36 C
Bhubaneswar
Sunday, April 11, 2021

ଦୂରଦର୍ଶନରେ ସିଧାପ୍ରସାରଣ

Must read

ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା |

ଜମ୍ମୁ: ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା ​​ଏବଂ ବିଭିନ୍ନ ଘର୍ଷଣ ପଏଣ୍ଟରେ ପୂର୍ବ ଲଦାଖରେ ହୋଇଥିବା ଅସନ୍ତୋଷକୁ ନେଇ ଭାରତୀୟ ଏବଂ...

ସମାବେଶକୁ ବାତିଲ କରି ‘ଜରୁରୀ ସାକ୍ଷାତ’ ପାଇଁ ଦିଲ୍ଲୀକୁ ଦୌଡ଼ିଲା

ନୁଆଦିଲ୍ଲୀ: “ଜରୁରୀ ବୈଠକ” ପାଇଁ ନୂଆଦିଲ୍ଲୀକୁ ଫେରିବା ପରେ ମଙ୍ଗଳବାର ଦିନ ହୁଗଲି ଜିଲ୍ଲାର ଦଳର ସଭାପତି ଜେ ପି ନାଡଡାଙ୍କ ଉଭୟ ରାଲିକୁ...

କୋଭିଡ -୧୯ ର ଦ୍ୱିତୀୟ ତରଙ୍ଗ ଭାରତର ଅର୍ଥନୀତିକୁ ଖରାପ କରିବ କି?

ଭାରତର ଅର୍ଥନୀତି ଏକ ନୂତନ ଆର୍ଥିକ ବର୍ଷ ଆରମ୍ଭ କଲାବେଳେ ଏକ ଅନ୍ଧକାର ମେଘ ପାଖେଇ ଆସୁଛି: ଦ୍ୱିତୀୟ ତରଙ୍ଗ | ପ୍ରତ୍ୟେକ ଦିନ...

ଭାରତର ସାମରିକ ରାଜା ସର୍ବୋଚ୍ଚ ଜାତୀୟ ସୁରକ୍ଷା ଆୱାନ ଦେଇଥିଲେ ।

ଭାରତର ବରିଷ୍ଠ ସୈନିକ କମାଣ୍ଡର ସାଇବର ବିପଦରୁ ରକ୍ଷା କରିବା ପାଇଁ ନିର୍ମାଣ କ୍ଷମତା, ଭାରତର ଯୁଦ୍ଧ ଶକ୍ତିର ପୂର୍ଣ୍ଣ ସମ୍ଭାବନାକୁ ବାହାର କରିବା ପାଇଁ ତିନି ସେବା ମଧ୍ୟରେ...

ଚଳିତ ବର୍ଷ ମହାମାରୀ କରୋନା କାରଣରୁ ମହାପ୍ରଭୁ ଜଗନ୍ନାଥଙ୍କ ସ୍ନାନ ଯାତ୍ରା ଦେଖିବା ପାଇଁ ବଞ୍ଚିତ ହେବେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ । ବଡ ଦାଣ୍ଡରେ ଛିଡା ହୋଇ ମହାପ୍ରଭୁଙ୍କ ଗଜାନନ ବେଶ ଦେଖିବାରୁ ଚଳିତ ବର୍ଷ ବଞ୍ଚିତ ହେବେ ଶ୍ରଦ୍ଧାଳୁ ।ଖାଲି ସେତିକିନୁହେଁ ଳିତବର୍ଷ ଗଣମାଧ୍ୟମଗୁଡ଼ିକ ମଧ୍ୟ ବଡ଼ଦାଣ୍ଡରୁ ସ୍ନାନଯାତ୍ରାର ସିଧା ପ୍ରସାରଣ କରିପାରିବେ ନାହିଁ । ତେବେ ଖୁସିର କଥା, ଦେବସ୍ନାନ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ସ୍ନାନଯାତ୍ରାର ସିଧାପ୍ରସାରଣ ଦାୟିତ୍ୱ ଦୂରଦର୍ଶନକୁ ଦିଅ ।ଯାଇଛି । ପୁରୀ ଜିଲ୍ଲା ପ୍ରଶାସନର ସୂଚନା
ଆଜି ମହାପ୍ରଭୁଙ୍କ ସ୍ନାନ ଯାତ୍ରାମୁତାବକ, ଦୂରଦର୍ଶନ ସ୍ନାନଯାତ୍ରାର ସିଧାପ୍ରସାରଣ କରି ଏହାର ସିଗ୍ନାଲ ଇଚ୍ଛୁକ ଗଣମାଧ୍ୟମ ସଂସ୍ଥାଙ୍କୁ ପ୍ରଦାନ କରିବେ । ସାଟେଲାଇଟ ଜରିଅ ।ରେ ଏହି ଲିଙ୍କ ଦୂରଦର୍ଶନ ଅନ୍ୟ ଗଣମାଧ୍ୟମ ସଂସ୍ଥାକୁ ପ୍ରଦାନ କରିବ । ଯାହାର ଲିଙ୍କ ହେଉଛି ଜିଏସଏଟି- ୧୭ଏଚଡି୧୦୮୦ ଅ ।ଇ ଡିଭିଡି ଏସ୨ଏମପିଇଜି୪ ବୋଲି ପ୍ରଶାସନ ସୂଚନା ଦେଇଛି । ସାଟେଲାଇଟ ଜରିଅ ।ରେ ଏହି ସେବା ପ୍ରଦାନ କରାଯିବ ।କୌଣସି ପରିସ୍ଥିତିରେ ଓବି ଭ୍ୟାନକୁ ଶ୍ରୀମନ୍ଦିର ନିକଟକୁ ଛଡ଼ାଯିବନି ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ କୁହାଯାଇଛି ।

