27 C
Bhubaneswar
Sunday, September 20, 2020

ସୋପିଆନରେ ଏନକାଉଣ୍ଟର: ଟଳିଲେ ୩ ଆତଙ୍କୀ

Must read

ଏଭନ୍ ପକ୍ଷରୁ ନୂଆ ବ୍ରାଣ୍ଡ ଅଭିଯାନ ‘ୱାଚ୍ ମି ନାଓ’ର ଶୁଭାରମ୍ଭ

ଭୁବନେଶ୍ୱର,୧୮/୯ (ନିପ୍ର):ବିୟୁଟି କମ୍ପାନୀ ଏଭନ୍ ପକ୍ଷରୁ ଏକନୂତନ ବ୍ରାଣ୍ଡ କ୍ୟାମ୍ପେନ୍ 'ୱାଚ୍ ମି ନାଓ'ଶୁଭାରମ୍ଭ କରାଯାଇଛି, ଯାହାକିଲୋକମାନଙ୍କୁ ଏହି ଆଇକୋନିକ୍କମ୍ପାନୀ ଉପରେ ସେମାନଙ୍କରମତାମତକୁ ପୁନର୍ବିଚାର...

କର୍ଡ ମାଏଷ୍ଟ୍ରୋ ରେଫ୍ରିଜରେଟର୍ର ଶୁଭାରମ୍ଭ

ଭୁବନେଶ୍ୱର,୧୮/୯ (ନିପ୍ର):ଭାରତର ସର୍ବାଧିକ ବିଶ୍ୱାସନୀୟ ଉପଭୋକ୍ତାଇଲେକ୍ଟ୍ରୋନିକ୍ସ ବ୍ରାଣ୍ଡସାମ୍ସଙ୍ଗ ପକ୍ଷରୁ ଅଧିକକ୍ଷମତା ସହିତ ଏହାର କର୍ଡମାଏଷ୍ଟ୍ରୋରେଫ୍ରିଜରେଟର୍ର ୪ଟିନୂତନ ମଡେଲ୍ର ଶୁଭାରମ୍ଭକରାଯାଇଛି । ଦହି ବା କର୍ଡତିଆରି କରିପାରୁଥିବା ବିଶ୍ୱରପ୍ରଥମ ରେଫ୍ରିଜରେଟର,କର୍ଡ ମାଏଷ୍ଟ୍ରୋ...

ଫ୍ରିଚାର୍ଜର ଡିଜିଟାଲ୍ କାରବାରରେ ୧୦ ଗୁଣା ବୃଦ୍ଧି

ଭୁବନେଶ୍ୱର,୧୮/୯ (ନିପ୍ର): ମହାମାରୀ ଓ ଲକ୍ଡାଉନ୍ ସ୍ଥିତି ସାରାବିଶ୍ୱର ପ୍ରତିଟି ଲୋକଙ୍କ ପାଇଁ ଏକ ଆହ୍ୱାନପୂର୍ଣ୍ଣ ପରିସ୍ଥିତି । ତେବେ ଏହାମଧ୍ୟ ଅସ୍ୱୀକାର କରିହେବ ନାହିଁ ଯେ ଯେତେବେଳେ ସ୍ପର୍ଶବିହୀନ...

ନୂଆ ରୋଲସ-ରଏସ ଘୋଷ୍ଟ ଗ୍ରାହକଙ୍କ ଆବଶ୍ୟକତା ପୂରଣ କରିପାରିଛ

ଗୁଡଉଡ,ୱେଷ୍ଟଶାସିକ୍ସ୍,୧୮/୯(ନିପ୍ର): ନୂଆ ରୋଲସ-ରଏସ ଘୋଷ୍ଟଗ୍ରାହକଙ୍କ ଆବଶ୍ୟକତା ପୂରଣକରିପାରିଛି । ରୋଲସ-ରଏସ ୧୧୬-ବର୍ଷର ଇତିହାସ ମଧ୍ୟରେ ସର୍ବାଧିକସଫଳତା ଘୋଷ୍ଟ ଯୋଗୁ ଉପଲବ୍ଧିକରିପାରିଛି । ୨୦୦୯ରେ ଘୋଷ୍ଟ ଏହାରଯାତ୍ରା ଆରମ୍ଭ କରିଥିଲା ।...

