31 C
Bhubaneswar
Friday, September 18, 2020

ଜିଲ୍ଲାକୁ ମୋଟ ୩୩ହଜାର ୯୯୮ ପ୍ରବାସୀ ଆସିଲେ

Must read

ବିଭିନ୍ନ ସ୍ଥାନରେ ବିଧାୟକଙ୍କଆଶୁ ଆରୋଗ୍ୟ କାମନା

ପିପିଲି, ୧୭/୯ (ନିପ୍ର): କରୋନା ମହାମାରୀ ଦିନ କୁ ଦିନ ସମଗ୍ର ଦେଶରେଉଗ୍ରରୁପ ଧାରଣ କରୁଛି । କମିବାର ନା ଧରୁନି । କରୋନା...

ଲୁଟେରାଙ୍କୁ ଧରିବାରେ ପୁଲିସ ବିଫଳ

ପିପିଲି, ୧୭/୯ (ନିପ୍ର): ଭୁବନେଶ୍ୱର ପୁରୀ ୩୧୬ନମ୍ବର ଜାତୀୟ ରାଜପଥ ଏବେ ଦିନ କୁ ଦିନ ଅସୁରକ୍ଷିତହୋଇ ପଡିଛି । କରୋନା ମହାମାରୀ ଆକ୍ରାନ୍ତରେ ପିପିଲିଏସଡିପିଓ ଓ ଥାନା ଅଧିକାରୀ...

ସ୍ପର୍ଶବିହୀନ ପେମେଂଟ୍ ହାତ ଘଂଟାର ଶୁଭାରମ୍ଭ

ଭୁବନେଶ୍ୱର, ୧୭/୯ (ନିପ୍ର): ନୂତନସ୍ୱାଭାବିକ ସ୍ଥିତି ରିଟେଲ୍ କ୍ଷେତ୍ରରେ ଅଭିନବ ଓସୁରକ୍ଷିତ କିଣିବା ସମାଧାନର ଜରୁରୀକାଳୀନଆବଶ୍ୟକତା ଭାବେ ଉଭା ହୋଇଛି । ବିଶ୍ୱରପଂଚମ ବୃହତମ...

ମହାମାରୀର ଅନ୍ତ ଲାଗି ବୈଶ୍ିକ ହସ୍ତକ୍ଷେପ ପାଇଁ ଆହ୍ୱାନ

ଭୁବନେଶ୍ୱର, ୧୭/୯ (ନିପ୍ର): ବିଲ୍ ଓମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ ପକ୍ଷରୁଅ ।ଜି ଏହାର ଚତୁର୍ଥ ବାର୍ଷିକ ଗୋଲକିପର୍ସରିପୋର୍ଟ ପ୍ରକାଶ ପାଇଛି । ଏଥିରେ ସ୍ଥାନିତନୂତନ ତଥ୍ୟରେ ଦର୍ଶାଯାଇଛି ଯେ କିଭଳିଭାବେ...

କେନ୍ଦ୍ରାପଡ଼ା, ୧୬ ।୬ (ଶ୍ରୁ.ମି.) : ଆଜି ସୁଦ୍ଧା ରାଜ୍ୟ ବାହାରୁ ଆସିଥିବା ୩୩ହଜାର ୯୯୮ ଜଣ ପ୍ରବାସୀ ଆସିଛନ୍ତି । ଆଜି ଆସିଥିବା ୫୦୫ ଜଣଙ୍କୁ ବିଭିନ୍ନ ସଙ୍ଗରୋଧ କେନ୍ଦ୍ରକୁ ପଠାଯାଇଛି । ସେମାନଙ୍କ ମଧ୍ୟରୁ କେନ୍ଦ୍ରାପଡା ବ୍ଲକର ୨୯ଜଣ, ପ…ାମୁଣ୍ଡାଇ ବ୍ଲକର ୪୨, ମହାକାଳପଡା ବ୍ଲକର ୦, କେନ୍ଦ୍ରାପଡା ପୈାରାଚଂଳ ୧୩, ମାର୍ଶାଘାଇ ବ୍ଲକର ୪୭, ରାଜନଗର ବ୍ଲକର ୨୨୧, ରାଜକନିକା ବ୍ଲକର ୬୫, ଆଳି ବ୍ଲକର ୨୫, ଡେରାବିଶି ବ୍ଲକର ୬୩ ଓ ଗରଦପୁର ବ୍ଲକର ୦ ଜଣ ଅଛନ୍ତି । ରାଜ୍ୟ ସରକାର ଚଳିତ ଜୁନମାସର ସମସ୍ତ ଶନିବାର ଓ ରବିବାରକୁ ସଟଡାଉନ ଘୋଷଣା କରିଥିବାରୁ ଅନ୍ୟାଦେଶ ପର୍ଯ୍ୟନ୍ତ ପ୍ରତ୍ୟେକ ଶନିବାର ଓ ରବିବାର ବ୍ୟତିତ ସମସ୍ତ ଦୋକାନ ଓ ବ୍ୟବସାୟ ପ୍ରତିଷ୍ଠାନ ଗୁଡିକ ସକାଳ ୭ଟା ଠାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଖୋଲା ରହିବା ଏବଂ ଔଷଧ ଦୋକାନ ଓ ପେଟ୍ରୋଲ ପମ୍ପ ଗୁଡିକ ଦିନରାତି ଖୋଲାରହିବ । ମାର୍କେଟ କମ୍ପ୍ଲେକ୍ସ ଓ ସପିଂ ମଲ ବାହାରେ ଥିବା ସେଲୁନ ଓ ପାର୍ଲର ଗୁଡିକ ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଖୋଲା ରହିବ । ରାଜ୍ୟ ସରକାର ପ୍ରତ୍ୟେକ ଶନିବାର ଓ ରବିବାରକୁ ସଟଡାଉନ ଘୋଷଣା କରିଥିବାରୁ ସେହିଦିନମାନଙ୍କରେ ସମସ୍ତ ଦୋକାନ ବଜାର ବନ୍ଦ ରହିବ । ସମସ୍ତ ବ୍ୟବସାୟ ପ୍ରତିଷ୍ଠାନର କର୍ମକର୍ତ୍ତାମାନେ ସାମାଜିକ ଦ୍ୱରତା ରକ୍ଷା କରି ବ୍ୟବସାୟ କରିବାକୁ ନିର୍ଦେଶ ଦିଆଯାଇଛି । ଜିଲ୍ଲାପାଳ ଶ୍ରୀ ବର୍ମା କରୋନା ମୁକାବିଲାରେ ଜିଲ୍ଲାବାସୀଙ୍କ ସହଯୋଗ କାମନା କରି ଜନସାଧାରଣ ସର୍ବଦା ସଜାଗ ଓ ସଚେତନ ସହ ସାମାଜିକ ଦ୍ୱରତ୍ୱ ବଜାୟ ରଖି ମାସ୍କ ବ୍ୟବହାର କରିବାକୁ ନିବେଦନ କରିଛନ୍ତି । ଜନସାଧାରଣଙ୍କ ସୁବିଧା ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ମାଇଗ୍ରେସନ ସହାୟତା କେନ୍ଦ୍ର ଯୋଗାଯୋଗ ଫୋନ ନମ୍ବର – ୮୭୬୩୩୪୯୪୩୮ ଉପଲବ୍ଧ କରାଯାଇଛି ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ବିଭିନ୍ନ ସ୍ଥାନରେ ବିଧାୟକଙ୍କଆଶୁ ଆରୋଗ୍ୟ କାମନା

