36 C
Bhubaneswar
Sunday, April 11, 2021

ଗାଁ ଗାଁକୁ ଯିବ ମୋଦିଙ୍କ ବିକାଶର ଗାଥା

Must read

ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା |

ଜମ୍ମୁ: ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା ​​ଏବଂ ବିଭିନ୍ନ ଘର୍ଷଣ ପଏଣ୍ଟରେ ପୂର୍ବ ଲଦାଖରେ ହୋଇଥିବା ଅସନ୍ତୋଷକୁ ନେଇ ଭାରତୀୟ ଏବଂ...

ସମାବେଶକୁ ବାତିଲ କରି ‘ଜରୁରୀ ସାକ୍ଷାତ’ ପାଇଁ ଦିଲ୍ଲୀକୁ ଦୌଡ଼ିଲା

ନୁଆଦିଲ୍ଲୀ: “ଜରୁରୀ ବୈଠକ” ପାଇଁ ନୂଆଦିଲ୍ଲୀକୁ ଫେରିବା ପରେ ମଙ୍ଗଳବାର ଦିନ ହୁଗଲି ଜିଲ୍ଲାର ଦଳର ସଭାପତି ଜେ ପି ନାଡଡାଙ୍କ ଉଭୟ ରାଲିକୁ...

କୋଭିଡ -୧୯ ର ଦ୍ୱିତୀୟ ତରଙ୍ଗ ଭାରତର ଅର୍ଥନୀତିକୁ ଖରାପ କରିବ କି?

ଭାରତର ଅର୍ଥନୀତି ଏକ ନୂତନ ଆର୍ଥିକ ବର୍ଷ ଆରମ୍ଭ କଲାବେଳେ ଏକ ଅନ୍ଧକାର ମେଘ ପାଖେଇ ଆସୁଛି: ଦ୍ୱିତୀୟ ତରଙ୍ଗ | ପ୍ରତ୍ୟେକ ଦିନ...

ଭାରତର ସାମରିକ ରାଜା ସର୍ବୋଚ୍ଚ ଜାତୀୟ ସୁରକ୍ଷା ଆୱାନ ଦେଇଥିଲେ ।

ଭାରତର ବରିଷ୍ଠ ସୈନିକ କମାଣ୍ଡର ସାଇବର ବିପଦରୁ ରକ୍ଷା କରିବା ପାଇଁ ନିର୍ମାଣ କ୍ଷମତା, ଭାରତର ଯୁଦ୍ଧ ଶକ୍ତିର ପୂର୍ଣ୍ଣ ସମ୍ଭାବନାକୁ ବାହାର କରିବା ପାଇଁ ତିନି ସେବା ମଧ୍ୟରେ...

