ୍ର): କରୋନା ମହାମାରୀ ଦିନ କୁ ଦିନ ସମଗ୍ର ଦେଶରେଉଗ୍ରରୁପ ଧାରଣ କରୁଛି । କମିବାର ନା ଧରୁନି । କରୋନା...

ଲୁଟେରାଙ୍କୁ ଧରିବାରେ ପୁଲିସ ବିଫଳ

ପିପିଲି, ୧୭/୯ (ନିପ୍ର): ଭୁବନେଶ୍ୱର ପୁରୀ ୩୧୬ନମ୍ବର ଜାତୀୟ ରାଜପଥ ଏବେ ଦିନ କୁ ଦିନ ଅସୁରକ୍ଷିତହୋଇ ପଡିଛି । କରୋନା ମହାମାରୀ ଆକ୍ରାନ୍ତରେ ପିପିଲିଏସଡିପିଓ ଓ ଥାନା ଅଧିକାରୀ...

ସ୍ପର୍ଶବିହୀନ ପେମେଂଟ୍ ହାତ ଘଂଟାର ଶୁଭାରମ୍ଭ

ଭୁବନେଶ୍ୱର, ୧୭/୯ (ନିପ୍ର): ନୂତନସ୍ୱାଭାବିକ ସ୍ଥିତି ରିଟେଲ୍ କ୍ଷେତ୍ରରେ ଅଭିନବ ଓସୁରକ୍ଷିତ କିଣିବା ସମାଧାନର ଜରୁରୀକାଳୀନଆବଶ୍ୟକତା ଭାବେ ଉଭା ହୋଇଛି । ବିଶ୍ୱରପଂଚମ ବୃହତମ...

ମହାମାରୀର ଅନ୍ତ ଲାଗି ବୈଶ୍ିକ ହସ୍ତକ୍ଷେପ ପାଇଁ ଆହ୍ୱାନ

ଭୁବନେଶ୍ୱର, ୧୭/୯ (ନିପ୍ର): ବିଲ୍ ଓମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ ପକ୍ଷରୁଅ ।ଜି ଏହାର ଚତୁର୍ଥ ବାର୍ଷିକ ଗୋଲକିପର୍ସରିପୋର୍ଟ ପ୍ରକାଶ ପାଇଛି । ଏଥିରେ ସ୍ଥାନିତନୂତନ ତଥ୍ୟରେ ଦର୍ଶାଯାଇଛି ଯେ କିଭଳିଭାବେ...

ଭାରତର କ୍ଷୁଦ୍ର ଚାଷୀମାନଙ୍କ ପାଇଁ ଦୁଇଟି ନୂତନ ଅନୁଦାନର ଘୋଷଣା

ଭୁବନେଶ୍ୱର, ୧୭/୯ (ନିପ୍ର) : ଭାରତକୁମହାମାରୀରୁ ପୁର୍ନରୁଦ୍ଧାର ପାଇଁ କ୍ଷୁଦ୍ରଚାଷୀମାନଙ୍କର ଗୁରୁତ୍ୱ ଉପରେ ଧ୍ୟାନଦେଇୱାଲ୍ମାର୍ଟ ଫାଉଣ୍ଡେସନ ପକ୍ଷରୁ ଦୁଇଟିନୂତନ ଅନୁଦାନର ଘୋଷଣା କରାଯାଇଛି ।ଏହା କମ୍ପାନୀ ପକ୍ଷରୁ ସେପ୍ଟେମ୍ବର୨୦୧୮ରେ ଭାରତରେ...