28 C
Bhubaneswar
Sunday, February 28, 2021

ବ୍ରହ୍ମପୁର ବଡ ମେଡ଼ିିକାଲର ୪ ଡାକ୍ତର, ୮ ଷ୍ଟାଫ୍ ନର୍ସ ଆକ୍ରାନ୍ତ

Must read

ବିଜେପି ଦ୍ଵାରା ଯୋଜନା କରାଯାଇଥିବା ରେଡ ଦୁର୍ଗ ଘଟଣା

ପୁଡୁଚେରୀ : କଂଗ୍ରେସ ସରକାର କେନ୍ଦ୍ର ସରକାରଙ୍କ ଯୋଜନା କାର୍ଯ୍ୟକାରୀ କରିବା ପାଇଁ "କ୍ଷୁଦ୍ର ରାଜନୀତି" କରିଛନ୍ତି ବୋଲି ରବିବାର ଦିନ ପୋଲଡୁଚେରୀର କରାଇକ୍କାଲରେ...

ଜିତେନ୍ଦ୍ର ମିଶ୍ର କାନାଡାର ଅଗ୍ରଣୀ ଚଳଚ୍ଚିତ୍ର ମହୋତ୍ସବ ପାଇଁ ଜୁରି ଚୟନ କରିଥିଲେ

ନୁଆଦିଲ୍ଲୀ: ଜିତେନ୍ଦ୍ର ମିଶ୍ର କାନାଡାର ଅଗ୍ରଣୀ ଚଳଚ୍ଚିତ୍ର ମହୋତ୍ସବ ପାଇଁ ଜୁରି ଚୟନ କରିଛନ୍ତି: ୨୪ ତମ ମଣ୍ଟ୍ରିଆଲ୍ ଆନ୍ତର୍ଜାତୀୟ ଶିଶୁ ଚଳଚ୍ଚିତ୍ର ଫେଷ୍ଟିଭ୍...

ସମ୍ବଲପୁର ଜେଲ ଭିତରେ ମଦ୍ୟପ ୱାର୍ଡର ସହକର୍ମୀ ଆକ୍ରମଣ।

ସମ୍ବଲପୁର: ଶନିବାର ବିଳମ୍ବିତ ରାତିରେ ଜଣେ ୱାର୍ଡର ତାଙ୍କ ଦୁଇ ସହକର୍ମୀଙ୍କ ଉପରେ ଆକ୍ରମଣ କରିଥିବା ଅଭିଯୋଗ ହେବା ପରେ ସମ୍ବଲପୁର ସର୍କଲ ଜେଲ ମଧ୍ୟରେ ଉତ୍ତେଜନା ଦେଖାଦେଇଥିଲା।

ଅନେକ ଅଂଶରେ ସାଧାରଣ ଠାରୁ ୫ ଡିଗ୍ରୀ ବଞ୍ଚିବା ପାଇଁ ତାପମାତ୍ରା |

ଭୁବନେଶ୍ଵର: ଭାରତ ପାଣିପାଗ ବିଭାଗ (ଆଇଏମଡି) ଶନିବାର ଦିନ ପୂର୍ବାନୁମାନ ଅନୁଯାୟୀ ଓଡିଶାର ଅନେକ ଅଂଶ ପାଇଁ ସର୍ବାଧିକ ତାପମାତ୍ରା ବୃଦ୍ଧି ପାଇବ...

ବ୍ରହ୍ମପୁର,୯ା୬(ନି.ପ୍ର.): ବ୍ରହ୍ମପୁର ଏମକଏସିଜି ମେଡିକାଲ କଲେଜ ହସପିଟାଲରେ ୪ ଜଣ ନଶ୍ଚେତକ ଡାକ୍ତର ଓ ଆଉ ୮ଜଣ ଷ୍ଟାଫ ନର୍ସ କର୍ମଚାରୀ କରୋନା ସଂକ୍ରମଣ ର ଶିକାର ହେବାରୁ ହସପିଟାଲରେ ଆଲୋଡନ ସୃଷ୍ଟି ହୋଇଛି । ସର୍ଜରୀ ବିଭାଗର ଅନ୍ୟାନ୍ୟ ଡାକ୍ତର ,କର୍ମଚାରୀ, ଜୁନିୟର ଡାକ୍ତର, ମେଡିକାଲ ଶିକ୍ଷାର୍ଥୀ, ନିଜକୁ ସୁରକ୍ଷିତ ମଣୁନାହାନ୍ତି । ଏହି ପରିପ୍ରେକ୍ଷିରେ ଚିକିତ୍ସା ଓ ରୋଗୀ ସେବା ରେ ଅସୁବିଧା ଉପୁଜିଛି । ଗତ ପ୍ରାୟ ୮ ଦିନ ପୂର୍ବେ ଜଣେ ରୋଗୀର ଜରୁରୀକାଳିନ ଅସ୍ତ୍ରୋପଚାର କରାଯାଇଥିଲା । ସେହି ରୋଗୀ ଠାରେ କରୋନା ଭୂତାଣୁ ଚିହ୍ନଟ ହୋଇଥିଲା । ସେହି ରୋଗୀର ସଂସ୍ପର୍ଶରେ ଆସିଥିବା ଡାକ୍ତର ଓ ନର୍ସ ଷ୍ଟାଫ୍ ଙ୍କ ସ୍ୱାସ୍ଥ୍ୟ ପରିକ୍ଷା ବେଳେ ସେମାନେ ମଧ୍ୟ ସଂକ୍ରମିତ ହୋଇଥିବା ଜଣାପଡିଛି । ହସପିଟାଲର ଅଧିକ୍ଷକ ପ୍ରଫେସର ସନ୍ତୋଷ କୁମାର ମିଶ୍ର ସୂଚାଇଛନ୍ତି ଯେ, ଭୂତାଣୁ ସଂକ୍ରମିତ ଡାକ୍ତର ଓ ନର୍ସମାନଙ୍କୁ ଏମକେସିଜି ମେଡିକାଲ କଲେଜ ହସପିଟାଲ ରେ ଏକ ସ୍ୱତନ୍ତ୍ର ଆଇସୋଲେସନ ବାର୍ଡରେ ରଖି ଚିକିତ୍ସା କରାଯାଇଛି । କେହି ଆତଙ୍କିତ ହେବାର ଆବଶ୍ୟକତା ନାହିଁ ବୋଲି ସେ ସ୍ପଷ୍ଟ କରିଛନ୍ତି ।

