30 C
Bhubaneswar
Tuesday, September 22, 2020
- Advertisement -

TAG

କୋଭିଡ୍ ରଣନୀତି ସୁଦୃଢ଼ ପାଇଁ ପରାମର୍ଶ

କୋଭିଡ୍ ରଣନୀତି ସୁଦୃଢ଼ ପାଇଁ ପରାମର୍ଶ

ଭୁବନେଶ୍ୱର,୪ ।୯(ନି.ପ୍ର): ରାଜ୍ୟରେକୋଭିଡ ପରିସ୍ଥିତି ଜାତୀୟସ୍ତର ଠାରୁ ଭଲରହିଥିଲେ ମଧ୍ୟ କଟକ ଓ ଖୋର୍ଦ୍ଧା ଜିଲ୍ଲାରେବଢୁଥିବା ପଜିଟିଭ କେସ୍ ଦୃଷ୍ଟିରୁ ଏହିଦୁଇ ଜିଲ୍ଲାରେ ରଣନୀତିକୁ ସୁଦୃଢକରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପ…ନାୟକପରାମର୍ଶ...

Latest news

ଫସଲ ନଷ୍ଟ ସମ୍ପର୍କରେ ଜିଲ୍ଲାପାଳଙ୍କୁ ଦାବିପତ୍ର

କେନ୍ଦ୍ରାପଡା, ୨୦/୯ : କେନ୍ଦ୍ରାପଡାବ୍ଲକ ଅନ୍ତର୍ଗତ ଓସ୍ତପୁର ପଂଚାୟତରନାଗପୁର ଓ ଦେପୁର ଗ୍ରାମର କୃଷିଜୀବୀମାନେ ଜିଲ୍ଲାପାଳଙ୍କୁ ଭେଟିଅଭିଯୋଗ କରିଛନ୍ତି ଯେ ନାଗପୁର ପାଟଗୋବରୀ ନଦୀ...

ନରେନ୍ଦ୍ର ମୋଦି ହେଉଛନ୍ତି ଅଦ୍ୱିତୀୟ ରାଷ୍ଟ୍ରନେତା

ଭୁବନେଶ୍ୱର, ୨୦/୯ : ଗତକାଲି ଏବଂ ଆଜି ଭାରତବର୍ଷର ଯଶସ୍ୱୀପ୍ରଧାନମନ୍ତ୍ରୀ ମାନ୍ୟବର ନରେନ୍ଦ୍ରମୋଦିଜୀଙ୍କ ବ୍ୟକ୍ତିତ୍ୱ ଓ ନେତୃତ୍ୱକୁ ନେଇୱେବିନାର ଭିଡିଓ କନଫରେନ୍ସଜରିଆରେ ରାଜ୍ୟର ୨ଟି...

ବ୍ରହ୍ମପୁର ବିଶ୍ୱ ବିଦ୍ୟାଳୟରେ ବିକ୍ଷୋଭ ପ୍ରଦର୍ଶନ

ବ୍ରହ୍ମପୁର,୨୦।୯: ରାଜ୍ୟସରକାରଙ୍କ ଦ୍ୱାରା ପ୍ରଣିତ ଶିକ୍ଷାନୀତିକୁ ବନ୍ଦକରିବା ଏବଂ ଅଧିନିୟମ ୧୯୮୯ କୁପ୍ରତ୍ୟାହାର କରିବା ଦାବି କରି ଅଲଇଣ୍ଡିଆ ଡିଏସଓ ପକ୍ଷରୁ ସମଗ୍ର ରାଜ୍ୟରେଦାବୀ...

ଜିଲ୍ଲା ସ୍ତରୀୟ ଜାତୀୟ ଶିକ୍ଷ୍ୟା ନୀତି ଉପରେ ୱେବିନାର

ମାଲକାନଗିରି,୨୦/୯: ସ୍ଥାନୀୟ ନେହୁରୁ ଯୁବ ସଂଗଠନ ମାଲକାନଗିରି ଶାଖା ତରଫରୁ ଏକ ଦିବସ ଆଲୋଚନା ଚକ୍ର ୱେବିନାର ମାଧ୍ୟମରେଷ୍ଟାଡିୟମ ଠାରେ ଅନୁଷ୍ଠିତ ହୋଇଯାଇଛି ।ଏହି...

ଜମ୍ମୁ ଓ କାଶ୍ମୀର ରେ ଆତଙ୍କି ଆକ୍ରମଣ ।

ଶ୍ରୀନଗର: ସୋମବାର ସକାଳେ ଶ୍ରୀନଗରର ନୋଭଗାମରେ ଆତଙ୍କବାଦୀମାନେ ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ (ସିଆରପିଏଫ) ଦଳ ଉପରେ ଆକ୍ରମଣ କରିଥିଲେ। ଆତଙ୍କବାଦୀମାନେ ସିଆରପିଏଫ ର ୧୧୦ ବାଟାଲିୟନର ଏକ ଅଂଶକୁ...
- Advertisement -