27 C
Bhubaneswar
Tuesday, September 22, 2020
- Advertisement -

CATEGORY

ଆଞ୍ଚଳିକ

ୂତନ କିଆ ସୋନେଟର ଶୁଭାରମ୍ଭ

ଭୁବନେଶ୍ୱର, ୧୯/୯ (ନିପ୍ର): କିଆ ମୋଟର୍ସ ପକ୍ଷରୁ ଏହାର ସର୍ବପ୍ରଥମ ଏସୟୁଭି,ନୂତନ କିଆ ସୋନେଟର ଶୁଭାରମ୍ଭ କରାଯାଇଛି । ଏହି ସୋନେଟ ଏଂଟ୍ରି ସ୍ତରରସ୍କାର୍ଟଷ୍ଟ୍ରିମ ଜି୧.୨ ୫ଏମଟି ଭାରିଆଂଟ ୬,୭୧,୦୦୦ଟଙ୍କାର...

କୋଭିଡ କର୍ମଶାଳା ଉଦ୍ଘାଟିତ

ସୁନ୍ଦରପଦା,୧୯ ।୯(ନି.ପ୍ର): ଗତକାଲିି ହାଇଟେକ ପ୍ଲାଜା ସଭାକକ୍ଷରେ ଭୁବନେଶ୍ୱରଉପକଣ୍ଠ ବିକାଶ ମଞ୍ଚ (ଦକ୍ଷିଣ) ଦ୍ୱାରା ପଂଚାୟତସ୍ତରୀୟ ଏକ କୋଭିଡ କର୍ମଶାଳାଅନୁଷ୍ଠିତ ହୋଇଯାଇଛି । ଜଟଣୀ ବ୍ଲକ ଉନ୍ନୟନ ଅଧିକାରୀ ଶ୍ରୀ...

ଅବସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

ବ୍ରହ୍ମପୁର,୧୯ ।୯(ନି.ପ୍ର): ପ୍ରଧାନମନ୍ତ୍ରୀନରେନ୍ଦ୍ର ମୋଦିଙ୍କ ଜନ୍ମ ଦିନ ଉପଲକ୍ଷେବିଜେପି ପକ୍ଷରୁ ଆରମ୍ବ ହୋଇଛି ସେବାସପ୍ତାହ । ଏହି ଅବସରରେ ଗାମ ଜିଲ୍ଲାବିଜେପି ପକ୍ଷରୁ ସେବ ସପ୍ତାହ ପାଳନନେଇ ବୃକ୍ଷରୋପଣ କାର୍ଯ୍ୟକ୍ରମ...

ମୁଖ୍ୟ ଶାସନ ସଚିବଙ୍କ ଆଦେଶକୁ ବେଖାତିର

ଯାଜପୁର , ୧୯.୯(ନିପ୍ର): ବର୍ତ୍ତମାନ କୋଭିଡ଼୍ -୧୯ ସମୟରେ ଓଡ଼ିଶା ପୋଲିସ୍ ବିଭାଗରେପ୍ରାୟ ୪ ହଜାର ପୋଲିସ୍ କର୍ମ·ରୀଙ୍କ କରୋନା ହୋଇଅଛି । ସେମାନଙ୍କ...

ରାଜ୍ୟପାଳଙ୍କ ଉଦେଶ୍ୟରେ ଦାବିପତ୍ର ପ୍ରଦାନ

କେନ୍ଦ୍ରାପଡା, ୧୯.୯(ନିପ୍ର): ତୁରନ୍ତପଂଚାୟତିରାଜ ଓ ପାନୀୟଜଳ ବିଭାଗପତ୍ର ସଂଖ୍ୟା ପିଆର - ଏନଆରଇଜି -ଇଏସଟିଟି -୦୦୦୩ -୨୦୧୯-୧୩୦୬୫କୁ ପ୍ରତ୍ୟାହାର ଓ ମହିଳା ସାଥିନିଯୁକ୍ତି ବାତିଲ କରାଯିବା ଦାବିରେଶୁକ୍ରବାର ନିଖିଳ ଓଡିଶା...