ଶ୍ରୀନଗର, ୧୬/୬ (ଏଜେନ୍ସି) : ଘାଟିରେ ଦିନେ ଛାଡ଼ି ଦିନେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ୁଛନ୍ତି । ବର୍ଷା ଦିନ ପୂର୍ବରୁ ଜମ୍ମୁ-କାଶ୍ମୀରକୁ ଆତଙ୍କୀମୁକ୍ତ କରିବା ଲାଗି ପ୍ରତିଜ୍ଞାବଦ୍ଧ ଭାରତୀୟ ସେନାବାହିନୀ ଓ ଅର୍ଦ୍ଧସାମରିକ ବାହିନୀର ଜୱାନମାନେ ନିତିପ୍ରତିଦିନ ଆତଙ୍କବାଦୀମାନଙ୍କୁ ଖୋଜି ଖୋଜି ଠାବ କରି ସେମାନଙ୍କୁ ନିପାତ କରିବାରେ ଲାଗିପଡ଼ିଛନ୍ତି । ଏହି ମର୍ମରେ ମଙ୍ଗଳବାର ସୁରକ୍ଷାକର୍ମୀମାନଙ୍କୁ ପୁଣି ଏକ ସଫଳତା ମିଳିଛି । ମଙ୍ଗଳବାର ସୋପିଆନର ତୁକର୍ଓାଙ୍ଗମରେ କେତେକ ଆତଙ୍କବାଦୀ ଆତ୍ମଗୋପନ କରିଥିବା ନେଇ ସୂଚନା ମିଳିଥିଲା । ପ୍ରାପ୍ତ ସୂଚନାକୁ ଆଧାର କରି ସେନା ଓ ଅର୍ଦ୍ଧସାରମିକ ବାହିନୀ ପକ୍ଷରୁ ସମ୍ପୃକ୍ତ ଅଞ୍ଚଳକୁ ଘେରାବନ୍ଦୀ କରାଯାଇଥିଲା । ସୁରକ୍ଷାକର୍ମୀଙ୍କ କର୍ଡନ କ୍ରମେ ନିକଟତର ହୋଇଯିବାରୁ ସେଠାରେ ଆତ୍ମଗୋପନ କରିଥିବା ଆତଙ୍କବାଦୀମାନେ ପ୍ରଥମେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି ଚଳାଇଥିଲେ । ଏହାର ଜବାବରେ ସେନା ଓ ଅର୍ଦ୍ଧସାମରିକ ବାହିନୀର ଜୱାନମାନେ ମଧ୍ୟ ଲଟାଗୁଳିଚାଳଣା କରିଥିଲେ । କିଛି ସମୟ ଧରି ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ଚାଲିଥିଲା । ପରେ ସୁରକ୍ଷାକର୍ମୀଙ୍କ ଗୁଳିମରେ ୩ ଜଣ ଆତଙ୍କବାଦୀ ଟଳିପଡ଼ିଥିଲେ । ନିହତ ୩ ଆତଙ୍କବାଦୀଙ୍କ ଠାରୁ ଜୱାନମାନେ ଏକେ-୪୭ ଓ ଇନ୍ସାସ୍ ରାଇଫଲକୁ ଜବତ କରିଛନ୍ତି । ପ୍ରକାଶଥାଉ କି, ଗତ ସପ୍ତାହରୁ ଏଯାବତ୍ ଭିନ୍ନ ଭିନ୍ନ ଏନ୍କାଉଣ୍ଟରରେ ଘାଟୀରେ ପ୍ରାୟ ୧୭ ଜଣ ଆତଙ୍କୀ ସଫା ହୋଇସାରିଲେଣି । ନିପାତ ହୋଇଥିବା ଆତଙ୍କବାଦୀଙ୍କ ମଧ୍ୟରେ ଜୈସ-ଇ-ମହମ୍ମଦ ଓ ହିଜବୁଲ୍ର ଟପ୍ କମାଣ୍ଡର ରହିଛନ୍ତି ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ଏଭନ୍ ପକ୍ଷରୁ ନୂଆ ବ୍ରାଣ୍ଡ ଅଭିଯାନ ‘ୱାଚ୍ ମି ନାଓ’ର ଶୁଭାରମ୍ଭ

ଭୁବନେଶ୍ୱର,୧୮/୯ (ନିପ୍ର):ବିୟୁଟି କମ୍ପାନୀ ଏଭନ୍ ପକ୍ଷରୁ ଏକନୂତନ ବ୍ରାଣ୍ଡ କ୍ୟାମ୍ପେନ୍ 'ୱାଚ୍ ମି ନାଓ'ଶୁଭାରମ୍ଭ କରାଯାଇଛି, ଯାହାକିଲୋକମାନଙ୍କୁ ଏହି ଆଇକୋନିକ୍କମ୍ପାନୀ ଉପରେ ସେମାନଙ୍କରମତାମତକୁ ପୁନର୍ବିଚାର...

