34 C
Bhubaneswar
Sunday, February 28, 2021

କରୋନା ପ୍ରତିରୋଧ ଲାଗି ପ୍ରସ୍ତୁତ ହେଲା ସ୍କାଉଟ ଗାଇଡ୍ ବ୍ରିଗେଡ

Must read

ବିଜେପି ଦ୍ଵାରା ଯୋଜନା କରାଯାଇଥିବା ରେଡ ଦୁର୍ଗ ଘଟଣା

ପୁଡୁଚେରୀ : କଂଗ୍ରେସ ସରକାର କେନ୍ଦ୍ର ସରକାରଙ୍କ ଯୋଜନା କାର୍ଯ୍ୟକାରୀ କରିବା ପାଇଁ "କ୍ଷୁଦ୍ର ରାଜନୀତି" କରିଛନ୍ତି ବୋଲି ରବିବାର ଦିନ ପୋଲଡୁଚେରୀର କରାଇକ୍କାଲରେ...

ଜିତେନ୍ଦ୍ର ମିଶ୍ର କାନାଡାର ଅଗ୍ରଣୀ ଚଳଚ୍ଚିତ୍ର ମହୋତ୍ସବ ପାଇଁ ଜୁରି ଚୟନ କରିଥିଲେ

ନୁଆଦିଲ୍ଲୀ: ଜିତେନ୍ଦ୍ର ମିଶ୍ର କାନାଡାର ଅଗ୍ରଣୀ ଚଳଚ୍ଚିତ୍ର ମହୋତ୍ସବ ପାଇଁ ଜୁରି ଚୟନ କରିଛନ୍ତି: ୨୪ ତମ ମଣ୍ଟ୍ରିଆଲ୍ ଆନ୍ତର୍ଜାତୀୟ ଶିଶୁ ଚଳଚ୍ଚିତ୍ର ଫେଷ୍ଟିଭ୍...

ସମ୍ବଲପୁର ଜେଲ ଭିତରେ ମଦ୍ୟପ ୱାର୍ଡର ସହକର୍ମୀ ଆକ୍ରମଣ।

ସମ୍ବଲପୁର: ଶନିବାର ବିଳମ୍ବିତ ରାତିରେ ଜଣେ ୱାର୍ଡର ତାଙ୍କ ଦୁଇ ସହକର୍ମୀଙ୍କ ଉପରେ ଆକ୍ରମଣ କରିଥିବା ଅଭିଯୋଗ ହେବା ପରେ ସମ୍ବଲପୁର ସର୍କଲ ଜେଲ ମଧ୍ୟରେ ଉତ୍ତେଜନା ଦେଖାଦେଇଥିଲା।

ଅନେକ ଅଂଶରେ ସାଧାରଣ ଠାରୁ ୫ ଡିଗ୍ରୀ ବଞ୍ଚିବା ପାଇଁ ତାପମାତ୍ରା |

ଭୁବନେଶ୍ଵର: ଭାରତ ପାଣିପାଗ ବିଭାଗ (ଆଇଏମଡି) ଶନିବାର ଦିନ ପୂର୍ବାନୁମାନ ଅନୁଯାୟୀ ଓଡିଶାର ଅନେକ ଅଂଶ ପାଇଁ ସର୍ବାଧିକ ତାପମାତ୍ରା ବୃଦ୍ଧି ପାଇବ...

ଭୁବନେଶ୍ୱର,୧୮ା୩ା(ନି.ପ୍ର): ଓଡିଶା ରାଜ୍ୟ ଭାରତ ସ୍କାଉଟସ୍ ଏବଂ ଗାଇଡସ୍ ଆନୁକୂଲ୍ୟରେ ରାଜ୍ୟ ଜନସାଧାରଣଙ୍କୁ “କରୋନା ଭାଇରସ” ସଚେତନତା ଉପରେ ଅବଗତ କରାଇବା ପାଇଁ ଏକ ସ୍କାଉଟ ଗାଇଡ୍ ବ୍ରିଗେଡ ଗଠନ କରାଯାଇଅଛି । ରାଜ୍ୟର ୨୦ଟି ଜିଲ୍ଲାରୁ ୧୪୦ ଜଣ ସ୍କାଉଟ ମାଷ୍ଟର ଏବଂ ଗାଇଡ୍ କ୍ୟାପଟେନ ଉକ୍ତ ବ୍ରିଗେଡରେ ଯୋଗଦେଇ ନିଜ ନିଜ ଜିଲ୍ଲାରେ ସ୍କାଉଟ ଓ ଗାଇଡ୍ମାନଙ୍କୁ ନେଇ ଜନ ସଚେତନତା ସୃଷ୍ଟି କରିବା ଲାଗି ପରାମର୍ଶ ଦିଆଯାଇଥିଲା ।

