36 C
Bhubaneswar
Sunday, April 11, 2021

ଯୋଦ୍ଧାଙ୍କୁ କରୋନା

Must read

ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା |

ଜମ୍ମୁ: ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା ​​ଏବଂ ବିଭିନ୍ନ ଘର୍ଷଣ ପଏଣ୍ଟରେ ପୂର୍ବ ଲଦାଖରେ ହୋଇଥିବା ଅସନ୍ତୋଷକୁ ନେଇ ଭାରତୀୟ ଏବଂ...

ସମାବେଶକୁ ବାତିଲ କରି ‘ଜରୁରୀ ସାକ୍ଷାତ’ ପାଇଁ ଦିଲ୍ଲୀକୁ ଦୌଡ଼ିଲା

ନୁଆଦିଲ୍ଲୀ: “ଜରୁରୀ ବୈଠକ” ପାଇଁ ନୂଆଦିଲ୍ଲୀକୁ ଫେରିବା ପରେ ମଙ୍ଗଳବାର ଦିନ ହୁଗଲି ଜିଲ୍ଲାର ଦଳର ସଭାପତି ଜେ ପି ନାଡଡାଙ୍କ ଉଭୟ ରାଲିକୁ...

କୋଭିଡ -୧୯ ର ଦ୍ୱିତୀୟ ତରଙ୍ଗ ଭାରତର ଅର୍ଥନୀତିକୁ ଖରାପ କରିବ କି?

ଭାରତର ଅର୍ଥନୀତି ଏକ ନୂତନ ଆର୍ଥିକ ବର୍ଷ ଆରମ୍ଭ କଲାବେଳେ ଏକ ଅନ୍ଧକାର ମେଘ ପାଖେଇ ଆସୁଛି: ଦ୍ୱିତୀୟ ତରଙ୍ଗ | ପ୍ରତ୍ୟେକ ଦିନ...

ଭାରତର ସାମରିକ ରାଜା ସର୍ବୋଚ୍ଚ ଜାତୀୟ ସୁରକ୍ଷା ଆୱାନ ଦେଇଥିଲେ ।

ଭାରତର ବରିଷ୍ଠ ସୈନିକ କମାଣ୍ଡର ସାଇବର ବିପଦରୁ ରକ୍ଷା କରିବା ପାଇଁ ନିର୍ମାଣ କ୍ଷମତା, ଭାରତର ଯୁଦ୍ଧ ଶକ୍ତିର ପୂର୍ଣ୍ଣ ସମ୍ଭାବନାକୁ ବାହାର କରିବା ପାଇଁ ତିନି ସେବା ମଧ୍ୟରେ...

ଭୁବନେଶ୍ୱର,୧୪ା୬(ନି.ପ୍ର.): ପୁଣି ୪ ଜଣ କରୋନା ଯୋଦ୍ଧା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାର ଦୁଇ ଜଣ ଓ କଳାହାଣ୍ଡି ଜିଲ୍ଲାର ଦୁଇ ଜଣ ବୋଲି ଜଣାଯାଇଛି । ଛତ୍ରପୁର ଏସଡିପିଓ ଏବଂ ଅ ।ଇଅ ।ଇସି କରୋନାରେ ଅ ।କ୍ରାନ୍ତ ହୋଇଛନ୍ତି । ସେ ଉଭୟଙ୍କର ଅ ।ଶୁ ଅ ।ରୋଗ୍ୟ କାମନା କରିଛନ୍ତି । ଅ ।ଜି ଏନେଇ ଗଞ୍ଜାମ ଏସପି ଟୁଇଟ୍ କରି ସୂଚନା ଦେଇଛନ୍ତି । ତାଙ୍କର ସୂଚନା ଅନୁଯାୟୀ, କଳାହାଣ୍ଡି ଜିଲ୍ଲାରେ ୨ ଜଣ ମହିଳା ଡାକ୍ତର ଓ ଜଣେ ପ୍ରବାସୀ କରୋନା ପଜିଟିଭ ଚିହ୍ନଟ ହେବା ନେଇ ଜିଲ୍ଲାରେ •ଞ୍ଚଲ୍ୟ ଖେଳିଯାଇଛି । ଜଣେ ପ୍ରବାସୀ ୭ ଦିନିଅ । ସଙ୍ଗରୋଧ କେନ୍ଦ୍ରରେ ରହିବା ସମୟରେ ତାଙ୍କ ସ୍ୱାବ୍ ରିପୋର୍ଟ ପରୀକ୍ଷା ପାଇଁ ଯାଇଥିଲା । ପରେ ସେ ଗୃହ ସଙ୍ଗରୋଧ କେନ୍ଦ୍ରରେ ଥିଲେ । ଦେହ ଅସୁସ୍ଥ ହେବାରୁ ସେ କଳାହାଣ୍ଡି ଜିଲ୍ଲା ନର୍ଲା ଡାକ୍ତରଖାନାକୁ ଚିକିତ୍ସା ପାଇଁ ଅ ।ସିଥିଲେ । ଏଠାରେ କାର୍ଯ୍ୟରତ ୨ ଜଣ ମହିଳା ଡାକ୍ତର ତାଙ୍କ ସଂସ୍ପର୍ଶରେ ଅ ।ସିଥିଲେ । ପ୍ରବାସୀଙ୍କ ସ୍ୱାବ୍ କରୋନା ପଜିଟିଭ୍ ଅ ।ସିବା ପରେ ୨ ମହିଳା ଡାକ୍ତରଙ୍କ ସ୍ୱାବ୍ ରିପୋର୍ଟ ପରୀକ୍ଷା ପାଇଁ ପଠାଯାଇଥିଲା ।୨ ମହିଳା ଡାକ୍ତରଙ୍କ ସ୍ୱାବ୍ ରିପୋର୍ଟ ପଜିଟିଭ୍ ଅ ।ସିବା ପରେ ସେମାନଙ୍କୁ କୋଭିଡ ହସ୍ପିଟାଲକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଇଛି । ୂଚନାଯୋଗ୍ୟ, ମାଲକାନଗିରି ଜିଲ୍ଲାରେ ଗତକାଲି ପୁଣି ୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ । କିଛି ଦିନ ପୂର୍ବରୁ ଜିଲ୍ଲାରେ କରୋନା ସଂକ୍ରମିତ ଚିକିତ୍ସା ପରେ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଗତ ୧୦ ତାରିଖ ଦିନ ଜଣେ ଚିହ୍ନଟ ହୋଇଥିବା ବେଳେ ଅ ।ଜି ୩ ଜଣ ଚିହ୍ନଟ ହୋଇ କୋଭିଡ଼ ହସପିଟାଲରେ ଭର୍ତ୍ତି ହୋଇଥିଲେ ।