ଭୁବନେଶ୍ୱର,୯ା୬(ନି.ପ୍ର.): କରୋନା ମହାମାରୀ ସମୟରେସାଧାରଣ ଜନତା ଏକାଠୀ ହେବା ଉପରେ ପ୍ରତିବନ୍ଧକ ଲାଗିଛି ।ଏହାକୁ ଦୃଷ୍ଟିରେ ରଖି ମୋଦି ସରକାରଙ୍କର ଦ୍ୱିତୀୟ ପାଳିର ପ୍ରଥମବର୍ଷ ପୂରଣ ଉପଲକ୍ଷେ ଟେକ୍ନୋଲୋଜି ପ୍ଲାଟଫର୍ମର ବ୍ୟବହାର କରିଦଳ ତରଫରୁ ଜନସମ୍ବାଦ କରାଯାଇଥିଲା । ଗୃହ ମନ୍ତ୍ରୀ ଶ୍ରୀ ଅମିତଶାହା ମୋଦି ସରକାରଙ୍କ ବିକାଶର ଗାଥା କହିବା ସହ ଓଡିଶା ପାଇଁ ମୋଦି ସରକାରଙ୍କ ପ୍ରତିବଦ୍ଧତା ସଂପର୍କରେ ରାଜ୍ୟବାସୀଙ୍କୁ ଅବଗତକରାଇଥିଲେ । ଟେକ୍ନୋଲୋଜିର ବିଭିନ୍ନ ପ୍ଲାଟଫର୍ମରେ ଲକ୍ଷାଧିକ ଓଡିଆ ଭାଇ ଭଉଣୀମାନେ ଯୋଡି ହୋଇ ଏହି ଜନସମ୍ବାଦକାର୍ଯ୍ୟକ୍ରମରେ ନିଜକୁ ସାମିଲ କରିଥିଲେ । ବିଜେପିର ସୋସିଆଲମିଡିଆ (ଫେସବୁକ, ଟ୍ୱିଟର, ୟୁଟୁ୍ୟବ), ଆଂଚଳିକ ବୈଦୁ୍ୟତିକଗଣମାଧ୍ୟମର ସୋସିଆଲ ମିଡିଆ ପ୍ଲାଟଫର୍ମ, ଡିଜିଟାଲ ମିଡିଆସମେତ ଦଳର ବରିଷ୍ଠ ନେତାମାନଙ୍କର ସୋସିଆଲ ମିଡିଆପ୍ଲାଟଫର୍ମରେ ରାଲି ଦିନ ରାତି ୯ ଟା ସୁଦ୍ଧା ୨୯ ଲକ୍ଷ ୫୮ ହଜାର୬୩୫ରୁ ଉଦ୍ଧ୍ୱର୍ ଲୋକ ଯୋଡି ହୋଇ ଜନସମ୍ବାଦ ରାଲିକୁ ଦେଖିଥିଲୋ ପରେ ସାଧାରଣ ଜନତା ଏବଂ ବିଜେପି କାର୍ଯ୍ୟକର୍ତାଙ୍କ ସୋସିଆଲମିଡିଆରେ ସେୟାର ହୋଇଥିବା ଏହି ଜନସମ୍ବାଦ ଭିଡିଓ ଓଡିଶାର ୧କୋଟି ଲୋକଙ୍କ ପାଖରେ ପହଂଚିଥିଲା । ଗୃହମନ୍ତ୍ରୀ ଅମିତ ଶାହାଙ୍କଭର୍ଚୁଆଲ ରାଲିକୁ ଓଡିଶାରେ ଅଭୂତପୂର୍ବ ଜନସମର୍ଥନ ମିଳିଛି । ଏଭଳିଏକ ଭର୍ଚୁଆଲ ରାଲିରେ ନିଜକୁ ସାମିଲ କରିଥିବାରୁ ସମଗ୍ର ରାଜ୍ୟବାସୀଙ୍କୁରାଜ୍ୟ ସଭାପତି ସମୀର ମହାନ୍ତି ଧନ୍ୟବାଦ ଜଣାଇବା ସହ କୃତଜ୍ଞତାଜ୍ଞାପନ କରିଛନ୍ତି ।ଓଡିଶାବାସୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ଦୃଢବିଶ୍ୱାସ ପ୍ରକଟ କରିଛନ୍ତି । ମୋଦି ସରକାରଙ୍କ ଦ୍ୱିତୀୟ ପାଳିର ପ୍ରଥମବର୍ଷ ପୂତି ଅବସରରେ ଓଡିଶାର ବିକାଶ, ବିପର୍ଯ୍ୟୟର ସହାୟତା, ସ୍ୱାର୍ଥ,ସ୍ୱାଭିମାନ ଓ ସଂସ୍କୃତି ଆଦି ମହତ୍ୱପୂର୍ଣ୍ଣ ଉପଲ୍ୱଧୀ ସଂପର୍କିତ ଏକ ଲିଫଲେଟ ଉନ୍ମୋଚନ କରାଯାଇଛି । ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ କାର୍ଯ୍ୟ ଧାରା ଏବଂଓଡିଶାକୁ ମିଳିଥିବା ଅନୁଦାନ ସଂପର୍କରେ ଉଲ୍ଲେଖ ଥିବା ଏହି ଲିଫଲେଟକୁବିଜେପିର ୩୭ ହଜାର ବୁଥର କାର୍ଯ୍ୟକର୍ତାମାନେ ପ୍ରତି ବୁଥରେ ୧୦୦ଟିପରିବାର ପାଖରେ ପହଂଚାଇବା ସହ ଜନ ଆଶୀର୍ବାଦ ଭିକ୍ଷା କରିବେବୋଲି ଶ୍ରୀ ମହାନ୍ତି କହିଛନ୍ତି ।ଏହି ଅବସରରେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ,ରାଜ୍ୟ ସାଧାରଣ ସଂପାଦକ ଭୃଗୁ ବକ୍ସିପାତ୍ର, ରାଜ୍ୟ ସଂପାଦିକା ଡ. ଲେଖାଶ୍ରୀ ସାମନ୍ତସିଂହାର, ଯୁବମୋର୍ଚ୍ଚା ସଭାପତି ଟଙ୍କଧର ତ୍ରିପାଠୀଏବଂ ରାଜ୍ୟ ମୁଖପାତ୍ର ଗୋଲକ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିେ

- Advertisement -ଗାଁ ଗାଁକୁ ଯିବ ମୋଦିଙ୍କ ବିକାଶର ଗାଥା

More articles

LEAVE A REPLY

Please enter your comment!
Please enter your name here

- Advertisement -ଗାଁ ଗାଁକୁ ଯିବ ମୋଦିଙ୍କ ବିକାଶର ଗାଥା

Latest article

ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା |

ଜମ୍ମୁ: ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା ​​ଏବଂ ବିଭିନ୍ନ ଘର୍ଷଣ ପଏଣ୍ଟରେ ପୂର୍ବ ଲଦାଖରେ ହୋଇଥିବା ଅସନ୍ତୋଷକୁ ନେଇ ଭାରତୀୟ ଏବଂ...

ସମାବେଶକୁ ବାତିଲ କରି ‘ଜରୁରୀ ସାକ୍ଷାତ’ ପାଇଁ ଦିଲ୍ଲୀକୁ ଦୌଡ଼ିଲା

ନୁଆଦିଲ୍ଲୀ: “ଜରୁରୀ ବୈଠକ” ପାଇଁ ନୂଆଦିଲ୍ଲୀକୁ ଫେରିବା ପରେ ମଙ୍ଗଳବାର ଦିନ ହୁଗଲି ଜିଲ୍ଲାର ଦଳର ସଭାପତି ଜେ ପି ନାଡଡାଙ୍କ ଉଭୟ ରାଲିକୁ...

କୋଭିଡ -୧୯ ର ଦ୍ୱିତୀୟ ତରଙ୍ଗ ଭାରତର ଅର୍ଥନୀତିକୁ ଖରାପ କରିବ କି?

ଭାରତର ଅର୍ଥନୀତି ଏକ ନୂତନ ଆର୍ଥିକ ବର୍ଷ ଆରମ୍ଭ କଲାବେଳେ ଏକ ଅନ୍ଧକାର ମେଘ ପାଖେଇ ଆସୁଛି: ଦ୍ୱିତୀୟ ତରଙ୍ଗ | ପ୍ରତ୍ୟେକ ଦିନ...

ଭାରତର ସାମରିକ ରାଜା ସର୍ବୋଚ୍ଚ ଜାତୀୟ ସୁରକ୍ଷା ଆୱାନ ଦେଇଥିଲେ ।

ଭାରତର ବରିଷ୍ଠ ସୈନିକ କମାଣ୍ଡର ସାଇବର ବିପଦରୁ ରକ୍ଷା କରିବା ପାଇଁ ନିର୍ମାଣ କ୍ଷମତା, ଭାରତର ଯୁଦ୍ଧ ଶକ୍ତିର ପୂର୍ଣ୍ଣ ସମ୍ଭାବନାକୁ ବାହାର କରିବା ପାଇଁ ତିନି ସେବା ମଧ୍ୟରେ...

ଆମକୁ ଅଣଦେଖା କରିବା ଛଳନା କଲେ ମଧ୍ୟ ସରକାର କମ୍ପିତ ହେଲେ

କୃଷକ ସଂଗଠନ କେନ୍ଦ୍ର ସରକାରଙ୍କ ସହ ଚାଷ ଆଇନ ଉପରେ ଏକ ବୈଠକ କରିଥିଲା। ୭୭ ଦିନ ହେଲା, ଉଭୟ ପକ୍ଷ ମଧ୍ୟରେ କୌଣସି...