କର୍ଡ ମାଏଷ୍ଟ୍ରୋ ରେଫ୍ରିଜରେଟର୍ର ଶୁଭାରମ୍ଭ

ଭୁବନେଶ୍ୱର,୧୮/୯ (ନିପ୍ର):ଭାରତର ସର୍ବାଧିକ ବିଶ୍ୱାସନୀୟ ଉପଭୋକ୍ତାଇଲେକ୍ଟ୍ରୋନିକ୍ସ ବ୍ରାଣ୍ଡସାମ୍ସଙ୍ଗ ପକ୍ଷରୁ ଅଧିକକ୍ଷମତା ସହିତ ଏହାର କର୍ଡମାଏଷ୍ଟ୍ରୋରେଫ୍ରିଜରେଟର୍ର ୪ଟିନୂତନ ମଡେଲ୍ର ଶୁଭାରମ୍ଭକରାଯାଇଛି । ଦହି ବା କର୍ଡତିଆରି କରିପାରୁଥିବା ବିଶ୍ୱରପ୍ରଥମ ରେଫ୍ରିଜରେଟର,କର୍ଡ ମାଏଷ୍ଟ୍ରୋ...

ଫ୍ରିଚାର୍ଜର ଡିଜିଟାଲ୍ କାରବାରରେ ୧୦ ଗୁଣା ବୃଦ୍ଧି

ଭୁବନେଶ୍ୱର,୧୮/୯ (ନିପ୍ର): ମହାମାରୀ ଓ ଲକ୍ଡାଉନ୍ ସ୍ଥିତି ସାରାବିଶ୍ୱର ପ୍ରତିଟି ଲୋକଙ୍କ ପାଇଁ ଏକ ଆହ୍ୱାନପୂର୍ଣ୍ଣ ପରିସ୍ଥିତି । ତେବେ ଏହାମଧ୍ୟ ଅସ୍ୱୀକାର କରିହେବ ନାହିଁ ଯେ ଯେତେବେଳେ ସ୍ପର୍ଶବିହୀନ...

ନୂଆ ରୋଲସ-ରଏସ ଘୋଷ୍ଟ ଗ୍ରାହକଙ୍କ ଆବଶ୍ୟକତା ପୂରଣ କରିପାରିଛ

ଗୁଡଉଡ,ୱେଷ୍ଟଶାସିକ୍ସ୍,୧୮/୯(ନିପ୍ର): ନୂଆ ରୋଲସ-ରଏସ ଘୋଷ୍ଟଗ୍ରାହକଙ୍କ ଆବଶ୍ୟକତା ପୂରଣକରିପାରିଛି । ରୋଲସ-ରଏସ ୧୧୬-ବର୍ଷର ଇତିହାସ ମଧ୍ୟରେ ସର୍ବାଧିକସଫଳତା ଘୋଷ୍ଟ ଯୋଗୁ ଉପଲବ୍ଧିକରିପାରିଛି । ୨୦୦୯ରେ ଘୋଷ୍ଟ ଏହାରଯାତ୍ରା ଆରମ୍ଭ କରିଥିଲା ।...

ଉନ୍ନୟନ ବ୍ୟୟ ନୈରାଶ୍ୟ ଜନକ

ଭୁବନେଶ୍ୱର,୧୮ ।୯(ନି.ପ୍ର):ଉନ୍ନୟନ କାର୍ଯ୍ୟ ପାଇଁ ପାଣ୍ଠି ମହଜୁଦଥିବାବେଳେ ଅଧିକାଂଶ ବିଭାଗ କିନ୍ତୁ ଅର୍ଥଖର୍ଚ୍ଚ କରିପାରୁ ନାହାନ୍ତି । ଏଭଳିନୈରାଶ୍ୟଜନକ ବ୍ୟୟ ଏବେ ରାଜ୍ୟସରକାରଙ୍କୁ ଚିନ୍ତାରେ...