- Advertisement -ଯୋଦ୍ଧାଙ୍କୁ କରୋନା

More articles

LEAVE A REPLY

Please enter your comment!
Please enter your name here

- Advertisement -ଯୋଦ୍ଧାଙ୍କୁ କରୋନା

Latest article

ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା |

ଜମ୍ମୁ: ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା ​​ଏବଂ ବିଭିନ୍ନ ଘର୍ଷଣ ପଏଣ୍ଟରେ ପୂର୍ବ ଲଦାଖରେ ହୋଇଥିବା ଅସନ୍ତୋଷକୁ ନେଇ ଭାରତୀୟ ଏବଂ...

ସମାବେଶକୁ ବାତିଲ କରି ‘ଜରୁରୀ ସାକ୍ଷାତ’ ପାଇଁ ଦିଲ୍ଲୀକୁ ଦୌଡ଼ିଲା

ନୁଆଦିଲ୍ଲୀ: “ଜରୁରୀ ବୈଠକ” ପାଇଁ ନୂଆଦିଲ୍ଲୀକୁ ଫେରିବା ପରେ ମଙ୍ଗଳବାର ଦିନ ହୁଗଲି ଜିଲ୍ଲାର ଦଳର ସଭାପତି ଜେ ପି ନାଡଡାଙ୍କ ଉଭୟ ରାଲିକୁ...

କୋଭିଡ -୧୯ ର ଦ୍ୱିତୀୟ ତରଙ୍ଗ ଭାରତର ଅର୍ଥନୀତିକୁ ଖରାପ କରିବ କି?

ଭାରତର ଅର୍ଥନୀତି ଏକ ନୂତନ ଆର୍ଥିକ ବର୍ଷ ଆରମ୍ଭ କଲାବେଳେ ଏକ ଅନ୍ଧକାର ମେଘ ପାଖେଇ ଆସୁଛି: ଦ୍ୱିତୀୟ ତରଙ୍ଗ | ପ୍ରତ୍ୟେକ ଦିନ...

ଭାରତର ସାମରିକ ରାଜା ସର୍ବୋଚ୍ଚ ଜାତୀୟ ସୁରକ୍ଷା ଆୱାନ ଦେଇଥିଲେ ।

ଭାରତର ବରିଷ୍ଠ ସୈନିକ କମାଣ୍ଡର ସାଇବର ବିପଦରୁ ରକ୍ଷା କରିବା ପାଇଁ ନିର୍ମାଣ କ୍ଷମତା, ଭାରତର ଯୁଦ୍ଧ ଶକ୍ତିର ପୂର୍ଣ୍ଣ ସମ୍ଭାବନାକୁ ବାହାର କରିବା ପାଇଁ ତିନି ସେବା ମଧ୍ୟରେ...

ଆମକୁ ଅଣଦେଖା କରିବା ଛଳନା କଲେ ମଧ୍ୟ ସରକାର କମ୍ପିତ ହେଲେ

କୃଷକ ସଂଗଠନ କେନ୍ଦ୍ର ସରକାରଙ୍କ ସହ ଚାଷ ଆଇନ ଉପରେ ଏକ ବୈଠକ କରିଥିଲା। ୭୭ ଦିନ ହେଲା, ଉଭୟ ପକ୍ଷ ମଧ୍ୟରେ କୌଣସି...