36 C
Bhubaneswar
Sunday, April 11, 2021

ସହିଦଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଦେବେ ଯୋଗୀ ସରକାର

Must read

ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା |

ଜମ୍ମୁ: ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା ​​ଏବଂ ବିଭିନ୍ନ ଘର୍ଷଣ ପଏଣ୍ଟରେ ପୂର୍ବ ଲଦାଖରେ ହୋଇଥିବା ଅସନ୍ତୋଷକୁ ନେଇ ଭାରତୀୟ ଏବଂ...

ସମାବେଶକୁ ବାତିଲ କରି ‘ଜରୁରୀ ସାକ୍ଷାତ’ ପାଇଁ ଦିଲ୍ଲୀକୁ ଦୌଡ଼ିଲା

ନୁଆଦିଲ୍ଲୀ: “ଜରୁରୀ ବୈଠକ” ପାଇଁ ନୂଆଦିଲ୍ଲୀକୁ ଫେରିବା ପରେ ମଙ୍ଗଳବାର ଦିନ ହୁଗଲି ଜିଲ୍ଲାର ଦଳର ସଭାପତି ଜେ ପି ନାଡଡାଙ୍କ ଉଭୟ ରାଲିକୁ...

କୋଭିଡ -୧୯ ର ଦ୍ୱିତୀୟ ତରଙ୍ଗ ଭାରତର ଅର୍ଥନୀତିକୁ ଖରାପ କରିବ କି?

ଭାରତର ଅର୍ଥନୀତି ଏକ ନୂତନ ଆର୍ଥିକ ବର୍ଷ ଆରମ୍ଭ କଲାବେଳେ ଏକ ଅନ୍ଧକାର ମେଘ ପାଖେଇ ଆସୁଛି: ଦ୍ୱିତୀୟ ତରଙ୍ଗ | ପ୍ରତ୍ୟେକ ଦିନ...

ଭାରତର ସାମରିକ ରାଜା ସର୍ବୋଚ୍ଚ ଜାତୀୟ ସୁରକ୍ଷା ଆୱାନ ଦେଇଥିଲେ ।

ଭାରତର ବରିଷ୍ଠ ସୈନିକ କମାଣ୍ଡର ସାଇବର ବିପଦରୁ ରକ୍ଷା କରିବା ପାଇଁ ନିର୍ମାଣ କ୍ଷମତା, ଭାରତର ଯୁଦ୍ଧ ଶକ୍ତିର ପୂର୍ଣ୍ଣ ସମ୍ଭାବନାକୁ ବାହାର କରିବା ପାଇଁ ତିନି ସେବା ମଧ୍ୟରେ...

ଲକ୍ଷ୍ନୌ, ୧୬/୬ (ଏଜେନ୍ସି) : ଉତ୍ତର ପ୍ରଦେଶ ସରକାର ସେନାର ଯବାନଙ୍କ ଲାଗି ଏକ ବଡ ନିଷ୍ପତ୍ତି ନେଇଛନ୍ତି । ନିଷ୍ପତ୍ତି କ୍ରମେ ଏବେ ୟୁପିର କୌଣସି ଯବାନ ସହିଦ ହେଲେ ସେମାନଙ୍କ ପରିଜନଙ୍କୁ ଯୋଗୀ ସରକାର ୫୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିବେ । ଏହି ନିଷ୍ପତ୍ତି ସମୟରେ କ୍ୟାବିନେଟ୍ର ମାହୋଲ ଭାବନାତ୍ମକ ହୋଇ ପଡିଥିଲା । ସମସ୍ତେ ଟେବୁଲ୍ ବଜାଇ ଯୋଗୀ ଆଦିତ୍ୟନାଥଙ୍କ ଏହି ନିଷ୍ପତ୍ତିକୁ ସ୍ୱାଗତ କରିଥିଲେ । ମୁଖ୍ୟମନ୍ତ୍ରୀ ଯୋଗୀ ଏହି ପ୍ରସ୍ତାବ ରଖିବା ସମୟରେ କହିଛନ୍ତିି ଯେ, ସହିଦ ଯବାନଙ୍କ ପରିବାର ଲାଗି ଯାହା କିଛି ବି କଲେ ସେ ସବୁ କମ ପଡିବ । ନିଆଯାଇଥିବା ଏହି ନିଷ୍ପତ୍ତି ବହୁତ ଛୋଟ, ମାତ୍ର ଆମେ ସେମାନଙ୍କ ପାଇଁ କିଛି କଲେ ଆମକୁ ସନ୍ତୁଷ୍ଟି ମିଳିବ । ଯୋଗୀଙ୍କ ଏହି କଥାରେ ସମସ୍ତେ ଭାବ ବିହ୍ୱଳ ହୋଇ ପଡିଥିବା ଦେଖିବାକୁ ମିଳିଥିଲା । ଉତ୍ତର ପ୍ରଦେଶର ମୂଳ ନିବାସୀ ଯାହାଙ୍କ ପରିବାର ୟୁପିରେ ରହିଛି ଏମିତି ସହିଦଙ୍କ ପରିବାର ଲୋକଙ୍କୁ ୫୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଯୋଗାଇ ଦିଆଯିବ ।ପୂର୍ବେ ଏହି ଆର୍ଥିକ ସହାୟତା ୨୫ ଲକ୍ଷ ଟଙ୍କା ଥିଲା, ଯାହା ପରିଜନଙ୍କ ଲାଗି କମ୍ ଥିଲା ।