ପିପିଲି, ୧୭/୯ (ନିପ୍ର): କରୋନା ମହାମାରୀ ଦିନ କୁ ଦିନ ସମଗ୍ର ଦେଶରେଉଗ୍ରରୁପ ଧାରଣ କରୁଛି । କମିବାର ନା ଧରୁନି । କରୋନା...

ଲୁଟେରାଙ୍କୁ ଧରିବାରେ ପୁଲିସ ବିଫଳ

ପିପିଲି, ୧୭/୯ (ନିପ୍ର): ଭୁବନେଶ୍ୱର ପୁରୀ ୩୧୬ନମ୍ବର ଜାତୀୟ ରାଜପଥ ଏବେ ଦିନ କୁ ଦିନ ଅସୁରକ୍ଷିତହୋଇ ପଡିଛି । କରୋନା ମହାମାରୀ ଆକ୍ରାନ୍ତରେ ପିପିଲିଏସଡିପିଓ ଓ ଥାନା ଅଧିକାରୀ...

ସ୍ପର୍ଶବିହୀନ ପେମେଂଟ୍ ହାତ ଘଂଟାର ଶୁଭାରମ୍ଭ

ଭୁବନେଶ୍ୱର, ୧୭/୯ (ନିପ୍ର): ନୂତନସ୍ୱାଭାବିକ ସ୍ଥିତି ରିଟେଲ୍ କ୍ଷେତ୍ରରେ ଅଭିନବ ଓସୁରକ୍ଷିତ କିଣିବା ସମାଧାନର ଜରୁରୀକାଳୀନଆବଶ୍ୟକତା ଭାବେ ଉଭା ହୋଇଛି । ବିଶ୍ୱରପଂଚମ ବୃହତମ...

ମହାମାରୀର ଅନ୍ତ ଲାଗି ବୈଶ୍ିକ ହସ୍ତକ୍ଷେପ ପାଇଁ ଆହ୍ୱାନ

ଭୁବନେଶ୍ୱର, ୧୭/୯ (ନିପ୍ର): ବିଲ୍ ଓମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ ପକ୍ଷରୁଅ ।ଜି ଏହାର ଚତୁର୍ଥ ବାର୍ଷିକ ଗୋଲକିପର୍ସରିପୋର୍ଟ ପ୍ରକାଶ ପାଇଛି । ଏଥିରେ ସ୍ଥାନିତନୂତନ ତଥ୍ୟରେ ଦର୍ଶାଯାଇଛି ଯେ କିଭଳିଭାବେ...

ଭାରତର କ୍ଷୁଦ୍ର ଚାଷୀମାନଙ୍କ ପାଇଁ ଦୁଇଟି ନୂତନ ଅନୁଦାନର ଘୋଷଣା

ଭୁବନେଶ୍ୱର, ୧୭/୯ (ନିପ୍ର) : ଭାରତକୁମହାମାରୀରୁ ପୁର୍ନରୁଦ୍ଧାର ପାଇଁ କ୍ଷୁଦ୍ରଚାଷୀମାନଙ୍କର ଗୁରୁତ୍ୱ ଉପରେ ଧ୍ୟାନଦେଇୱାଲ୍ମାର୍ଟ ଫାଉଣ୍ଡେସନ ପକ୍ଷରୁ ଦୁଇଟିନୂତନ ଅନୁଦାନର ଘୋଷଣା କରାଯାଇଛି ।ଏହା କମ୍ପାନୀ ପକ୍ଷରୁ ସେପ୍ଟେମ୍ବର୨୦୧୮ରେ ଭାରତରେ...