36 C
Bhubaneswar
Sunday, April 11, 2021

ପୁଞ୍ଜିନିବେଶ କରିବ ମିତ୍ତଲ

Must read

ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା |

ଜମ୍ମୁ: ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା ​​ଏବଂ ବିଭିନ୍ନ ଘର୍ଷଣ ପଏଣ୍ଟରେ ପୂର୍ବ ଲଦାଖରେ ହୋଇଥିବା ଅସନ୍ତୋଷକୁ ନେଇ ଭାରତୀୟ ଏବଂ...

ସମାବେଶକୁ ବାତିଲ କରି ‘ଜରୁରୀ ସାକ୍ଷାତ’ ପାଇଁ ଦିଲ୍ଲୀକୁ ଦୌଡ଼ିଲା

ନୁଆଦିଲ୍ଲୀ: “ଜରୁରୀ ବୈଠକ” ପାଇଁ ନୂଆଦିଲ୍ଲୀକୁ ଫେରିବା ପରେ ମଙ୍ଗଳବାର ଦିନ ହୁଗଲି ଜିଲ୍ଲାର ଦଳର ସଭାପତି ଜେ ପି ନାଡଡାଙ୍କ ଉଭୟ ରାଲିକୁ...

କୋଭିଡ -୧୯ ର ଦ୍ୱିତୀୟ ତରଙ୍ଗ ଭାରତର ଅର୍ଥନୀତିକୁ ଖରାପ କରିବ କି?

ଭାରତର ଅର୍ଥନୀତି ଏକ ନୂତନ ଆର୍ଥିକ ବର୍ଷ ଆରମ୍ଭ କଲାବେଳେ ଏକ ଅନ୍ଧକାର ମେଘ ପାଖେଇ ଆସୁଛି: ଦ୍ୱିତୀୟ ତରଙ୍ଗ | ପ୍ରତ୍ୟେକ ଦିନ...

ଭାରତର ସାମରିକ ରାଜା ସର୍ବୋଚ୍ଚ ଜାତୀୟ ସୁରକ୍ଷା ଆୱାନ ଦେଇଥିଲେ ।

ଭାରତର ବରିଷ୍ଠ ସୈନିକ କମାଣ୍ଡର ସାଇବର ବିପଦରୁ ରକ୍ଷା କରିବା ପାଇଁ ନିର୍ମାଣ କ୍ଷମତା, ଭାରତର ଯୁଦ୍ଧ ଶକ୍ତିର ପୂର୍ଣ୍ଣ ସମ୍ଭାବନାକୁ ବାହାର କରିବା ପାଇଁ ତିନି ସେବା ମଧ୍ୟରେ...