- Advertisement -ଦୂରଦର୍ଶନରେ ସିଧାପ୍ରସାରଣ

More articles

LEAVE A REPLY

Please enter your comment!
Please enter your name here

- Advertisement -ଦୂରଦର୍ଶନରେ ସିଧାପ୍ରସାରଣ

Latest article

ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା |

ଜମ୍ମୁ: ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା ​​ଏବଂ ବିଭିନ୍ନ ଘର୍ଷଣ ପଏଣ୍ଟରେ ପୂର୍ବ ଲଦାଖରେ ହୋଇଥିବା ଅସନ୍ତୋଷକୁ ନେଇ ଭାରତୀୟ ଏବଂ...

ସମାବେଶକୁ ବାତିଲ କରି ‘ଜରୁରୀ ସାକ୍ଷାତ’ ପାଇଁ ଦିଲ୍ଲୀକୁ ଦୌଡ଼ିଲା

ନୁଆଦିଲ୍ଲୀ: “ଜରୁରୀ ବୈଠକ” ପାଇଁ ନୂଆଦିଲ୍ଲୀକୁ ଫେରିବା ପରେ ମଙ୍ଗଳବାର ଦିନ ହୁଗଲି ଜିଲ୍ଲାର ଦଳର ସଭାପତି ଜେ ପି ନାଡଡାଙ୍କ ଉଭୟ ରାଲିକୁ...

କୋଭିଡ -୧୯ ର ଦ୍ୱିତୀୟ ତରଙ୍ଗ ଭାରତର ଅର୍ଥନୀତିକୁ ଖରାପ କରିବ କି?

ଭାରତର ଅର୍ଥନୀତି ଏକ ନୂତନ ଆର୍ଥିକ ବର୍ଷ ଆରମ୍ଭ କଲାବେଳେ ଏକ ଅନ୍ଧକାର ମେଘ ପାଖେଇ ଆସୁଛି: ଦ୍ୱିତୀୟ ତରଙ୍ଗ | ପ୍ରତ୍ୟେକ ଦିନ...

ଭାରତର ସାମରିକ ରାଜା ସର୍ବୋଚ୍ଚ ଜାତୀୟ ସୁରକ୍ଷା ଆୱାନ ଦେଇଥିଲେ ।

ଭାରତର ବରିଷ୍ଠ ସୈନିକ କମାଣ୍ଡର ସାଇବର ବିପଦରୁ ରକ୍ଷା କରିବା ପାଇଁ ନିର୍ମାଣ କ୍ଷମତା, ଭାରତର ଯୁଦ୍ଧ ଶକ୍ତିର ପୂର୍ଣ୍ଣ ସମ୍ଭାବନାକୁ ବାହାର କରିବା ପାଇଁ ତିନି ସେବା ମଧ୍ୟରେ...

ଆମକୁ ଅଣଦେଖା କରିବା ଛଳନା କଲେ ମଧ୍ୟ ସରକାର କମ୍ପିତ ହେଲେ

କୃଷକ ସଂଗଠନ କେନ୍ଦ୍ର ସରକାରଙ୍କ ସହ ଚାଷ ଆଇନ ଉପରେ ଏକ ବୈଠକ କରିଥିଲା। ୭୭ ଦିନ ହେଲା, ଉଭୟ ପକ୍ଷ ମଧ୍ୟରେ କୌଣସି...