କିମସ୍ର ଡାକ୍ତର ପ୍ରଣବ କୁମାର ମହାପାତ୍ର, ବି୍ରଗେଡରେ ଯୋଗଦାନ କରିଥିବା ସ୍କାଉଟ ମାଷ୍ଟର ଓ ଗାଇଡ୍ କ୍ୟାପଟେନମାନଙ୍କୁ ପ୍ରାଞ୍ଜଳ ଭାବରେ କରୋନା ସଚେତନତା କାର୍ଯ୍ୟ ଉପରେ ଆଲୋକପାତ କରିଥିଲେ ରାଜ୍ୟ ମୁଖ୍ୟ କମିଶନର ତଥା ଜାତୀୟ ଉପସଭାପତି ଡଃ କାଳିପ୍ରସାଦ ମିଶ୍ର କରୋନା ସଂକ୍ରମଣରୁ ନିଜକୁ ଦୂରେଇ ରଖିବା ପାଇଁ ଆନୁସଙ୍ଗିକ ପ୍ରକି୍ରୟା ଉପରେ ଆଲୋକପାତ କରି ନିଜ ନିଜ ଅଞ୍ଚଳରେ ଏହାକୁ ପ୍ରସାର କରିବା ପାଇଁ ନିଦେ୍ର୍ଦଶ ନାମା ଦେଇଥିଲେ । ଏହି ଉପଲକ୍ଷେ ସଚେତନତା ସଂକ୍ରାନ୍ତୀୟ ବ୍ୟାନର, ଓ ପ୍ଲାକାର୍ଡ ଛପାଯାଇ ସେମାନଙ୍କୁ ପ୍ରଦାନ କରାଯାଇଥିଲା ।

ତା୧୬ା୩ା୨୦୨୦ରିଖ ଦିନ ପ୍ରତୁ୍ୟଷରେ ସମସ୍ତ ଶିକ୍ଷକ ଏବଂ ଶିକ୍ଷୟିତ୍ରୀମାନଙ୍କୁ ନେଇ ଏକ ସଚେତନା ଅଭିଯାନ ନିକଟବର୍ତୀ ଅଞ୍ଚଳର ଜନସାଧାରଣଙ୍କୁ ସଂକ୍ରମଣରୁ ନିଜକୁ ଦୂରେଇ ରଖିବା ଉପାୟମାନ ଅବଲ ମ୍ବନ କରିବା ପାଇଁ ବୁଝା ଯାଇଥିଲା । ଶିକ୍ଷକ ଓ ଶିକ୍ଷୟିତ୍ରୀ ମାନେ ଏହି କର୍ମଶାଳାରୁ ଫେରି ଯାଇ ନିଜ ନିଜ ଅଞ୍ଚଳରେ କରୋନା ବିଭୀଷିକାରୁ ନିଜକୁ ସୁରକ୍ଷା ରଖିବା ନିମିତ ଜନସାଧାରଣଙ୍କୁ ଅବଗତ କରିବା ପ୍ରକ୍ରିୟା ଜାରି ରଖିବାକୁ ରାଜ୍ୟ ମୁଖ୍ୟ କମିଶନର ଡଃ ମିଶ୍ର ପରାମର୍ଶ ଦେଇଛନ୍ତି । ସ୍କାଉଟ ମାଷ୍ଟର ଓ ଗାଇଡ୍ କ୍ୟାପଟେନ ଫେରିଯାଇ ନିଜ ନିଜ ଅଞ୍ଚଳରେ ଛୋଟ ଛୋଟ ଦଳରେ ଜନସାଧାରଣଙ୍କୁ ବ୍ୟାପକ ସଚେତନ କରିବା ପାଇଁ ଦୃଢ଼ ସଂକଳ୍ପ ହୋଇ ନିଜ ନିଜ ଜିଲ୍ଲାକୁ ପ୍ରତ୍ୟାବର୍ତନ
କରିଥିଲେ ।

