28 C
Bhubaneswar
Saturday, September 19, 2020

ସତ୍ୟେନ୍ଦ୍ର ଜୈନଙ୍କ ରିପୋର୍ଟ ନେଗେଟିଭ୍

Must read

ବିଭିନ୍ନ ସ୍ଥାନରେ ବିଧାୟକଙ୍କଆଶୁ ଆରୋଗ୍ୟ କାମନା

ପିପିଲି, ୧୭/୯ (ନିପ୍ର): କରୋନା ମହାମାରୀ ଦିନ କୁ ଦିନ ସମଗ୍ର ଦେଶରେଉଗ୍ରରୁପ ଧାରଣ କରୁଛି । କମିବାର ନା ଧରୁନି । କରୋନା...

ଲୁଟେରାଙ୍କୁ ଧରିବାରେ ପୁଲିସ ବିଫଳ

ପିପିଲି, ୧୭/୯ (ନିପ୍ର): ଭୁବନେଶ୍ୱର ପୁରୀ ୩୧୬ନମ୍ବର ଜାତୀୟ ରାଜପଥ ଏବେ ଦିନ କୁ ଦିନ ଅସୁରକ୍ଷିତହୋଇ ପଡିଛି । କରୋନା ମହାମାରୀ ଆକ୍ରାନ୍ତରେ ପିପିଲିଏସଡିପିଓ ଓ ଥାନା ଅଧିକାରୀ...

ସ୍ପର୍ଶବିହୀନ ପେମେଂଟ୍ ହାତ ଘଂଟାର ଶୁଭାରମ୍ଭ

ଭୁବନେଶ୍ୱର, ୧୭/୯ (ନିପ୍ର): ନୂତନସ୍ୱାଭାବିକ ସ୍ଥିତି ରିଟେଲ୍ କ୍ଷେତ୍ରରେ ଅଭିନବ ଓସୁରକ୍ଷିତ କିଣିବା ସମାଧାନର ଜରୁରୀକାଳୀନଆବଶ୍ୟକତା ଭାବେ ଉଭା ହୋଇଛି । ବିଶ୍ୱରପଂଚମ ବୃହତମ...

ମହାମାରୀର ଅନ୍ତ ଲାଗି ବୈଶ୍ିକ ହସ୍ତକ୍ଷେପ ପାଇଁ ଆହ୍ୱାନ

ଭୁବନେଶ୍ୱର, ୧୭/୯ (ନିପ୍ର): ବିଲ୍ ଓମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ ପକ୍ଷରୁଅ ।ଜି ଏହାର ଚତୁର୍ଥ ବାର୍ଷିକ ଗୋଲକିପର୍ସରିପୋର୍ଟ ପ୍ରକାଶ ପାଇଛି । ଏଥିରେ ସ୍ଥାନିତନୂତନ ତଥ୍ୟରେ ଦର୍ଶାଯାଇଛି ଯେ କିଭଳିଭାବେ...

ନୂଆଦିଲ୍ଲୀ, ୧୬/୬ (ଏଜେନ୍ସି) : ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ କରୋନା ହୋଇନାହିଁ । ତାଙ୍କର କରୋନା ଟେଷ୍ଟ ନେଗେଟିଭ୍ ଆସିଛି । ଏନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛ । ସୋମବାର ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀ ଜୈନ ଅସୁସ୍ଥ ଅନୁଭବ କରିଥିଲେ । ତାଙ୍କୁ ଜ୍ୱର ହେବା ସହ ସେ ପ୍ରଶ୍ୱାସ ନେବାରେ ଅସୁବିଧା ଅନୁଭବ କରିଥିଲେ । ଏଣୁ ସୋମବାର ରାତିରେ ତାଙ୍କୁ ରାଜୀବ ଗାନ୍ଧି ସୁପର ସ୍ପେଶାଲିଟି ହସ୍ପିଟାଲ୍ (ଆର୍ଜିଏସ୍ଏସ୍ଏଚ୍)ରେ ଭର୍ତ୍ତି କରାଯାଇଥିଲା । ତେବେ ଇତିମଧ୍ୟରେ ଶ୍ରୀ ଜୈନଙ୍କ ପରୀକ୍ଷା ରିପୋର୍ଟ ନେଗେଟିଭ ଆସିଥିବା ଜଣାପଡ଼ିଛି । ପ୍ରକାଶ୍ୟ ଯେ, ଗତ ସପ୍ତାହରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ୍ଙ୍କୁ ଜ୍ୱର ଓ ଗଳାରେ ସମସ୍ୟା ହେବାରୁ ସେ ମଧ୍ୟ ତାଙ୍କ ଘରେ ସଂଗରୋଧରେ ରହିଥିଲେ । ଏହାପରେ କରୋନା ସନେ୍ଦହ ନେଇ ତାଙ୍କର ମଧ୍ୟ କୋଭିଡ୍-୧୯ ଟେଷ୍ଟ କରାଯାଇଥିଲା । ତାଙ୍କର ମଧ୍ୟ କୋଭିଡ୍-୧୯ ରିପୋର୍ଟ ନେଗେଟିଭ୍ ଆସିଥିଲା । କୋଭିଡ୍-୧୯ ସଂକ୍ରମଣରେ ଦିଲ୍ଲୀ ଦେଶର ତୃତୀୟ ସ୍ଥାନରେ ରହିଛି । ଏଠାରେ ସଂକ୍ରମଣ ସଂଖ୍ୟା ୪୨,୮୨୯ ଥିବା ବେଳେ ମୃତ୍ୟୁ ସଂଖ୍ୟା୧୪୦୦ରେ ପହଞ୍ଚିଛି ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ବିଭିନ୍ନ ସ୍ଥାନରେ ବିଧାୟକଙ୍କଆଶୁ ଆରୋଗ୍ୟ କାମନା