- Advertisement -ସହିଦଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଦେବେ ଯୋଗୀ ସରକାର

More articles

LEAVE A REPLY

Please enter your comment!
Please enter your name here

- Advertisement -ସହିଦଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଦେବେ ଯୋଗୀ ସରକାର

Latest article

ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା |

ଜମ୍ମୁ: ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା ​​ଏବଂ ବିଭିନ୍ନ ଘର୍ଷଣ ପଏଣ୍ଟରେ ପୂର୍ବ ଲଦାଖରେ ହୋଇଥିବା ଅସନ୍ତୋଷକୁ ନେଇ ଭାରତୀୟ ଏବଂ...

ସମାବେଶକୁ ବାତିଲ କରି ‘ଜରୁରୀ ସାକ୍ଷାତ’ ପାଇଁ ଦିଲ୍ଲୀକୁ ଦୌଡ଼ିଲା

ନୁଆଦିଲ୍ଲୀ: “ଜରୁରୀ ବୈଠକ” ପାଇଁ ନୂଆଦିଲ୍ଲୀକୁ ଫେରିବା ପରେ ମଙ୍ଗଳବାର ଦିନ ହୁଗଲି ଜିଲ୍ଲାର ଦଳର ସଭାପତି ଜେ ପି ନାଡଡାଙ୍କ ଉଭୟ ରାଲିକୁ...

କୋଭିଡ -୧୯ ର ଦ୍ୱିତୀୟ ତରଙ୍ଗ ଭାରତର ଅର୍ଥନୀତିକୁ ଖରାପ କରିବ କି?

ଭାରତର ଅର୍ଥନୀତି ଏକ ନୂତନ ଆର୍ଥିକ ବର୍ଷ ଆରମ୍ଭ କଲାବେଳେ ଏକ ଅନ୍ଧକାର ମେଘ ପାଖେଇ ଆସୁଛି: ଦ୍ୱିତୀୟ ତରଙ୍ଗ | ପ୍ରତ୍ୟେକ ଦିନ...

ଭାରତର ସାମରିକ ରାଜା ସର୍ବୋଚ୍ଚ ଜାତୀୟ ସୁରକ୍ଷା ଆୱାନ ଦେଇଥିଲେ ।

ଭାରତର ବରିଷ୍ଠ ସୈନିକ କମାଣ୍ଡର ସାଇବର ବିପଦରୁ ରକ୍ଷା କରିବା ପାଇଁ ନିର୍ମାଣ କ୍ଷମତା, ଭାରତର ଯୁଦ୍ଧ ଶକ୍ତିର ପୂର୍ଣ୍ଣ ସମ୍ଭାବନାକୁ ବାହାର କରିବା ପାଇଁ ତିନି ସେବା ମଧ୍ୟରେ...

ଆମକୁ ଅଣଦେଖା କରିବା ଛଳନା କଲେ ମଧ୍ୟ ସରକାର କମ୍ପିତ ହେଲେ

କୃଷକ ସଂଗଠନ କେନ୍ଦ୍ର ସରକାରଙ୍କ ସହ ଚାଷ ଆଇନ ଉପରେ ଏକ ବୈଠକ କରିଥିଲା। ୭୭ ଦିନ ହେଲା, ଉଭୟ ପକ୍ଷ ମଧ୍ୟରେ କୌଣସି...