ଭୁବନେଶ୍ୱର,୧୩ା୬(ମହାଭାରତ): ଓଡିଶାରେ ପୁଞ୍ଜି ବିନିଯୋଗ ନେଇ ଆର୍ସେଲର ମିତ୍ତଳ ଗ୍ରୁପର ଅଧ୍ୟକ୍ଷ ଲକ୍ଷ୍ମୀନିବାସ ମିତ୍ତଲ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପ…ନାୟକଙ୍କ ସହିତ ଅ ।ଲୋଚନା କରିଥିଲେ । ଓଡିଶା ସରକାର ଯେଭଳି ଦକ୍ଷତାର ସହ କରୋନା ମୁକାବିଲା ପରି•ଳନା କରୁଛନ୍ତି । ସେଥିପାଇଁ ଶ୍ରୀ ମିତ୍ତଲ ପ୍ରଥମେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ । କୋଭିଡ-୧୯ ଯୋଗୁଁ ସାରା ବିଶ୍ୱର ଅର୍ଥନୀତି ଗୁରୁତର ଭାବେ ପ୍ରଭାବିତ ହୋଇଥିବାବେଳେ ଶିଳ୍ପ ଜଗତକୁ ସହଯାଗ ଯୋଗାଇ ଦେବାକୁ ଓଡିଶା ସରକାରଙ୍କ ଉଦ୍ୟମ ପାଇଁ ଶ୍ରୀ ମିତ୍ତଲ ମୁଖ୍ୟମନ୍ତ୍ରୀ ଶ୍ରୀ ପ…ନାୟକଙ୍କୁ ସାଧୁବାଦ ଜଣାଇଥିଲେ । ଆଲୋଚନା ପରେ ପ୍ରଥମ ପର୍ଯ୍ୟାୟ ମିତ୍ତଲ ଗ୍ରୁପ୍ ଓଡିଶାରେ ୨ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ କରିବ ବୋଲି ମିତ୍ତଲ ସୂଚନା ଦେଇଛନ୍ତି । ଏ ପରିପ୍ରେକ୍ଷୀର ନିକଟରେ ତାଙ୍କ କ ମ୍ପ ।ନୀ ପକ୍ଷରୁ ନିଲାମରେ ନିଅ ।ଯାଇଥିବା ୨ଟି ଖଣି ସାଗାସାହି ଓ ଠାକୁରାଣୀ ଖଣିର ଲିଜ୍ ଯେପରି ସ୍ୱଚ୍ଛତାର ସହ ସ ମ୍ପ ।ଦିତ ହେଲା ତାହା ବିଶ୍ୱ ସ୍ତରରରେ ନୂଆ ବେଞ୍ଚମାର୍କ ସୃଷ୍ଟି କରିଛି ବୋଲି ଶ୍ରୀ ମିତ୍ତଲ କହିଥିଲେ । ଆର୍ସେଲର ମିତ୍ତଲ ଓ ନିପନ ଷ୍ଟିଲ ଗତ ଡିସେମ୍ବର ମାସରୁ ସୁପ୍ରିମ୍କୋର୍ଟଙ୍କ ନିଦେ୍ର୍ଦଶ କ୍ରମେ ୫୦ହଜାର କୋଟିରୁ ଉଦ୍ଧ୍ୱର୍ ଟଙ୍କାର ପ୍ରକଳ୍ପ, ଏସାର ଷ୍ଟିଲକୁ ଅଧିଗ୍ରହଣ କରିଛନ୍ତି । ଏହାଦ୍ୱାରା ଭାରତରେ ୭ମିଲିୟନ ଆମେରିକୀୟ ଡଲାରର ବିଦେଶୀ ପୁଞ୍ଜି ବିନିଯୋଗ ହୋଇପାରିଛି । ଯାହାକି ଦେଶରେ ଅନ୍ୟତମ ବୃହତ୍ତମ ବିଦେଶୀ ପୁଞ୍ଜି ବିନିଯୋଗ ଅଟେ । ଆର୍ସେଲର ମିତ୍ତଲ ଓ ନିପନ ଷ୍ଟିଲ ପାରାଦୀପ୍ ଠାରେ ପେଲେଟ ପ୍ଲାଣ୍ଟ, କେନ୍ଦୁଝରର ଡାବୁନିରେ ବେନିଫିକେସନ ପ୍ଲାଣ୍ଟ ସହିତ ସାଗାସାହି ଓ ଠାକୁରାଣୀ ଖଣିର ପରି•ଳନା କରୁଛନ୍ତି । ଓଡିଶାରୁ ଉତ୍ପାଦିତ ଖଣିଜ ଦ୍ରବ୍ୟକୁ ଓଡିଶାରେ ହିଁ ମୂଲ୍ୟଯୁକ୍ତ କରିବାପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ପ…ନାୟକ ଶ୍ରୀ ମିତ୍ତଲଙ୍କୁ ପରାମର୍ଶ ଦେଇଥିଲେ । ଏହାଦ୍ୱାରା ଅଧିକ ନିଯୁକ୍ତି ସୃଷ୍ଟି ହେବା ସହିତ ରାଜ୍ୟ ଅର୍ଥନୀତିର ଅଭିବୃଦ୍ଧିରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏ ଦିଗରେ ରାଜ୍ୟ ସରକାର ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବେ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ । ଆର୍ସେଲର ମିତ୍ତଲ ଏସାର ଷ୍ଟିଲକୁ ଅଧିଗ୍ରହଣ କରିଥିବାରୁ ଓଡ଼ିÿିଶାରେ ଥିବା ଏସାରର ଇସ୍ପାତ ପ୍ରକଳ୍ପକୁ କାର୍ଯ୍ୟକାରୀ କରିବାର ସମ୍ଭାବନା ରହିଛି । ଓଡ଼ିÿିଶା ସରକାର ମଧ୍ୟ ଏ ନେଇ ଗତ କିଛି ମାସ ହେଲା ଆସେ ର୍ଲର-ମିତ୍ତଲ ସହ ଅ ।ଲୋଚନା କରୁଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ଆର୍ସେଲର ମିତ୍ତଲ ଓ ନିପନ ଷ୍ଟିଲ ଦ୍ୱାରା ପରି•ଳିତ ପାରାଦୀପ୍ର ପେଲେଟ ପ୍ଲାଣ୍ଟର କ୍ଷମତା ବାର୍ଷିକ ୬ନିୟୁତ ଟନ୍ରୁ ୧୨ ନିୟତ ଟନ୍କୁ ବୃଦ୍ଧି କରିବାପାଇଁ ସ୍ଥିର ହୋଇଥିବାବେଳେ ଡାବୁନାର ବେନିଫିକେସନ ପ୍ଲାଣ୍ଟର କ୍ଷମତା ବାର୍ଷିକ ୫ ନିୟୁତ ଟନ୍ରୁ ୧୬ନିୟୁତ ଟନ୍କୁ ସ ମ୍ପ ୍ରସାରିତ ହେବ । ଏହିସବୁ ପ୍ରକଳ୍ପ ବାବଦରେ ପ୍ରଥମ ପର୍ଯ୍ୟାୟରେ ଆର୍ସେଲର ମିତ୍ତଲ ଓ ନିପନ ଷ୍ଟିଲ ଓଡିଶାରେ ୨୦୦୦ କୋଟି ଟଙ୍କା ପୁଞ୍ଜି ବିନିଯୋଗ କରିବ ।