ପିପିଲି, ୧୭/୯ (ନିପ୍ର): କରୋନା ମହାମାରୀ ଦିନ କୁ ଦିନ ସମଗ୍ର ଦେଶରେଉଗ୍ରରୁପ ଧାରଣ କରୁଛି । କମିବାର ନା ଧରୁନି । କରୋନା...

ଲୁଟେରାଙ୍କୁ ଧରିବାରେ ପୁଲିସ ବିଫଳ

ପିପିଲି, ୧୭/୯ (ନିପ୍ର): ଭୁବନେଶ୍ୱର ପୁରୀ ୩୧୬ନମ୍ବର ଜାତୀୟ ରାଜପଥ ଏବେ ଦିନ କୁ ଦିନ ଅସୁରକ୍ଷିତହୋଇ ପଡିଛି । କରୋନା ମହାମାରୀ ଆକ୍ରାନ୍ତରେ ପିପିଲିଏସଡିପିଓ ଓ ଥାନା ଅଧିକାରୀ...

ସ୍ପର୍ଶବିହୀନ ପେମେଂଟ୍ ହାତ ଘଂଟାର ଶୁଭାରମ୍ଭ

ଭୁବନେଶ୍ୱର, ୧୭/୯ (ନିପ୍ର): ନୂତନସ୍ୱାଭାବିକ ସ୍ଥିତି ରିଟେଲ୍ କ୍ଷେତ୍ରରେ ଅଭିନବ ଓସୁରକ୍ଷିତ କିଣିବା ସମାଧାନର ଜରୁରୀକାଳୀନଆବଶ୍ୟକତା ଭାବେ ଉଭା ହୋଇଛି । ବିଶ୍ୱରପଂଚମ ବୃହତମ...

ମହାମାରୀର ଅନ୍ତ ଲାଗି ବୈଶ୍ିକ ହସ୍ତକ୍ଷେପ ପାଇଁ ଆହ୍ୱାନ

ଭୁବନେଶ୍ୱର, ୧୭/୯ (ନିପ୍ର): ବିଲ୍ ଓମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ ପକ୍ଷରୁଅ ।ଜି ଏହାର ଚତୁର୍ଥ ବାର୍ଷିକ ଗୋଲକିପର୍ସରିପୋର୍ଟ ପ୍ରକାଶ ପାଇଛି । ଏଥିରେ ସ୍ଥାନିତନୂତନ ତଥ୍ୟରେ ଦର୍ଶାଯାଇଛି ଯେ କିଭଳିଭାବେ...

ଭାରତର କ୍ଷୁଦ୍ର ଚାଷୀମାନଙ୍କ ପାଇଁ ଦୁଇଟି ନୂତନ ଅନୁଦାନର ଘୋଷଣା

ଭୁବନେଶ୍ୱର, ୧୭/୯ (ନିପ୍ର) : ଭାରତକୁମହାମାରୀରୁ ପୁର୍ନରୁଦ୍ଧାର ପାଇଁ କ୍ଷୁଦ୍ରଚାଷୀମାନଙ୍କର ଗୁରୁତ୍ୱ ଉପରେ ଧ୍ୟାନଦେଇୱାଲ୍ମାର୍ଟ ଫାଉଣ୍ଡେସନ ପକ୍ଷରୁ ଦୁଇଟିନୂତନ ଅନୁଦାନର ଘୋଷଣା କରାଯାଇଛି ।ଏହା କମ୍ପାନୀ ପକ୍ଷରୁ ସେପ୍ଟେମ୍ବର୨୦୧୮ରେ ଭାରତରେ...