- Advertisement -କରୋନା ପ୍ରତିରୋଧ ଲାଗି ପ୍ରସ୍ତୁତ ହେଲା ସ୍କାଉଟ ଗାଇଡ୍ ବ୍ରିଗେଡ

More articles

LEAVE A REPLY

Please enter your comment!
Please enter your name here

- Advertisement -କରୋନା ପ୍ରତିରୋଧ ଲାଗି ପ୍ରସ୍ତୁତ ହେଲା ସ୍କାଉଟ ଗାଇଡ୍ ବ୍ରିଗେଡ

Latest article

ବିଜେପି ଦ୍ଵାରା ଯୋଜନା କରାଯାଇଥିବା ରେଡ ଦୁର୍ଗ ଘଟଣା

ପୁଡୁଚେରୀ : କଂଗ୍ରେସ ସରକାର କେନ୍ଦ୍ର ସରକାରଙ୍କ ଯୋଜନା କାର୍ଯ୍ୟକାରୀ କରିବା ପାଇଁ "କ୍ଷୁଦ୍ର ରାଜନୀତି" କରିଛନ୍ତି ବୋଲି ରବିବାର ଦିନ ପୋଲଡୁଚେରୀର କରାଇକ୍କାଲରେ...

ଜିତେନ୍ଦ୍ର ମିଶ୍ର କାନାଡାର ଅଗ୍ରଣୀ ଚଳଚ୍ଚିତ୍ର ମହୋତ୍ସବ ପାଇଁ ଜୁରି ଚୟନ କରିଥିଲେ

ନୁଆଦିଲ୍ଲୀ: ଜିତେନ୍ଦ୍ର ମିଶ୍ର କାନାଡାର ଅଗ୍ରଣୀ ଚଳଚ୍ଚିତ୍ର ମହୋତ୍ସବ ପାଇଁ ଜୁରି ଚୟନ କରିଛନ୍ତି: ୨୪ ତମ ମଣ୍ଟ୍ରିଆଲ୍ ଆନ୍ତର୍ଜାତୀୟ ଶିଶୁ ଚଳଚ୍ଚିତ୍ର ଫେଷ୍ଟିଭ୍...

ସମ୍ବଲପୁର ଜେଲ ଭିତରେ ମଦ୍ୟପ ୱାର୍ଡର ସହକର୍ମୀ ଆକ୍ରମଣ।

ସମ୍ବଲପୁର: ଶନିବାର ବିଳମ୍ବିତ ରାତିରେ ଜଣେ ୱାର୍ଡର ତାଙ୍କ ଦୁଇ ସହକର୍ମୀଙ୍କ ଉପରେ ଆକ୍ରମଣ କରିଥିବା ଅଭିଯୋଗ ହେବା ପରେ ସମ୍ବଲପୁର ସର୍କଲ ଜେଲ ମଧ୍ୟରେ ଉତ୍ତେଜନା ଦେଖାଦେଇଥିଲା।

ଅନେକ ଅଂଶରେ ସାଧାରଣ ଠାରୁ ୫ ଡିଗ୍ରୀ ବଞ୍ଚିବା ପାଇଁ ତାପମାତ୍ରା |

ଭୁବନେଶ୍ଵର: ଭାରତ ପାଣିପାଗ ବିଭାଗ (ଆଇଏମଡି) ଶନିବାର ଦିନ ପୂର୍ବାନୁମାନ ଅନୁଯାୟୀ ଓଡିଶାର ଅନେକ ଅଂଶ ପାଇଁ ସର୍ବାଧିକ ତାପମାତ୍ରା ବୃଦ୍ଧି ପାଇବ...

ପ୍ରକଳ୍ପ ଉପରେ ଓଡିଶା ବିଧାନସଭା ସଂକଳ୍ପ ପାରିତ କରିଛି ।

ପୁରୀ: ଦାଦଶ ଶତାବ୍ଦୀର ଶ୍ରୀମନ୍ଦିରର ସୁରକ୍ଷା, ଭକ୍ତମାନଙ୍କ ପାଇଁ ଉତ୍ତମ ସୁବିଧା ଏବଂ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି କରିବା ଲକ୍ଷ୍ୟରେ ଓଡ଼ିଶା ବିଧାନସଭା ଏକ ସର୍ବସମ୍ମତ ସଂକଳ୍ପ ପାରିତ କରିଛି।...