36 C
Bhubaneswar
Sunday, April 11, 2021

କରୋନାରେ •ଲିଗଲା ଡିଏମକେ ବିଧାୟକଙ୍କ ଜୀବନ

Must read

ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା |

ଜମ୍ମୁ: ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା ​​ଏବଂ ବିଭିନ୍ନ ଘର୍ଷଣ ପଏଣ୍ଟରେ ପୂର୍ବ ଲଦାଖରେ ହୋଇଥିବା ଅସନ୍ତୋଷକୁ ନେଇ ଭାରତୀୟ ଏବଂ...

ସମାବେଶକୁ ବାତିଲ କରି ‘ଜରୁରୀ ସାକ୍ଷାତ’ ପାଇଁ ଦିଲ୍ଲୀକୁ ଦୌଡ଼ିଲା

ନୁଆଦିଲ୍ଲୀ: “ଜରୁରୀ ବୈଠକ” ପାଇଁ ନୂଆଦିଲ୍ଲୀକୁ ଫେରିବା ପରେ ମଙ୍ଗଳବାର ଦିନ ହୁଗଲି ଜିଲ୍ଲାର ଦଳର ସଭାପତି ଜେ ପି ନାଡଡାଙ୍କ ଉଭୟ ରାଲିକୁ...

କୋଭିଡ -୧୯ ର ଦ୍ୱିତୀୟ ତରଙ୍ଗ ଭାରତର ଅର୍ଥନୀତିକୁ ଖରାପ କରିବ କି?

ଭାରତର ଅର୍ଥନୀତି ଏକ ନୂତନ ଆର୍ଥିକ ବର୍ଷ ଆରମ୍ଭ କଲାବେଳେ ଏକ ଅନ୍ଧକାର ମେଘ ପାଖେଇ ଆସୁଛି: ଦ୍ୱିତୀୟ ତରଙ୍ଗ | ପ୍ରତ୍ୟେକ ଦିନ...

ଭାରତର ସାମରିକ ରାଜା ସର୍ବୋଚ୍ଚ ଜାତୀୟ ସୁରକ୍ଷା ଆୱାନ ଦେଇଥିଲେ ।

ଭାରତର ବରିଷ୍ଠ ସୈନିକ କମାଣ୍ଡର ସାଇବର ବିପଦରୁ ରକ୍ଷା କରିବା ପାଇଁ ନିର୍ମାଣ କ୍ଷମତା, ଭାରତର ଯୁଦ୍ଧ ଶକ୍ତିର ପୂର୍ଣ୍ଣ ସମ୍ଭାବନାକୁ ବାହାର କରିବା ପାଇଁ ତିନି ସେବା ମଧ୍ୟରେ...

ଚେନ୍ନାଇ, ୧୦/୬ ଏଜେନ୍ସି) : କରୋନାରେ ଆକ୍ରାନ୍ତ ହୋଇ ଆଖି ବୁଜିଛନ୍ତି ତାମିଲନାଡୁର ଡିଏମ୍କେ ବିଧାୟକ ଜେ ଅନଝଗନ୍ । ବୁଧବାର ସକାଳେ ଚେନ୍ନାଇର ଏକ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ବୟସ ହୋଇଥିଲା । ନିଃଶ୍ୱାସପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ଜୁନ୍ ୨ରେ ତାଙ୍କୁ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଥିଲା । ସେହି ସମୟରେ ତାଙ୍କର କରୋନା ଟେଷ୍ଟ୍ କରାଯାଇଥିଲା ଓ ରିପୋର୍ଟ ପଜିଟିଭ୍ ଆସିଥିଲା । ନିଃଶ୍ୱାସପ୍ରଶ୍ୱାସ ନେବାରେ ଆହୁରି ଅଧିକ କଷ୍ଟ ଅନୁଭବ ହେବାରୁ ଜୁନ୍ ୩ରେ ଜେ ଅନଝଗନ୍ଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା । ସୋମବାର ସନ୍ଧ୍ୟାରେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଆହୁରି ବିଗିଡ଼ି ଯାଇଥିବାବେଳେ ଆଜି ସକାଳେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଯେତେବେଳେ ଜେ ଅନ୍ୱଝଗନ୍ ହସ୍ପିଟାଲ୍ରେ ଭର୍ତ୍ତି ହୋଇଥିଲେ ତାମିଲନାଡୁର ବିରୋଧୀ ଦଳ ଡିଏମକେ, ତାମିଲନାଡୁ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି । କରୋନା ମୁକାବିଲା କ୍ଷେତ୍ରରେ ସରକାର ବିଫଳ ହୋଇଥିବା ବିରୋଧୀ ଅଭିଯୋଗ ଆଣିଛି ।