କର୍ଡ ମାଏଷ୍ଟ୍ରୋ ରେଫ୍ରିଜରେଟର୍ର ଶୁଭାରମ୍ଭ

ଭୁବନେଶ୍ୱର,୧୮/୯ (ନିପ୍ର):ଭାରତର ସର୍ବାଧିକ ବିଶ୍ୱାସନୀୟ ଉପଭୋକ୍ତାଇଲେକ୍ଟ୍ରୋନିକ୍ସ ବ୍ରାଣ୍ଡସାମ୍ସଙ୍ଗ ପକ୍ଷରୁ ଅଧିକକ୍ଷମତା ସହିତ ଏହାର କର୍ଡମାଏଷ୍ଟ୍ରୋରେଫ୍ରିଜରେଟର୍ର ୪ଟିନୂତନ ମଡେଲ୍ର ଶୁଭାରମ୍ଭକରାଯାଇଛି । ଦହି ବା କର୍ଡତିଆରି କରିପାରୁଥିବା ବିଶ୍ୱରପ୍ରଥମ ରେଫ୍ରିଜରେଟର,କର୍ଡ ମାଏଷ୍ଟ୍ରୋ...

ଫ୍ରିଚାର୍ଜର ଡିଜିଟାଲ୍ କାରବାରରେ ୧୦ ଗୁଣା ବୃଦ୍ଧି

ଭୁବନେଶ୍ୱର,୧୮/୯ (ନିପ୍ର): ମହାମାରୀ ଓ ଲକ୍ଡାଉନ୍ ସ୍ଥିତି ସାରାବିଶ୍ୱର ପ୍ରତିଟି ଲୋକଙ୍କ ପାଇଁ ଏକ ଆହ୍ୱାନପୂର୍ଣ୍ଣ ପରିସ୍ଥିତି । ତେବେ ଏହାମଧ୍ୟ ଅସ୍ୱୀକାର କରିହେବ ନାହିଁ ଯେ ଯେତେବେଳେ ସ୍ପର୍ଶବିହୀନ...

ନୂଆ ରୋଲସ-ରଏସ ଘୋଷ୍ଟ ଗ୍ରାହକଙ୍କ ଆବଶ୍ୟକତା ପୂରଣ କରିପାରିଛ

ଗୁଡଉଡ,ୱେଷ୍ଟଶାସିକ୍ସ୍,୧୮/୯(ନିପ୍ର): ନୂଆ ରୋଲସ-ରଏସ ଘୋଷ୍ଟଗ୍ରାହକଙ୍କ ଆବଶ୍ୟକତା ପୂରଣକରିପାରିଛି । ରୋଲସ-ରଏସ ୧୧୬-ବର୍ଷର ଇତିହାସ ମଧ୍ୟରେ ସର୍ବାଧିକସଫଳତା ଘୋଷ୍ଟ ଯୋଗୁ ଉପଲବ୍ଧିକରିପାରିଛି । ୨୦୦୯ରେ ଘୋଷ୍ଟ ଏହାରଯାତ୍ରା ଆରମ୍ଭ କରିଥିଲା ।...

କୋଭିଡ୍ ସଚେତନତା ପାଇଁ ସୋଆ ସମ୍ମାନିତ

ଭୁବନେଶ୍ୱର,୧୮ ।୯(ନି.ପ୍ର):କୋଭିଡ ମହାମାରୀ ସମୟରେସଚେତନତା ସୃଷ୍ଟି କରିବା କ୍ଷେତ୍ରରେଦେଶର ଶ୍ରେଷ୍ଠ ଉଚ୍ଚ ଶିକ୍ଷାନୁଷ୍ଠାନ ଭାବେଶିକ୍ଷା ଓ ଅନୁସନ୍ଧାନ ଡିମ୍ଡ ବିଶ୍ୱବିଦ୍ୟାଳୟକୁଉକ୍ରୃଷ୍ଟ ସଂସ୍ଥାନ ବିଶ୍ୱକର୍ମା ପୁରସ୍କାର ରେସମ୍ମାନିତ କରାଯାଇଛି । ଗୁରୁବାରସର୍ବଭାରତୀୟ...