- Advertisement -ବ୍ରହ୍ମପୁର ବଡ ମେଡ଼ିିକାଲର ୪ ଡାକ୍ତର, ୮ ଷ୍ଟାଫ୍ ନର୍ସ ଆକ୍ରାନ୍ତ

More articles

LEAVE A REPLY

Please enter your comment!
Please enter your name here

- Advertisement -ବ୍ରହ୍ମପୁର ବଡ ମେଡ଼ିିକାଲର ୪ ଡାକ୍ତର, ୮ ଷ୍ଟାଫ୍ ନର୍ସ ଆକ୍ରାନ୍ତ

Latest article

ବିଜେପି ଦ୍ଵାରା ଯୋଜନା କରାଯାଇଥିବା ରେଡ ଦୁର୍ଗ ଘଟଣା

ପୁଡୁଚେରୀ : କଂଗ୍ରେସ ସରକାର କେନ୍ଦ୍ର ସରକାରଙ୍କ ଯୋଜନା କାର୍ଯ୍ୟକାରୀ କରିବା ପାଇଁ "କ୍ଷୁଦ୍ର ରାଜନୀତି" କରିଛନ୍ତି ବୋଲି ରବିବାର ଦିନ ପୋଲଡୁଚେରୀର କରାଇକ୍କାଲରେ...

ଜିତେନ୍ଦ୍ର ମିଶ୍ର କାନାଡାର ଅଗ୍ରଣୀ ଚଳଚ୍ଚିତ୍ର ମହୋତ୍ସବ ପାଇଁ ଜୁରି ଚୟନ କରିଥିଲେ

ନୁଆଦିଲ୍ଲୀ: ଜିତେନ୍ଦ୍ର ମିଶ୍ର କାନାଡାର ଅଗ୍ରଣୀ ଚଳଚ୍ଚିତ୍ର ମହୋତ୍ସବ ପାଇଁ ଜୁରି ଚୟନ କରିଛନ୍ତି: ୨୪ ତମ ମଣ୍ଟ୍ରିଆଲ୍ ଆନ୍ତର୍ଜାତୀୟ ଶିଶୁ ଚଳଚ୍ଚିତ୍ର ଫେଷ୍ଟିଭ୍...

ସମ୍ବଲପୁର ଜେଲ ଭିତରେ ମଦ୍ୟପ ୱାର୍ଡର ସହକର୍ମୀ ଆକ୍ରମଣ।

ସମ୍ବଲପୁର: ଶନିବାର ବିଳମ୍ବିତ ରାତିରେ ଜଣେ ୱାର୍ଡର ତାଙ୍କ ଦୁଇ ସହକର୍ମୀଙ୍କ ଉପରେ ଆକ୍ରମଣ କରିଥିବା ଅଭିଯୋଗ ହେବା ପରେ ସମ୍ବଲପୁର ସର୍କଲ ଜେଲ ମଧ୍ୟରେ ଉତ୍ତେଜନା ଦେଖାଦେଇଥିଲା।

ଅନେକ ଅଂଶରେ ସାଧାରଣ ଠାରୁ ୫ ଡିଗ୍ରୀ ବଞ୍ଚିବା ପାଇଁ ତାପମାତ୍ରା |

ଭୁବନେଶ୍ଵର: ଭାରତ ପାଣିପାଗ ବିଭାଗ (ଆଇଏମଡି) ଶନିବାର ଦିନ ପୂର୍ବାନୁମାନ ଅନୁଯାୟୀ ଓଡିଶାର ଅନେକ ଅଂଶ ପାଇଁ ସର୍ବାଧିକ ତାପମାତ୍ରା ବୃଦ୍ଧି ପାଇବ...

ପ୍ରକଳ୍ପ ଉପରେ ଓଡିଶା ବିଧାନସଭା ସଂକଳ୍ପ ପାରିତ କରିଛି ।

ପୁରୀ: ଦାଦଶ ଶତାବ୍ଦୀର ଶ୍ରୀମନ୍ଦିରର ସୁରକ୍ଷା, ଭକ୍ତମାନଙ୍କ ପାଇଁ ଉତ୍ତମ ସୁବିଧା ଏବଂ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି କରିବା ଲକ୍ଷ୍ୟରେ ଓଡ଼ିଶା ବିଧାନସଭା ଏକ ସର୍ବସମ୍ମତ ସଂକଳ୍ପ ପାରିତ କରିଛି।...