- Advertisement -କରୋନାରେ •ଲିଗଲା ଡିଏମକେ ବିଧାୟକଙ୍କ ଜୀବନ

More articles

LEAVE A REPLY

Please enter your comment!
Please enter your name here

- Advertisement -କରୋନାରେ •ଲିଗଲା ଡିଏମକେ ବିଧାୟକଙ୍କ ଜୀବନ

Latest article

ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା |

ଜମ୍ମୁ: ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା ​​ଏବଂ ବିଭିନ୍ନ ଘର୍ଷଣ ପଏଣ୍ଟରେ ପୂର୍ବ ଲଦାଖରେ ହୋଇଥିବା ଅସନ୍ତୋଷକୁ ନେଇ ଭାରତୀୟ ଏବଂ...

ସମାବେଶକୁ ବାତିଲ କରି ‘ଜରୁରୀ ସାକ୍ଷାତ’ ପାଇଁ ଦିଲ୍ଲୀକୁ ଦୌଡ଼ିଲା

ନୁଆଦିଲ୍ଲୀ: “ଜରୁରୀ ବୈଠକ” ପାଇଁ ନୂଆଦିଲ୍ଲୀକୁ ଫେରିବା ପରେ ମଙ୍ଗଳବାର ଦିନ ହୁଗଲି ଜିଲ୍ଲାର ଦଳର ସଭାପତି ଜେ ପି ନାଡଡାଙ୍କ ଉଭୟ ରାଲିକୁ...

କୋଭିଡ -୧୯ ର ଦ୍ୱିତୀୟ ତରଙ୍ଗ ଭାରତର ଅର୍ଥନୀତିକୁ ଖରାପ କରିବ କି?

ଭାରତର ଅର୍ଥନୀତି ଏକ ନୂତନ ଆର୍ଥିକ ବର୍ଷ ଆରମ୍ଭ କଲାବେଳେ ଏକ ଅନ୍ଧକାର ମେଘ ପାଖେଇ ଆସୁଛି: ଦ୍ୱିତୀୟ ତରଙ୍ଗ | ପ୍ରତ୍ୟେକ ଦିନ...

ଭାରତର ସାମରିକ ରାଜା ସର୍ବୋଚ୍ଚ ଜାତୀୟ ସୁରକ୍ଷା ଆୱାନ ଦେଇଥିଲେ ।

ଭାରତର ବରିଷ୍ଠ ସୈନିକ କମାଣ୍ଡର ସାଇବର ବିପଦରୁ ରକ୍ଷା କରିବା ପାଇଁ ନିର୍ମାଣ କ୍ଷମତା, ଭାରତର ଯୁଦ୍ଧ ଶକ୍ତିର ପୂର୍ଣ୍ଣ ସମ୍ଭାବନାକୁ ବାହାର କରିବା ପାଇଁ ତିନି ସେବା ମଧ୍ୟରେ...

ଆମକୁ ଅଣଦେଖା କରିବା ଛଳନା କଲେ ମଧ୍ୟ ସରକାର କମ୍ପିତ ହେଲେ

କୃଷକ ସଂଗଠନ କେନ୍ଦ୍ର ସରକାରଙ୍କ ସହ ଚାଷ ଆଇନ ଉପରେ ଏକ ବୈଠକ କରିଥିଲା। ୭୭ ଦିନ ହେଲା, ଉଭୟ ପକ୍ଷ ମଧ୍ୟରେ କୌଣସି...