୨୦୨୫ ମାର୍ଚ୍ଚ ମାସ ସୁଦ୍ଧା ଦେଶରେ ଜନଔଷଧି କେନ୍ଦ୍ର

ଭୁବନେଶ୍ୱର,୧୮ ।୯(ନି.ପ୍ର):କେନ୍ଦ୍ର ରସାୟନ ଓ ସାର ମନ୍ତ୍ରୀ ଶ୍ରୀ ଡି ଭିସଦାନନ୍ଦ ଗୌଡ଼ା କହିଛନ୍ତି ଯେ ସାଧାରଣଜନତା ଏବଂ ବିଶେଷ କରି ଗରିବଲୋକମାନଙ୍କୁ ସୁଲଭ ମୂଲ୍ୟରେ ଗୁଣାତ୍ମକଔଷଧ ଯୋଗାଇ ଦେବା...

Latest news

ଫସଲ ନଷ୍ଟ ସମ୍ପର୍କରେ ଜିଲ୍ଲାପାଳଙ୍କୁ ଦାବିପତ୍ର

କେନ୍ଦ୍ରାପଡା, ୨୦/୯ : କେନ୍ଦ୍ରାପଡାବ୍ଲକ ଅନ୍ତର୍ଗତ ଓସ୍ତପୁର ପଂଚାୟତରନାଗପୁର ଓ ଦେପୁର ଗ୍ରାମର କୃଷିଜୀବୀମାନେ ଜିଲ୍ଲାପାଳଙ୍କୁ ଭେଟିଅଭିଯୋଗ କରିଛନ୍ତି ଯେ ନାଗପୁର ପାଟଗୋବରୀ ନଦୀ...

ନରେନ୍ଦ୍ର ମୋଦି ହେଉଛନ୍ତି ଅଦ୍ୱିତୀୟ ରାଷ୍ଟ୍ରନେତା

ଭୁବନେଶ୍ୱର, ୨୦/୯ : ଗତକାଲି ଏବଂ ଆଜି ଭାରତବର୍ଷର ଯଶସ୍ୱୀପ୍ରଧାନମନ୍ତ୍ରୀ ମାନ୍ୟବର ନରେନ୍ଦ୍ରମୋଦିଜୀଙ୍କ ବ୍ୟକ୍ତିତ୍ୱ ଓ ନେତୃତ୍ୱକୁ ନେଇୱେବିନାର ଭିଡିଓ କନଫରେନ୍ସଜରିଆରେ ରାଜ୍ୟର ୨ଟି...

ବ୍ରହ୍ମପୁର ବିଶ୍ୱ ବିଦ୍ୟାଳୟରେ ବିକ୍ଷୋଭ ପ୍ରଦର୍ଶନ

ବ୍ରହ୍ମପୁର,୨୦।୯: ରାଜ୍ୟସରକାରଙ୍କ ଦ୍ୱାରା ପ୍ରଣିତ ଶିକ୍ଷାନୀତିକୁ ବନ୍ଦକରିବା ଏବଂ ଅଧିନିୟମ ୧୯୮୯ କୁପ୍ରତ୍ୟାହାର କରିବା ଦାବି କରି ଅଲଇଣ୍ଡିଆ ଡିଏସଓ ପକ୍ଷରୁ ସମଗ୍ର ରାଜ୍ୟରେଦାବୀ...

ଜିଲ୍ଲା ସ୍ତରୀୟ ଜାତୀୟ ଶିକ୍ଷ୍ୟା ନୀତି ଉପରେ ୱେବିନାର

ମାଲକାନଗିରି,୨୦/୯: ସ୍ଥାନୀୟ ନେହୁରୁ ଯୁବ ସଂଗଠନ ମାଲକାନଗିରି ଶାଖା ତରଫରୁ ଏକ ଦିବସ ଆଲୋଚନା ଚକ୍ର ୱେବିନାର ମାଧ୍ୟମରେଷ୍ଟାଡିୟମ ଠାରେ ଅନୁଷ୍ଠିତ ହୋଇଯାଇଛି ।ଏହି...

ଜମ୍ମୁ ଓ କାଶ୍ମୀର ରେ ଆତଙ୍କି ଆକ୍ରମଣ ।

ଶ୍ରୀନଗର: ସୋମବାର ସକାଳେ ଶ୍ରୀନଗରର ନୋଭଗାମରେ ଆତଙ୍କବାଦୀମାନେ ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ (ସିଆରପିଏଫ) ଦଳ ଉପରେ ଆକ୍ରମଣ କରିଥିଲେ। ଆତଙ୍କବାଦୀମାନେ ସିଆରପିଏଫ ର ୧୧୦ ବାଟାଲିୟନର ଏକ ଅଂଶକୁ...
- Advertisement -