- Advertisement -ପୁଞ୍ଜିନିବେଶ କରିବ ମିତ୍ତଲ

More articles

LEAVE A REPLY

Please enter your comment!
Please enter your name here

- Advertisement -ପୁଞ୍ଜିନିବେଶ କରିବ ମିତ୍ତଲ

Latest article

ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା |

ଜମ୍ମୁ: ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା ​​ଏବଂ ବିଭିନ୍ନ ଘର୍ଷଣ ପଏଣ୍ଟରେ ପୂର୍ବ ଲଦାଖରେ ହୋଇଥିବା ଅସନ୍ତୋଷକୁ ନେଇ ଭାରତୀୟ ଏବଂ...

ସମାବେଶକୁ ବାତିଲ କରି ‘ଜରୁରୀ ସାକ୍ଷାତ’ ପାଇଁ ଦିଲ୍ଲୀକୁ ଦୌଡ଼ିଲା

ନୁଆଦିଲ୍ଲୀ: “ଜରୁରୀ ବୈଠକ” ପାଇଁ ନୂଆଦିଲ୍ଲୀକୁ ଫେରିବା ପରେ ମଙ୍ଗଳବାର ଦିନ ହୁଗଲି ଜିଲ୍ଲାର ଦଳର ସଭାପତି ଜେ ପି ନାଡଡାଙ୍କ ଉଭୟ ରାଲିକୁ...

କୋଭିଡ -୧୯ ର ଦ୍ୱିତୀୟ ତରଙ୍ଗ ଭାରତର ଅର୍ଥନୀତିକୁ ଖରାପ କରିବ କି?

ଭାରତର ଅର୍ଥନୀତି ଏକ ନୂତନ ଆର୍ଥିକ ବର୍ଷ ଆରମ୍ଭ କଲାବେଳେ ଏକ ଅନ୍ଧକାର ମେଘ ପାଖେଇ ଆସୁଛି: ଦ୍ୱିତୀୟ ତରଙ୍ଗ | ପ୍ରତ୍ୟେକ ଦିନ...

ଭାରତର ସାମରିକ ରାଜା ସର୍ବୋଚ୍ଚ ଜାତୀୟ ସୁରକ୍ଷା ଆୱାନ ଦେଇଥିଲେ ।

ଭାରତର ବରିଷ୍ଠ ସୈନିକ କମାଣ୍ଡର ସାଇବର ବିପଦରୁ ରକ୍ଷା କରିବା ପାଇଁ ନିର୍ମାଣ କ୍ଷମତା, ଭାରତର ଯୁଦ୍ଧ ଶକ୍ତିର ପୂର୍ଣ୍ଣ ସମ୍ଭାବନାକୁ ବାହାର କରିବା ପାଇଁ ତିନି ସେବା ମଧ୍ୟରେ...

ଆମକୁ ଅଣଦେଖା କରିବା ଛଳନା କଲେ ମଧ୍ୟ ସରକାର କମ୍ପିତ ହେଲେ

କୃଷକ ସଂଗଠନ କେନ୍ଦ୍ର ସରକାରଙ୍କ ସହ ଚାଷ ଆଇନ ଉପରେ ଏକ ବୈଠକ କରିଥିଲା। ୭୭ ଦିନ ହେଲା, ଉଭୟ ପକ୍ଷ ମଧ୍ୟରେ କୌଣସି...